Posted inଜାତୀୟ

ଭୟାବହ ଅଗ୍ନିକାଣ୍ଡ:୨ ମୃତ

ମୁମ୍ବାଇ,୭।୧୧: ମୁମ୍ବାଇର କାନ୍ଦିବାଲି ଅଞ୍ଚଳରେ ଶନିବାର ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ମଥୁରାଦାସ ରୋଡରେ ଥିବା ହଂସା ହେରିଟେଜ ନାମକ ଏକ ୧୫ ମହଲା କୋଠାର ୧୪ ମହଲାରେ ଏହି ଘଟଣା ଘଟିଛି। ତେବେ ନିଆଁରେ ପୋଡି ହୋଇ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି ।

ସୂଚନାନୁସାରେ, ଦୀପାବଳିରେ ଘରେ ଲାଗିଥିବା ଦୀପରୁ ଏହି ନିଆଁ ଲାଗିଛି । ଖବର ପାଇବା ପରେ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚିଥିଲେ । ନିଆଁର ଶିଖା ବିଲ୍ଡିଂର ଝରକା ପଟେ ବାହାରକୁ ଆସିବା ସହ ଧୀରେ ଧୀରେ ବ୍ୟାପିବାରେ ଲାଗିଥିଲା । ତେଣୁ ନିଆଁକୁ ଆୟତ୍ତ କରିବା କଷ୍ଟ ହୋଇପଡିଥିଲା । ରାତି ୧୦ଟା ୩୦ ସୁଦ୍ଧା ଫାୟାର ବିଗ୍ରେଡ ସେଠାରେ ରହୁଥିବା ୮ ଜଣ ଲୋକଙ୍କୁ ଉଦ୍ଧାର କରିଥିଲେ । ଏହି ଅଘଟଣ ସମୟରେ ମୁମ୍ବାଇ ମେୟେର କିଶୋରୀ ପେଡନେକର ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇସାରିଥିବା ସ୍ବୀକାର କରୁନାହାଁନ୍ତି କେନ୍ଦ୍ର ସରକାର: ସଞ୍ଜୟ ସିଂ

ନୂଆଦିଲ୍ଲୀ, ୧୧।୬: ଦିଲ୍ଲୀରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ଏନେଇ ଆମ୍‌ ଆଦମି ପାର୍ଟି(ଏଏପି) ପକ୍ଷରୁ ଏମ୍‌ପି ସଞ୍ଜୟ ସିଂ କେନ୍ଦ୍ର ସରକାରଙ୍କୁ ଘେରିଛନ୍ତି। ଦିଲ୍ଲୀରେ...

କୁଲଗାମ ଏନକାଉଣ୍ଟର: ଜଣେ ଆତଙ୍କବାଦୀ ମୃତ

ନୂଆଦିଲ୍ଲୀ,୨୫ ।୭: ପାକିସ୍ତାନ ତା’ର ପ୍ରକୃତିରେ କେବେବି ପରିବର୍ତ୍ତନ କରୁନାହିଁ । ଜମ୍ମୁ-କଶ୍ମୀରର କୁଲଗାମରେ ପୁଣିଥରେ ଆତଙ୍କବାଦୀଙ୍କ ଗତିବିଧି ପରିଲକ୍ଷିତ ହୋଇଛି । ହେଲେ ଏହାର...

କୁକୁର କିଣାକୁ ନେଇ ଦୁଇ ପକ୍ଷ ମୁହାଁମୁହିଁ, ପରିଣାମ ହେଲା ଏମିତି

ବିଜନୋର,୨୯।୭: ଉତ୍ତରପ୍ରଦେଶ ବିଜନୋରରେ କୁକୁର କିଣାକୁ ନେଇ ଦୁଇ ପକ୍ଷ ମୁହାଁମୁହିଁ ହୋଇଛନ୍ତି। ବିବାଦ ଏତେ ବଢି ଯାଇଥିଲା ଯେ ଉଭୟ ପକ୍ଷ ଗୁଳି ବିନିମୟରେ...

ଶ୍ରୀକାନ୍ତ ତ୍ୟାଗି ମାମଲା: ନୋଏଡା ସୋସାଇଟିରେ ଗଣ୍ଡଗୋଳ ଉପରେ କାର୍ଯ୍ୟାନୁଷ୍ଠାନ, ଥାନା ପ୍ରଭାରି ନିଲମ୍ବିତ

ନୋଏଡା,୮ ।୮: ଉତ୍ତର ପ୍ରଦେଶର ନୋଏଡାରେ ଓଏମଏକ୍ସ ସେସୋଇଟିରେ ମହିଳାଙ୍କୁ ଧମକାଇଥିବା ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଶ୍ରୀକାନ୍ତ ତ୍ୟାଗିଙ୍କ ବିରୋଧରେ ଗ୍ୟାଙ୍ଗଷ୍ଟର ଆକ୍ଟରେ କାର୍ଯ୍ୟାନୁଷ୍ଠାନ...

ଦେଶରେ କରୋନାର ତୃତୀୟ ଲହର!

ନୂଆଦିଲ୍ଲୀ,୩୦ ।୧୨: ଦେଶରେ କରୋନା ସଂକ୍ରମଣ ବୃଦ୍ଧି ହେବାରେ ଲାଗିଲାଣି । କୋଭିଡର ନୂଆ ଭାରିଏଣ୍ଟ ଆଶା କରାଯାଉଥିବା ତୁଳନାରେ ଅଧିକ ବଢିବାରେ ଲାଗିଛି ।...

ବାନ୍ଦିପୋରାର ୬ଟି ଗାଁ ‘ରେଡ୍‌ ଜୋନ’ ଘୋଷିତ

ଶ୍ରୀନଗର,୫।୪: ସାରା ଦେଶରେ କରୋନା ଭାଇରସ୍‌ ତୀବ୍ରଗତିରେ ବ୍ୟାପିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌କୁ କଡ଼ାକଡି କରାଯିିବା ସହ କେତେକ କଟକଣା...

ସାବଧାନ କରୋନା ସୁପର ସ୍ପ୍ରେଡର ହୋଇପାରନ୍ତି ଷ୍ଟେରୋଏଡ୍‌ ନେଇଥିବା ବ୍ୟକ୍ତି !

ନୂଆଦିଲ୍ଲୀ,୧୫।୪: କରୋନା ସଂକ୍ରମଣ ନେଇ ବେଳେବେଳେ କୌଣସି ଲକ୍ଷଣ ପ୍ରକାଶ ପାଇ ନ ଥାଏ। ସମ୍ପୃକ୍ତ ବ୍ୟକ୍ତିଙ୍କ ନମୁନା ପରୀକ୍ଷା ନେଗେଟିଭ୍‌ ଆସିଥାଏ। ମାତ୍ର ତାଙ୍କ...

ଜନସାଧାରଣଙ୍କୁ ଟାର୍ଗେଟ କରୁଥିବା ଆତଙ୍କବାଦୀ ସଂଗଠନର ୩ ସଦସ୍ୟ ନିହତ

ଶ୍ରୀନଗର,୨୪।୧୧: ଜମ୍ମୁ-କଶ୍ମୀର ପୋଲିସ ଗୁଳିରେ ବୁଧବାର ୩ ଆତଙ୍କବାଦୀ ନିପାତ ହୋଇଛନ୍ତି। ପ୍ରାରମ୍ଭିକ ତଦନ୍ତରୁ ଜଣାପଡ଼ିଛି ଏହି ଆତଙ୍କବାଦୀ ଗୋଷ୍ଠିର ସଦସ୍ୟମାନେ ସହରରେ ଚଳିତ ମାସରେ...

Advertisement
Archives

Model This Week