Posted inରାଜ୍ୟ

ଦୁଇଦିନ ପ୍ରବଳ କୁହୁଡ଼ି: ୟେଲୋ ଓ୍ବାର୍ନିଂ ଜାରିକଲା ପାଣିପାଗ ବିଭାଗ

ଭୁବନେଶ୍ୱର,୩ା୧(ବ୍ୟୁରୋ): ଆସନ୍ତା ଦୁଇଦିନ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ କୁହୁଡ଼ି ହେବାର ସମ୍ଭାବନା ରହିଛି। ରବିବାର ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଏବଂ କନ୍ଧମାଳ ଜିଲାରେ ପ୍ରବଳ କୁହୁଡି ହେବ। ସେହିପରି ସୋମବାର ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଏବଂ କନ୍ଧମାଳ ଜିଲାର କେତେକ ସ୍ଥାନରେ ପ୍ରବଳ କୁହୁଡ଼ି ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଗାଡ଼ି ଚଳାଚଳ ବେଳେ ସାବଧାନତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି। କୁହୁଡ଼ି ଯୋଗୁ ୨୦୦ ମିଟର ଦୂର ଖାଲିଆଖିରେ ଦେଖାଯିବ ନାହିଁ। ଏ ନେଇ ଆବଶ୍ୟକ ପଦକ୍ଷେପ ନେବାକୁ ସମ୍ପୃକ୍ତ ଜିଲାର ଜିଲାପାଳଙ୍କୁ ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଜାତୀୟ ରାଜପଥରେ ଦୁର୍ଘଟଣାକୁ ରୋକିବା ପାଇଁ ଗାଡ଼ି ଚଳାଚଳକୁ ନିୟନ୍ତ୍ରଣ କରିବାକୁ ପରିବହନ ବିଭାଗ ଅଧିକାରୀ ଓ ପୋଲିସକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଠିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri