Odisha Elections 2024

ଆସନ୍ତା ପାଞ୍ଚ ବର୍ଷରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିର୍ମାଣ ହେବ ୨ କୋଟି ଘର: ନିର୍ମଳା ସୀତାରମଣ

ନୂଆଦିଲ୍ଲୀ,୧।୨: ଲୋକସଭା ନିର୍ବାଚନ ପୂର୍ବରୁ ମୋଦି ସରକାରଙ୍କର ଦ୍ୱିତୀୟ ପାଳିର ଶେଷ ବଜେଟ୍ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର ଦିନ କହିଛନ୍ତି ଯେ କେନ୍ଦ୍ରରେ ବିଜେପି ନେତୃତ୍ୱାଧୀନ ସରକାର ବିକାଶର ଆଭିମୁଖ୍ୟ ନେଇ କାର୍ଯ୍ୟ କରୁଛି। ଯାହା ସର୍ବଦଳୀୟ, ସର୍ବସମ୍ମତ ଏବଂ ସର୍ବସମାଵେଶୀ ଅଟେ।

ଦେଶର ଅର୍ଥନୀତି ମୋଦି ସରକାରଙ୍କ ଅମଳରେ ଠିକ୍ ଦିଗରେ ଅଛି। ସ୍ୱଚ୍ଛ ଶାସନ ଉପରେ ଆମର ସରକାରଙ୍କ ଧ୍ୟାନ ରହିଛି। ଏହି ସମୟରେ ଅର୍ଥମନ୍ତ୍ରୀ ୨୦ ମିନିଟ ପାଇଁ କେନ୍ଦ୍ର ସରକାରଙ୍କ ଯୋଜନାଗୁଡ଼ିକୁ ଗଣନା କରି ଭାରତର ବିକାଶର ଗତି ଉପରେ ଆଲୋଚନା କରିଛନ୍ତି। ଏଥି ସହିତ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅଧୀନରେ ଆସନ୍ତା ୫ ବର୍ଷ ମଧ୍ୟରେ ଗ୍ରାମାଞ୍ଚଳରେ ଆହୁରି ଦୁଇ କୋଟି ଘର ନିର୍ମାଣ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ଜୟଆଲୁକ୍କାସ୍‌ର ମେଗା ବିସ୍ତାର ଯୋଜନା

ଭୁବନେଶ୍ୱର, ୧୮।୫: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଅନ୍ତଃରାଷ୍ଟ୍ରୀୟ ଜୁଏଲେରି ବ୍ରାଣ୍ଡ୍‌ ‘ଜୟଆଲୁକ୍କାସ୍‌’ର ନୂତନ ଆଉଟ୍‌ଲେଟ୍‌ ଏବଂ ବିସ୍ତାର ଯୋଜନା ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି...

ସର୍ବୋଚ୍ଚ ସ୍ତରରେ ସୁନା ଦର

ନୂଆଦିଲ୍ଲୀ,୧୮।୫: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଦରବୃଦ୍ଧି କାରଣରୁ (କ୍ରମାଗତ ଭାବେ) ଘରୋଇ ବଜାରରେ (କ୍ରମାଗତ ଭାବେ) ଉଭୟ ସୁନା ଓ ରୁପା ଦର ବୃଦ୍ଧି ପାଉଛି। ଏପରିକି...

ଓଡ଼ିଶାରେ ଓ୍ବଣ୍ଡେର୍ଲା ଆମ୍ୟୁଜ୍‌ମେଣ୍ଟ ପାର୍କ

ଭୁବନେଶ୍ୱର,୧୮।୫ (ଅନୁରାଧା ମହାରଣା): ଭାରତର ସର୍ବବୃହତ୍‌ ପାର୍କ ଚେନ୍‌ କୁହାଯାଉଥିବା ୱଣ୍ଡେର୍ଲା ହଲିଡେଜ୍‌ ପକ୍ଷରୁ ଓଡ଼ିଶାରେ ଓ୍ବଣ୍ଡେର୍ଲା ଆମ୍ୟୁଜ୍‌ମେଣ୍ଟ ପାର୍କ ନିର୍ମାଣ ହୋଇଛି। ଭୁବନେଶ୍ୱରଠାରୁ ୨୨.୫ କି.ମି....

ଓସ୍‌ମେ ମହିଳା ଶିଳ୍ପୋଦ୍ୟୋଗୀ ସଂଘର ନୂତନ କର୍ମକର୍ତ୍ତା

ଭୁବନେଶ୍ୱର,୧୮।୫: ରାଜ୍ୟର ପ୍ରମୁଖ ଶିଳ୍ପ ସଂଘ ତଥା କଟକ ଖପୁରିଆ ଶିଳ୍ପାଞ୍ଚଳଠାରେ ଥିବା ଓଡ଼ିଶା ଆସମ୍ବଲି ଅଫ୍‌ ସ୍ମଲ ଆଣ୍ଡ ମିଡିୟମ ଏଣ୍ଟରପ୍ରାଇଜେସ୍‌ (ଓଏଏସ୍‌ଏମ୍‌ଇ ବା...

ଓସିପିଏଲ୍‌ ପକ୍ଷରୁ ଦିନିକିଆ କର୍ମଶାଳା

ଭୁବନେଶ୍ୱର,୧୮।୫: ଓଡ଼ିଶା କୋଲ୍‌ ଆଣ୍ଡ ପାଓ୍ବାର ଲିମିଟେଡ୍‌ (ଓସିପିଏଲ୍‌)ର ମନୋହରପୁର ୟୁନିଟ୍‌ ପକ୍ଷରୁ ଆୟୋଜିତ ଏକ ଦିନିକିଆ କର୍ମଶାଳା ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ...

ଭି-ମାର୍ଟର ନୂତନ ଟି-ଶାର୍ଟ ରେଞ୍ଜ

ନୂଆଦିଲ୍ଲୀ,୧୮।୫: ଦେଶର ପ୍ରମୁଖ ଫ୍ୟାଶନ ରିଟେଲର ଭି-ମାର୍ଟ (ଭି-ମାର୍ଟ ରିଟେଲ ଲିମିଟେଡ୍‌)ର ନୂତନ ଟି-ଶାର୍ଟ ରେଞ୍ଜ ନିକଟରେ ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି।...

୨୦୨୪ରେ ଭାରତର ଜିଡିପି ଅଭିବୃଦ୍ଧି ଆକଳନ ୬.୯% ପର୍ଯ୍ୟନ୍ତ ବୃଦ୍ଧି କଲା ଜାତିସଂଘ

ନୂଆଦିଲ୍ଲୀ,୧୭।୫: ମିଳିତ ଜାତିସଂଘ ୨୦୨୪ ପାଇଁ ଭାରତର ଅଭିବୃଦ୍ଧି ଆକଳନକୁ ସଂଶୋଧନ କରିଛି ଏବଂ ଚଳିତ ବର୍ଷ ଅର୍ଥନୀତି ପ୍ରାୟ ୭% ବୃଦ୍ଧି ପାଇବ ବୋଲି...

ଏପ୍ରିଲରେ ୧୧,୬୫୬ ୟୁନିଟ୍‌ ଟ୍ରାକ୍ଟର ବିକ୍ରି

ଭୁବନେଶ୍ୱର,୧୭ା୫: ଭାରତର ୧ ନମ୍ବର ଟ୍ରାକ୍ଟର ରପ୍ତାନିକାରୀ ବ୍ରାଣ୍ଡ୍‌ ‘ସୋନାଲିକା’ର ମାସିକ ବିକ୍ରି ଫଳାଫଳ ନିକଟରେ ଘୋଷଣା କରାଯାଇଛି। କମ୍ପାନୀର ଘୋଷଣା ଅନୁଯାୟୀ ୨୦୨୪ ଏପ୍ରିଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri