Posted inଜାତୀୟ

ବାହାଘରର ଦୁଇ ଦିନ ପୂର୍ବରୁ ଝିଅକୁ ହତ୍ୟା କଲା ଭାବି ସ଼୍ବାମୀ

ରାୟପୁର,୨୪।୦୭: ଛତିଶଗଡ଼ର ଦୁର୍ଗ ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ବାହାଘରର ଦୁଇ ଦିନ ପୂର୍ବରୁ ପୁଅଟି ବିବାହ କରିବାକୁ ସ୍ଥିର କନ୍ୟାକୁ ହତ୍ୟା କରିଛି । ମିଳିଥିବା ସୂଚନା ଅନୁସାରେ ପୁଅଟି ଏକ ପୋଖରୀ ପାଖରେ ଦେଖାକରିବାକୁ ରାତି ଅଧରେ ଝିଅଟିକୁ ଡାକିଥିଲା । ହେଲେ ସେଠାରେ ଦୁହିଁଙ୍କ ମଧ୍ୟରେ ବିବାଦ ହୋଇଥିଲା । ଏହାକୁ ନେଇ ଉକ୍ତ ଯୁବକ ଜଣଙ୍କ ହେବାକୁ ଥିବା ପତ୍ନୀକୁ ମାରି ସେଠାରେ ଫୋପାଡ଼ି ଦେଇଥିଲା ।

ପ୍ରଥମେ ଝିଅଟିର ପରିବାର ଏହାକୁ ଆତ୍ମହତ୍ୟା ବୋଲି ଧରିନେଇଥିଲେ । କିନ୍ତୁ ପୋଲିସ୍‌ ଯେତେବେଳେ ଏହି ଘଟଣାର ତଦନ୍ତ କରିଥିଲା ସେତେବେଳେ ଏହା ହତ୍ୟା ବୋଲି ସୁରକ୍‌ ପାଇଥିଲା । ପୋଲିସ୍‌ ଏହି ଘଟଣାରେ ଅଭିଯୁକ୍ତ ଯୁବକକୁ ଗିରଫ କରିଛି । ଅଭିଯୁକ୍ତ ଯୁବକ ସହିତ ଜୁଲାଇ ୧୨ରେ ମେଡେସରା ଅଞ୍ଚଳର ତେଜଶ଼୍ବିନୀ ଯୋଶୀଙ୍କ ବିବାହ ସ୍ଥିର ହୋଇଥିଲା । ଏହାର ପୂର୍ବରୁ ଅର୍ଥାତ ୧୦ ଜୁଲାଇରେ ଯୁବତୀଙ୍କ ମୃତ୍ୟୁ ହୋଇଥିଲା ।

ପୋଲିସର ସୂଚନା ଅନୁସାରେ ୧୦ ଜୁଲାଇରେ ଅଭିଯୁକ୍ତ ଝିଅଟିକୁ ଦେଖାକରିବାକୁ ଡାକିଥିଲା । ବିବାହକୁ ନେଇ ଦୁହିଁଙ୍କ ମଧ୍ୟରେ ବିବାଦ ହୋଇଥିଲା । ଏହି ସମୟରେ ଝିଅଟି ସିଡ଼ିରୁ ତଳକୁ ପଡ଼ିଯାଇ ବେହୋସ ହୋଇଯାଇଥିଲା । ହେଲେ ଝିଅଟି ମରିଯାଇଥିବା ଭାବି ଅଭିଯୁକ୍ତ ପୋଖରୀକୁ ପକାଇ ଦେଇ ଚାଲି ଆସିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ ସହ ମୁହାଁମୁହିଁ ହେଲା ଭାଜପା ନେତାଙ୍କ ଗାଡ଼ି, ଚିଟିଙ୍ଗ ଘାଟିରେ….

ପାରଳାଖେମୁଣ୍ଡି,୨୩।୩(ଗିରିଧାରୀ ପରିଛା): ଚିଟିଙ୍ଗ ଘାଟିରେ ସଡ଼କ ଦୁର୍ଘଟଣା ହୋଇଛି । କାର – ବାଇକ ମୁହାଁ ମୁହିଁ ଧକ୍କା ହୋଇଥିବା ସୂଚନା ରହିଛି । ଚନ୍ଦ୍ରଗିରି ଚିଟିଙ୍ଗ…

ନ୍ୟୁୟର୍କର La Guardia Airportର ରନଓ୍ବେରେ ବଡ଼ ଦୁର୍ଘଟଣା

ନ୍ୟୁୟର୍କ,୨୩।୩: ସୋମବାର (୨୩ ମାର୍ଚ୍ଚ) ନ୍ୟୁୟର୍କର ଲାଗାର୍ଡିଆ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଏୟାର କାନାଡା ଏକ୍ସପ୍ରେସ ବିମାନ ରନଓ୍ବେ ଉପରେ ଠିଆ ହୋଇଥିବା…

ଇସ୍ରାଏଲ ଉପରେ ନିକ୍ଷେପ କରାଯାଇଥିବା କ୍ଷେପଣାସ୍ତ୍ରରେ ସ୍ପେନିସ ପ୍ରଧାନମନ୍ତ୍ରୀଙ୍କ ଫଟୋ ଲଗାଇଲା ଇରାନ

ତେହରାନ୍‌,୨୩।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ ଆକର୍ଷଣୀୟ ଘଟଣା ଘଟୁଛି। ଇସ୍ରାଏଲରେ ଲକ୍ଷ୍ୟସ୍ଥଳରେ ନିକ୍ଷେପ କରାଯାଇଥିବା ବାଲିଷ୍ଟିକ କ୍ଷେପଣାସ୍ତ୍ରରେ IRGC…

ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ଲକ୍ଷାଧିକ ଟଙ୍କା ଦୁର୍ନୀତି: ସ୍ତ୍ରୀ ନାଁରେ ଜିଏସଟି ବିଲ କରି ହେରାଫେରି

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକ ଅନ୍ତର୍ଗତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ (ଆଇଟିଆଇ)ରେ ଲକ୍ଷାଧିକ ଟଙ୍କା ଦୁର୍ନୀତି ହେଇଥିବା ଅଭିଯୋଗ ହୋଇଛି। ଏପରିକି…

ହୁତୁହୁତୁ ଜଳିଗଲା ବସ: ପୁରୀ ବସଷ୍ଟାଣ୍ଡରେ ଅଘଟଣ

ପୁରୀ,୨୩।୩: ବସ୍‌ଷ୍ଟାଣ୍ଡରେ ଅଗ୍ନିକାଣ୍ଡ। ହୁତୁହୁତୁ ଜଳିଗଲା ବସ। ପୁରୀ ବସଷ୍ଟାଣ୍ଡରେ ଏକ ଘରୋଇ ବସରେ ନିଆଁ ଲାଗିଯାଇଥିଲା। ଚାହୁଁ ଚାହୁଁ ଜଳିଯାଇଥିଲା ବସ। ଅଗ୍ନିଶମ ବାହିନୀ ପହଞ୍ଚି…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଅର୍ଦ୍ଧାଧିକ ଦେଶ ସ୍କୁଲରେ ଫୋନ୍‌ ନିଷେଧ କଲେଣି: ୟୁନେସ୍କୋ

ନୂଆଦିଲ୍ଲୀ,୨୩ା୩(ପି.ଟି.): ଶ୍ରେଣୀଗୃହରେ ପିଲାମାନଙ୍କ ଧ୍ୟାନ ହ୍ରାସ ପାଇବା ସହ ଇଣ୍ଟରନେଟ୍‌, ସୋସିଆଲ ମିଡିଆ ଏବଂ ମେସେଜିଂ ଆପ୍‌ ଜରିଆରେ ସେମାନଙ୍କୁ ଡରାଇବା, ଅପମାନିତ କରିବା ଓ ବଦନାମ କରିବା…

ବାଇକକୁ ଧକ୍କା ଦେଲା ବୋଲେରୋ: ଚାଲିଗଲା ୨ ଜଣଙ୍କ ଜୀବନ

ଜୟପୁର,୨୩।୩(ପବନ ପାଣିଗ୍ରାହୀ): ଜୟପୁର ସଦର ଥାନା ଅନ୍ତର୍ଗତ ଥୋଡରିପୁଟ ନିକଟରେ ବାଇକକୁ ଧକ୍କା ଦେଇଛି ଏକ ବୋଲେରୋ ଗାଡି। ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri