ଗାଈ ଗୋଠରେ ବଜ୍ରପାତ

କୁତ୍ରା,୫।୬(ଡି.ଏନ.ଏ): ସୁନ୍ଦରଗଡ଼ ଜିଲା କୁତ୍ରା ଗିର୍ଜାପଡ଼ାରେ ରବିବାର ସାରେ ଘଡଘଡି ସହ ପ୍ରବଳ ବର୍ଷା ହୋଇଥିଲା। ସେତିକିବେଳେ ଏକ ଗାଈ ଗୋଠରେ ବଜ୍ରପାତ ଘଟି ୨ଗୋରୁଙ୍କ ମୃତ୍ୟୁ ଘଟିଛି। ଏଥିରେ ଏକାଧିକ ଆହତ ହୋଇଥିବା ଜଣାପଡିଛି।

ସନ୍ଧ୍ୟାରେ ହଠାତ୍‌ ଜୋର୍‌ରେ ପବନ ସାଙ୍ଗକୁ ଘଡଘଡି ସହ ବର୍ଷା ହୋଇଥିଲା। ସେତିକିବେଳେ ଗିର୍ଜାପଡାର ସାମୁଏଲ ହେମ୍ରମଙ୍କ ଘର ସମ୍ମୁଖରେ ଏକତ୍ରିତ ହୋଇ ପାଖାପାଖି ୫୦ ଗୋରୁ ଶୋଇଥିବା ବେଳେ ବଜ୍ରପାତ ହୋଇଥିଲା। ଫଳରେ ୨ ଗୋରୁଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଏକାଧିକ ଗୋରୁ ଆହତ ହୋଇଛନ୍ତି। ଗ୍ରାମର ପ୍ରମୋଦ ମିଲିଆର ଏବଂ ଶିଶିର ତିଡୁଙ୍କ ୨ ଗୋରୁ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାହୁ ସମାଜର ମୁହୁନି ବଂଶର ଚିହ୍ନଟ ପ୍ରକ୍ରିୟା କାର୍ଯ୍ୟକ୍ରମ

କେସିଙ୍ଗା,୨୫।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସିସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ତୈଲିକ ହଳଦିଆ ସାହୁ ସମାଜର ମୁହୁନି ବଂଶର ଏକତା ପାଇଁ ଏକ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ତଦନ୍ତ ପାଇଁ ଜିଲାପାଳଙ୍କୁ ଚିଠି ଲେଖିଲେ ବିଧାୟକ

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ…

ଚଳନ୍ତା ଟ୍ରେନରୁ ଖସିପଡିଲେ ବ୍ୟାଙ୍କ କର୍ମଚାରୀ, ଡାକ୍ତରଖାନା ନେବା ରାସ୍ତାରେ…

ଗୁଣପୁର,୨୫।୫( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଅମ୍ବାଦଳା ରେଳ ଷ୍ଟେଶନରେ ଚଳନ୍ତା ଟ୍ରେନରୁ ଓହ୍ଲାଉଥିବା ବେଳେ ଗୋଡ଼ ଖସିଯିବାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ମୃତ୍ୟୁ ଘଟିଛି ।…

ପେଟ୍ରୋଲ-ଡିଜେଲ ସଙ୍କଟ ମଧ୍ୟରେ ସରକାର କଲେ ବଡ଼ ଘୋଷଣା, ୩ରାଜ୍ୟରେ….

ନୂଆଦିଲ୍ଲୀ,୨୫।୫: ପେଟ୍ରୋଲ ପମ୍ପଗୁଡ଼ିକରେ ଇନ୍ଧନ ଅଭାବ ସମ୍ପର୍କରେ ସରକାରଙ୍କ ସୂଚନା ସାମ୍ନାକୁ ଆସିଛି । ପେଟ୍ରୋଲିୟମ ମନ୍ତ୍ରଣାଳୟର ସଚିବ ସୁଜାତା ଶର୍ମା କହିଛନ୍ତି ଯେ ଦେଶରେ ବର୍ତ୍ତମାନ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ୨ ରିକ୍ସା ଚାଳକ ଗୁରୁତର

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା…

SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ

ଭୁବନେଶ୍ୱର,୨୫।୫: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO) ସୋମବାର SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟରେ ବଢୁଥିବା ହିଟ ୱେଭ୍‌କୁ ଦୃଷ୍ଟିରେ ରଖି CEO ମଧ୍ୟାହ୍ନ…

ସାବଧାନ ବଲାଙ୍ଗୀରବାସୀ! ପାଣିପାଗ କେନ୍ଦ୍ର ଜାରି କଲା ଚେତାବନୀ, ୪ ଦିନ ଯାଏ…

ବଲାଙ୍ଗୀର,୨୫।୫(ସୁନୀଲ କୁମାର ମହାନ୍ତି): ରାଜ୍ୟରେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ହିଟଓ୍ବେଭ୍‌ ପାଇଁ…

ଖରାରେ ବୁଲୁଥିବାରୁ ତାଗିଦ କଲେ ମା’, ରାଗିଯାଇ ଝୁଲିପଡିଲେ ପୁଅ

କେନ୍ଦୁଝର,୨୫।୫ ( ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ଦେଉଳଡିହା ପଞ୍ଚାୟତ ଜେନାଦାର ଗାଁରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ମା’ ତାଗିଦ୍ କରିବାରୁ ପୁଅର ଆତ୍ମହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri