ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି: ଭୁଲରେ ବି କରନ୍ତୁ ନି ଏପରି…

ଭୁବନେଶ୍ୱର,୩୦।୧୨: ମଙ୍ଗଳବାର ଏବଂ ବୁଧବାର ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି କରାଯିବ। ଏ ନେଇ ସବୁ RTOଙ୍କୁ ପରିବହନ କମିଶନର ଚିଠି ଲେଖିଛନ୍ତି। ମଦ ପିଇ ଗାଡ଼ି ଚଲାଇଲେ, ମାତ୍ରାଧିକ ସ୍ପିଡ, ବିନା ହେଲମେଟ୍ରେ ଗଲେ ତଣ୍ଡ ଗଣିବାକୁ ପଡିବ। ୩ ଏହା ସହ ୩ ଜଣଙ୍କୁ ବସାଇ ଗାଡ଼ିଚଲାଇଲେ, ରଙ୍ଗ ରୁଟ୍‌ ଗଲେ ଜରିମାନା ଦେବାକୁ ହେବ। ଦୁଇ ଦିନ ସ୍ପେଶାଲ ଏନ୍ପୋର୍ସମେଣ୍ଟ ଡ୍ରାଇଭ ନେଇ ସୂଚନା ଜାରି ହୋଇଛି। ୧ ତାରିଖ ଭିତରେ ସମସ୍ତ ପ୍ରକାର ଇ ଚାଲାଣ ନେଇ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କୁ ଲାଗିଲା ଜୋରଦାର ଝଟକା! ପ୍ରଥମେ ଶୋଚନୀୟ ପରାଜୟ, ଆଉ ଏବେ… ରାସ୍ତାକୁ ଓହ୍ଲାଇବେ ଦିଦି!

କୋଲକାତା,୨୧।୫: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଟିଏମସି ନେତ୍ରୀ ମମତା ବାନାର୍ଜୀଙ୍କ ଚିନ୍ତା ବୃଦ୍ଧି ପାଇଛି। ନିକଟରେ ରାଜ୍ୟ ବିଧାନସଭା ନିର୍ବାଚନରେ ଦମନମୂଳକ ପରାଜୟ ପରେ, ତାଙ୍କୁ…

ପରିବା ବିକାଳିଙ୍କ ଝିଅ ଯୁକ୍ତ ୨ ବିଜ୍ଞାନରେ ଟପ୍ପର: ଜିଲା ପାଇଁ ଆଣିଲେ ଗୌରବ

ମୋହନା,୨୧ା୫(ମନ୍ମଥ ମିଶ୍ର): ବାପା ଜଣେ ପରିବା ବ୍ୟବସାୟୀ, ହେଲେ ଝିଅ ଯୁକ୍ତ ଦୁଇ ବିଜ୍ଞାନରେ ୫୬୦ ନମ୍ବର ଆଣି ଜିଲା ପାଇଁ ଗୌରବ ଆଣିଛନ୍ତି। ଗଜପତି ଜିଲା…

ଏବେ ଗ୍ୟାସ ସିଲିଣ୍ଡର ବୁକିଂ ପାଇଁ ଦେବାକୁ ପଡିବ ଏତେ ଟଙ୍କା! ଜାରି ହେଲା ନୂଆ ଦାମ୍‌

ନୂଆଦିଲ୍‌ଲୀ,୨୧।୫: ପଶ୍ଚିମ ଏସିଆରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଏବଂ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟରେ ତୀବ୍ର ବୃଦ୍ଧି ଯୋଗୁଁ, ଘରୋଇ ବଜାରରେ ପେଟ୍ରୋଲ ଏବଂ ଡିଜେଲ…

ରାଗିଯାଇ ପଡ଼ିଆରେ ଏମିତି କାମ କଲେ ହାର୍ଦ୍ଦିକ ପାଣ୍ଡ୍ୟା: BCCI ଦେଲା ଦଣ୍ଡ

ନୂଆଦିଲ୍ଲୀ,୨୧।୫: ଖେଳାଳି ଏବଂ ଦଳ ଅଧିକାରୀମାନଙ୍କ ପାଇଁ ପ୍ରଯୁଜ୍ୟ ଆଇପିଏଲ ଆଚରଣ ସଂହିତା (ସ୍ତର ୧) ଉଲ୍ଲଂଘନ କରି ଫସିଛନ୍ତି ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା।…

୪୦ ବିଲିୟନ ଡଲାର ନିବେଶ, ପ୍ରଯୁକ୍ତିବିଦ୍ୟା… ପ୍ରଧାନମନ୍ତ୍ରୀ ମୋଦିଙ୍କ ୫ ଦେଶ ଗସ୍ତରୁ କ’ଣ ହେଲା ହାସଲ? ଜାଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ, ୨୧।୫: ଭାରତ କେବଳ ଏକ ବଜାର ନୁହେଁ ବରଂ ବିଶ୍ୱର ପ୍ରମୁଖ ଅର୍ଥନୀତି ମଧ୍ୟରେ ଏକ ବିଶ୍ୱସ୍ତ ଶକ୍ତି ଭାବରେ ଉଭା ହେଉଛି। ଏହି କାରଣରୁ…

୪ ଓଭରଲୋଡ଼ିଙ୍ଗି ଚିପ୍ସ ବୋଝେଇ ହାଇୱା ଜବତ, ୨ଲକ୍ଷ ୭୭ ହଜାର…

ପାଟଣା,୨୧।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପୋଲିସ ଓଭର ଲୋଡ ଥିବା ୪ଚିପ୍ସ ବୋଝେଇ ହାଇୱାକୁ ଗୁରୁବାର ପାଟଣା ବୈତରଣୀ ନଦୀ ବ୍ରିଜ ନିକଟରୁ ଜବତ…

ରାଜଧାନୀରେ ୨୪ଘଣ୍ଟାରେ ୫ଜଣଙ୍କୁ ହତ୍ୟା, ଘର ଭିତରେ ପଶି ମା’ପୁଅଙ୍କୁ ମାରିଦେଲେ

ନୂଆଦିଲ୍ଲୀ,୨୧।୫: ଜୀତାୟ ରାଜଧାନୀରେ ଅପରାଧ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟ ହୋଇଛି । ଏବେ ଦିଲ୍ଲୀର…

ICC ବିଶ୍ୱକପରୁ ବାଦ ପଡ଼ିବେ ରୋହିତ ଶର୍ମା ! ସାମ୍‌ନାକୁ ଆସିଲା ବଡ଼ ଖବର, ଚିନ୍ତାରେ BCCI

ନୂଆଦିଲ୍ଲୀ,୨୧।୫: ICC ODI ବିଶ୍ୱକପରେ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମା ଏବଂ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଂଶଗ୍ରହଣକୁ ନେଇ ପ୍ରଶ୍ନ ଉଠିଛି। ଚୟନକର୍ତ୍ତାମାନେ ଆସନ୍ତା ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri