ଗାଈଗୋଠକୁ ମାରିଲା ବିଜୁଳି, ଚାଲିଗଲା ୨ ଗୋରୁଙ୍କ ଜୀବନ, ୩ ଆହତ

କୋଟଗଡ଼,୨ା୯(ସରୋଜ ବଳିୟାରସିଂ): କୋଟଗଡ଼ ବ୍ଲକ ଜୁଡ଼ାବାଲି ପାଞ୍ଚାୟତର ଶ୍ରାଳିଗୁଡାର ରାଶିଫୁଲ ବାରିକଙ୍କ ବଜ୍ରପାତରେ ଦୁଇ ଗୋରୁଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଗୁରୁତର ହୋଇଛନ୍ତି। ଶନିବାର ଅପରାହ୍ନରେ ପ୍ରବଳ ଘଡ଼ଘଡ଼ି ସହ ବର୍ଷା ହୋଇଥିଲା। ଏହି ସମୟ ପଡ଼ିଆରେ ଚରୁଥିବା ଗାଈଗୋଠକୁ ବିଜୁଳି ମାରିଥିଲା ଫଳରେ ଦୁଇଟି ଗୋରୁଙ୍କ ମୃତ୍ୟୁ ସହ ତିନୋଟି ଗୋରୁ ଆହତ ହୋଇଛନ୍ତି। ଖବର ପାଇ ସ୍ଥାନୀୟ ତହସିଲଦାର ଦିବାକର ମାଝି ତଦନ୍ତ ପାଇଁ ନିଜ ଟିମ୍‌କୁ ଘଟଣାସ୍ଥଳକୁ ପଠେଇଛନ୍ତି। ଏପଟେ ପ୍ରାଣୀ ବିଭାଗ ଟିମ୍‌ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ମୃତ ଗୋରୁଙ୍କ ବ୍ୟବଚ୍ଛେଦ କରିଥିବା ଶୁଣିବାକୁ ମିଳିଛି। ଏପଟେ ପ୍ରଶାସନ ପରିବାରକୁ ସହାୟତା ଯୋଗାଇ ଦିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର

ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ପାଖରେ ଶୋଇଥିଲା ମୃତ୍ୟୁ: କେଇ ମିନିଟରେ…

ନୀଳଗିରି, ୧୧।୮ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ କୁଳିଗଡ଼ି ଗ୍ରାମରେ ଏକ ଘର ଭିତରୁ ପ୍ରାୟ ୧୦ ଫୁଟ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

୧୯୪୭ରେ ଟଙ୍କାକର ମୂଲ୍ୟ କେତେ ଥିଲା? ଜାଣି ତାଜୁବ ହେବେ ୧ଟଙ୍କାରେ ୮ଲିଟର କ୍ଷୀର ଆଉ ସପ୍ତାହକର ଆସୁଥିଲା ରାଶନ…

ନୂଆଦିଲ୍ଲୀ, ୧୧।୮: ୧୫ ଅଗଷ୍ଟ ୧୯୪୭ରେ ଭାରତ ଯେତେବେଳେ ସ୍ୱାଧୀନ ହୋଇଥିଲା, ସେତେବେଳେ ଏହାର ଟଙ୍କା ଆମେରିକାର ଡଲାର ତୁଳନାରେ ବହୁତ ପଛରେ ନ ଥିଲା। ସେତେବେଳେ…

ଆସନ୍ତାକାଲି ସୂର୍ଯ୍ୟଗ୍ରହଣ: ଏମାନଙ୍କୁ ଲାଗିବ ଗ୍ରହଣ ଦୋଷ! ୧୨ ଅଗଷ୍ଟ ପୂର୍ବରୁ ଜାଣନ୍ତୁ ଶାସ୍ତ୍ରର ନିୟମ

୧୨ ଅଗଷ୍ଟ ୨୦୨୬ରେ ଶ୍ରାବଣ ଅମାବାସ୍ୟା ଦିନ ପୂର୍ଣ୍ଣ ସୂର୍ଯ୍ୟଗ୍ରହଣ ଲାଗିବାକୁ ଯାଉଛି। ଏହି ଗ୍ରହଣ ଗ୍ରୀନଲ୍ୟାଣ୍ଡ, ଆଇସଲ୍ୟାଣ୍ଡ ଏବଂ ସ୍ପେନ ସମେତ ବିଶ୍ୱର କିଛି ଅଞ୍ଚଳରେ…

କର୍କଟ ରାଶିରେ ସୃଷ୍ଟି ହେଲା ଦୁର୍ଲଭ ଚତୁର୍ଗ୍ରହ ଯୋଗ: ଏହି ୪ ରାଶିଙ୍କ ପାଇଁ ଖୋଲିଯିବ ଧନଲାଭର ନୂଆ ଦ୍ୱାର

ଆଜି ୧୧ ଅଗଷ୍ଟ, ୨୦୨୬ରେ ସାବନ ଶିବରାତ୍ରି ଅବସରରେ ଆକାଶରେ ଏକ ବିଶେଷ ଗ୍ରହ ସଂଯୋଗ ସୃଷ୍ଟି ହେଉଛି। ଏହି ଦିନ କର୍କଟ ରାଶିରେ ସୂର୍ଯ୍ୟ, ଗୁରୁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri