ବଙ୍ଗାେପସାଗରରେ ୨ଟି ବାତ୍ୟା! ୨୦ ବର୍ଷରେ ଘଟିବାକୁ ଯାଉଛି….

ଭୁବନେଶ୍ୱର,୨୩ା୧୧(ବନ୍ଦନା ସେଠୀ): ବାତ୍ୟା ଓ ବର୍ଷା ଆଶଙ୍କାରେ ଏବେ ରାଜ୍ୟର ଚାଷୀକୁଳ ଚିନ୍ତାରେ ରହିଛନ୍ତି। ଏପରିସ୍ଥିତିରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ରେ ଲଘୁଚାପରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା ମାଲାକ୍କା ଷ୍ଟ୍ରେଟ୍‌ର ସମୁଦ୍ର ପାଶ୍ବବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ରହିବା ସହ ଧୀରେ ଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି। ୨୪ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପଟି ଅବପାତର ରୂପ ନେବାର ସମ୍ଭାବନା ରହିଛି। ଏହାର ପରବର୍ତ୍ତୀ ୪୮ଘଣ୍ଟା ଅର୍ଥାତ୍‌ ୨୬ ତାରିଖ ବେଳକୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ଅଧିକ ଘନୀଭୂତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି କହିଛନ୍ତି, ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଉପକୂଳରୁ ବହୁ ଦୂରରେ ରହିଛି। ତେଣୁ ଆଗାମୀ ୭ଦିନ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ନାହିଁ ଏବଂ ବାତ୍ୟା ଏପର୍ଯ୍ୟନ୍ତ ସୃଷ୍ଟି ହୋଇନାହିଁ। ତେବେ ବାତ୍ୟା ସଂକ୍ରାନ୍ତରେ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇ ନ ଥିଲେ ମଧ୍ୟ ବିଭିନ୍ନ ପାଣିପାଗ ମଡେଲର ବାତ୍ୟା ଆକଳନକୁ ନେଇ ଲୋକଙ୍କ ମନରେ ଛନକା ପଶିଛି। ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ମଡେଲଗୁଡ଼ିକ ବାତ୍ୟା ନିଶ୍ଚିତ ବୋଲି ଦର୍ଶାଉଥିଲେ ମଧ୍ୟ ଓଡ଼ିଶା ଉପରେ ଏହାର ପ୍ରଭାବ ନେଇ ଭିନ୍ନ ଭିନ୍ନ ତଥ୍ୟ ଦେଉଛନ୍ତି।
ମଡେଲଗୁଡ଼ିକର ଆକଳନ ଅନୁଯାୟୀ, ୨୬ ତାରିଖରେ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୭ ତାରିଖ ବେଳକୁ ଆନ୍ଧ୍ର ଓ ଓଡ଼ିଶା ଉପକୂଳରେ ବର୍ଷାର ସମ୍ଭାବନା ରହିଛି। ବିଶେଷକରି ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ବଡ଼ ବର୍ଷାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟର୍‌ଙ୍କୁ ଟାର୍ଗେଟ କଲେ କୋହଲିଙ୍କ ଭାଇ: କହିଲେ, କରିବା ଅପେକ୍ଷା କହିବା ସହଜ

ନୂଆଦିଲ୍ଲୀ,୨୦।୧: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲିଙ୍କ ଭାଇ ବିକାଶ କୋହଲି ପୁଣି ଥରେ ପୂର୍ବତନ ଭାରତୀୟ କ୍ରିକେଟର ଏବଂ ପ୍ରସିଦ୍ଧ ଭାଷ୍ୟକାର ସଞ୍ଜୟ ମାଞ୍ଜରେକରଙ୍କୁ...

ଚା’ ବଦଳରେ ସକାଳୁ ଏଥିରୁ ପିଅନ୍ତୁ ଗୋଟିଏ ଗ୍ଲାସ, ଉପକାରିତା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ: ଅଧିକାଂଶ ଭାରତୀୟଙ୍କ ସକାଳ ଗରମ ଚା’ ସହିତ ଆରମ୍ଭ ହୁଏ। ତଥାପି, ଖାଲି ପେଟରେ ଚା ପିଇବା ସ୍ବାସ୍ଥ୍ୟକର ନୁହେଁ। ଯଦି ଆପଣ ଏକ...

ଓଡ଼ିଶା ନାଁ ନେଇ ଏମିତି କଥା କହିଲେ ପ୍ରଧାନମନ୍ତ୍ରୀ ମୋଦି: ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ନୂଆ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ବିଶ୍ୱର ସର୍ବବୃହତ ରାଜନୈତିକ ଦଳର...

US Tariff:‘ପଦ ଛାଡିବେ ଫ୍ରାନ୍ସ ରାଷ୍ଟ୍ରପତି’, କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୨୦।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫରାସୀ ମଦ ଏବଂ ସାମ୍ପେନ ଉପରେ ୨୦୦ ପ୍ରତିଶତ ଶୁଳ୍କ ଲାଗୁ କରିବାକୁ ଧମକ ଦେଇଛନ୍ତି। ଫ୍ରାନ୍ସ ରାଷ୍ଟ୍ରପତି...

ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି: ସାମିଲ ହେଲେ ଏସବୁ ନେତା…

ଭୁବନେଶ୍ୱର,୨୦।୧: ବିଜେଡିରେ ହେବ କି ବଡ଼ ପରିବର୍ତ୍ତନ? ବିଜେଡି ନେତାଙ୍କ ବୈଠକ ପରେ ବୈଠକ ବସୁଛି। ଇତି ମଧ୍ୟରେ ମଙ୍ଗଳବାର ପ୍ରମିଳା ମଲ୍ଲିକଙ୍କ ଭୁବନେଶ୍ବର ବାସଭବନରେ...

ପ୍ରମିଳାଙ୍କ ଘରେ ଏମିତି କ’ଣ ହେଲା? ନବୀନ ନିବାସ ମୁହାଁ ହେଲେ ବରିଷ୍ଠ ନେତା, ରାଜନୀତି ହଲଚଲ

ଭୁବନେଶ୍ୱର,୨୦।୧: ନବୀନ ନିବାସରେ ବଡ଼ ହଲଚଲ। ବରିଷ୍ଠ ନେତା ନବୀନ ନିବାସରେ ପହଞ୍ଚିଛନ୍ତି। ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି ପରେ ଅଚାନକ ନବୀନ ନିବାସରୁ...

ପ୍ରମିଳାଙ୍କ ଘରେ ବୈଠକ ପରେ ପ୍ରୀତିରଞ୍ଜନ ଘଡ଼ାଇଙ୍କ ବିସ୍ଫୋରଣ, କହିଲେ ନିଜକୁ ବାଘ…

ଭୁବନେଶ୍ବର, ୨୦|୧ : ପ୍ରମିଳା ମଲ୍ଲିକଙ୍କ ଘରେ ପୁଣିଥରେ ଯାଜପୁର ବିଜେଡି ନେତାଙ୍କ ମେଳି ଦେଖିବାକୁ ମିଳିଛି । ପ୍ରଣବ ପ୍ରକାଶ ଦାସ, ପ୍ରଣବ ବଳବନ୍ତରାୟ, ପ୍ରୀତିରଞ୍ଜନ...

ବରଗଡ଼ରେ କଂଗ୍ରେସର ଚାଷୀ ସମାବେଶ: ଧାନବିକ୍ରି ଅବ୍ୟବସ୍ଥା ନେଇ ସରକାରଙ୍କ ବିରୋଧରେ ଗର୍ଜିଲେ…

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ):  ରାଜ୍ୟରେ ଖରିଫ୍ ଧାନବିକ୍ରି ବ୍ୟବସ୍ଥା ବାଟବଣା ହୋଇ ପଡିଛି। ଟୋକନ କଟକଣା, ଧାନ ଉଠାଣରେ ଶିଥିଳତା, କଟନୀଛଟନୀ ଆଦି ସମସ୍ୟା ଯୋଗୁ ଅନେକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri