ଝାରସୁଗୁଡାରେ ଝାଡାବାନ୍ତି: ପୁଅଙ୍କ ପରେ ଚାଲିଗଲା ବାପାଙ୍କ ଜୀବନ

ଝାରସୁଗୁଡା ଅଫିସ,୩୦।୫: ଝାରସୁଗୁଡା ପୌରାଞ୍ଚଳ ୧୩ନଂ ଓ୍ବାର୍ଡ ଦେବାଡିହି ଗ୍ରାମରେ ଝାଡାବାନ୍ତିରେ ୧୫ରୁ ୨୦ ଗ୍ରାମବାସୀ ଆକ୍ରାନ୍ତ ଜିଲା ମୁଖ୍ୟ ଚିକିତ୍ସାଳୟ ଆଦି ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣାପଡିଛି। ଏମାନଙ୍କ ମଧ୍ୟରୁ ଚିକିତ୍ସାଧିନ ଅବସ୍ଥାରେ ଗ୍ରାମର ଲିଟିପଡାର ବାପା ଓ ପୁଅଙ୍କ ମୃତ୍ୟୁ ହୋଇଛି। ଗତ ଗୁରୁବାର ପ୍ରଥମେ ପୁଅ ଅକ୍ରୁର ପ୍ରଧାନ(୪୦)ଙ୍କ ମୃତ୍ୟୁ ହୋଇଥିବାବେଳେ ଶନିବାର ବାପା ଶ୍ରୀପ୍ରସାଦ ପ୍ରଧାନ(୬୫)ଙ୍କ ମୃତ୍ୟୁ ହୋଇଛି। ଏହି ଝାଡ଼ାବାନ୍ତି ଗ୍ରାମର ଲିଟିପଡା,ବଇଦପଡା ଓ ପାନ୍ନାପଡା ଆଦି ପଡାରେ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମରେ କୋକୁଆ ଭୟ ସୃଷ୍ଟି ହୋଇଛି। ଜିଲାର ସଦର ମହକୁମାରେ ଏଭଳି ଅଭାବନୀୟ ଘଟଣା ଘଟିଥିବାବେଳେ ଗ୍ରାମରେ ଅଦ୍ୟାବଧି ସ୍ବାସ୍ଥ୍ୟ ବିଭାଗର କୌଣସି ଡାକ୍ତର ଓ କର୍ମଚାରୀ ପହଞ୍ଚିନାହାନ୍ତି। ଫଳରେ ସ୍ବାସ୍ଥ୍ୟ ବିଭାଗର ଅବହେଳାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ସାନଖେମୁଣ୍ଡିରେ ବ୍ୟାପିଲା ଝାଡ଼ାବାନ୍ତି, ଜଣଙ୍କ ମୃତ୍ୟୁ, ୪ ଗୁରୁତର; ବ୍ରହ୍ମପୁର MKCGରେ…

ଦିଗପହଣ୍ଡି,୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର ଗାଁରେ ଗତ ୪ ଦିନ ହେଲା ଝାଡ଼ାବାନ୍ତି କାୟା ବିସ୍ତାର କରିବାରେ ଲାଗିଛି।…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?