ଦୁଇଦିନ ଘନକୁହୁଡ଼ି: ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୩ା୨: ରାଜ୍ୟରେ ଆସନ୍ତା ୨ ଦିନ ଘନକୁହୁଡ଼ି ଜାରି ରହିବ। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲାରେ ଘନକୁହୁଡ଼ି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, ନୟାଗଡ଼, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କଟକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଖୋର୍ଦ୍ଧା ଏବଂ ପୁରୀ ଜିଲାର କେତେକ ସ୍ଥାନରେ ଘନକୁହୁଡ଼ି ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିଭଳି ୫ ତାରିଖରେ କନ୍ଧମାଳ, ରାୟଗଡ଼ା, କୋରାପୁଟ, କଳାହାଣ୍ଡି, ନୟାଗଡ଼ ଏବଂ କଟକ ଜିଲାର କେତେକ ସ୍ଥାନରେ ପ୍ରବଳ କୁହୁଡି ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି। ଏହି ସବୁ ଜିଲାରେ ଦୃଶ୍ୟମାନ ଦୂରତା ୫୦ରୁ ୨୦୦ ମିଟର ମଧ୍ୟରେ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ତ୍ତ ବିଭାଗ ସଚିବଙ୍କ ସମୀକ୍ଷା: କଳିଙ୍ଗା ଘାଟି ରାସ୍ତା ଖୋଲିବାରେ ହେବ ବିଳମ୍ବ

ଭଞ୍ଜନଗର,୨୭ା୯(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରାସ୍ତା ସ୍ବାଭାବିକ ହେବାକୁ ଆହୁରି ମାସ ମାସ ଧରି ସମୟ ଲାଗିପାରେ। ଫଳରେ ଗଞ୍ଜାମ ସହ…

ବ୍ୟାପକ ବିରୋଧ ପ୍ରଦର୍ଶନ ପରେ ନଇଁ ପଡ଼ିଛନ୍ତି ବିଜୟ ସରକାର

ଚେନ୍ନାଇ,୨୭।୯: ତାମିଲନାଡୁରେ, ଅଭିନେତାରୁ ରାଜନେତା ପାଲଟିଥିବା ବିଜୟ ଥାଲାପତିଙ୍କ ନେତୃତ୍ୱାଧୀନ TVK ସରକାର ଶେଷରେ ତୀବ୍ର ବିରୋଧର ସମ୍ମୁଖୀନ ହୋଇ ଏକ ବଡ଼ ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ…

ମଦ ଦୋକାନକୁ ପଶି ଢକ ଢକ କରି ମଦ ପିଇଲା ମାଙ୍କଡ଼, ତାପରେ ନିଶାରେ…

ରାଞ୍ଚି,୨୭।୯: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଓରମାଞ୍ଜି ବ୍ଲକ୍‌ ଛକସ୍ଥିତ ଏକ ମଦ ଦୋକାନରେ ହଠାତ୍‌ ଏକ ମାଙ୍କଡ ପଶି…

ମା ବିରଜାଙ୍କ ପୀଠରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ: ରାଜ୍ୟ ବାହାରୁ ଆସୁଛନ୍ତି ଶ୍ରଦ୍ଧାଳୁ

କଳିଙ୍ଗନଗର, ୨୭।୯ (ଶୁଭାଶିଷ ରାଉତ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ରବିବାରଠାରୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ଆରମ୍ଭ ହୋଇଛି। ପ୍ରତିପଦାଠାରୁ ମହାଳୟା ପର୍ଯ୍ୟନ୍ତ ଦୀର୍ଘ…

ବୈଠକ ପୂର୍ବରୁ CJP ନେତାଙ୍କୁ ଉଠାଇନେଲା ପୋଲିସ; ସରକାରଙ୍କ ଉପରେ ବର୍ଷିଲେ ଅଭିଜିତ୍ ଦୀପକେ, କହିଲେ…

ଗୁଆହାଟୀ,୨୭।୯: କକ୍ରୋଚ୍ ଜନତା ପାର୍ଟି (CJP)ର କୋ-ଫାଉଣ୍ଡର ଆଶୁତୋଷ ରାଙ୍କା ଏବଂ ତାଙ୍କ ଟିମ୍‌କୁ ଆସାମ ପୋଲିସ ଅଟକ ରଖିଥିବା ନେଇ ଆଶୁତୋଷ ନିଜେ ସୂଚନା ଦେଇଛନ୍ତି…

ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ଆଗେଇ ଆସିଲେ ଯୁବବର୍ଗ, ଅଳିଆ ଆବର୍ଜନା ସଂଗ୍ରହ କରି…

କର୍ଲାମୁଣ୍ଡା,୨୭ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାରେ ଥିବା ରାଧାମାଧବ ଯୁବକ ସଂଘ, ଯୋରାଡବରା ତଥା ମେରା ଯୁବା ଭାରତ କଳାହାଣ୍ଡି ପକ୍ଷରୁ ‘ସେବା…

ଶୌଚ ହେବାକୁ ଯାଇ ନଦୀରେ ଖସିଗଲା କ୍ରିଷ୍ଣାରାଣୀଙ୍କ ଗୋଡ଼, ଭାଇ ଥାନାରେ ଅଭିଯୋଗ କରି…

ଧାମନଗର,୨୭ା୯(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତର ଜାହାଙ୍ଗୀର ଗ୍ରାମ (ଭୋଇ ସାହି)ର ପ୍ରଦୀପ ଜେନାଙ୍କ ଝିଅ କ୍ରିଷ୍ଣା ଜେନା (୨୧) ରବିବାର ସକାଳେ…

ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ୬ଟି ସ୍ଲୁଇସ୍‌ ଗେଟ୍‌: ମୋଟ ୨୬ଟି ଗେଟ୍‌ରେ ବନ୍ୟାଜଳ ନିଷ୍କାସନ ଜାରି

ସମ୍ବଲପୁର, ୨୭/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବଢ଼ିବାରୁ ରୁଲ୍‌କର୍ଭର ଉତ୍ତମ ପରିଚାଳନା ସ୍ୱରୂପ ରବିବାର ପର୍ଯ୍ୟାୟକ୍ରମେ ଆଉ ୬ଟି ସ୍ଲୁଇସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?