ଗୁଣ୍ଡିଚା ମନ୍ଦିରରୁ ୨ ଛଦ୍ମବେଶୀ ସେବାୟତ ଅଟକ

ପୁରୀ ଅଫିସ, ୨୬।୬: ଚଳିତ ବର୍ଷ ବିନା ଭକ୍ତରେ ରଥଯାତ୍ରା ଅନୁଷ୍ଠିତ ହୋଇଛି। ହେଲେ ଶୁକ୍ରବାର ୨ଜଣ ସେବାୟତ ବେଶରେ ଗୁଣ୍ଡିଚା ମନ୍ଦିରରେ ପ୍ରବେଶକରି ଧରାପଡ଼ିଛନ୍ତି। ଏହି ୨ ଛଦ୍ମବେଶୀ ସେବାୟତଙ୍କୁ କୁମ୍ଭାରପଡ଼ା ପୋଲିସ ଅଟକରଖି ପଚରାଉଚରା କରୁଛି।
ବର୍ତ୍ତମାନ ଚତର୍ଦ୍ଧାବିଗ୍ରହ ନବଦିନାତ୍ମକ ଯାତ୍ରାରେ ଆସି ଆଡ଼ପ ମଣ୍ଡପରେ ବିଜେ କରୁଛନ୍ତି। କୌଣସି ଭକ୍ତଙ୍କୁ ଦର୍ଶନ ପାଇଁ ମନ୍ଦିର ଭିତରକୁ ଛଡ଼ାଯାଉ ନାହିଁ। ହେଲେ ସକାଳେ ମଙ୍ଗଳ ଆଳତି ବେଳେ ୨ ଅଣ ସେବାୟତ ପାଟ ପିନ୍ଧି ସେବାୟତ ବେଶରେ ପ୍ରବେଶ କରିଥିଲେ। ଉଭୟଙ୍କୁ ସେବାୟତମାନେ ଚିହ୍ନଟ କରି ପୋଲିସକୁ ଖବର ଦେଇଥିଲେ। କୁମ୍ଭାରପଡ଼ା ପୋଲିସ ପହଞ୍ଚି ଉଭୟଙ୍କୁ ଥାନାକୁ ନେଇ ପଚରାଉଚା କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାନ୍ସ କର୍ମଚାରୀଙ୍କ ନିର୍ଯାତନା ଯୋଗୁ ମୃତ୍ୟୁ ଅଭିଯୋଗ

ଜଗତ୍‌ସିଂହପୁର ଅଫିସ,୧୦ା୧୨: ଫାଇନାନ୍ସ କର୍ମଚାରୀଙ୍କ ନିର୍ଯାତନା ଯୋଗୁ ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ ଅଲଣାହାଟ କାଂଶ ଗ୍ରାମର ସୂର୍ଯ୍ୟକାନ୍ତ ଖୁଣ୍ଟିଆ ନାମକ ବ୍ୟକ୍ତିଙ୍କ ରବିବାର ରାତିରେ ମୃତ୍ୟୁ...

ସିଏଏ, ଏନ୍‌ଆର୍‌ସି ବିରୋଧରେ ବରଗଡ଼ରେ ବିକ୍ଷୋଭ

ବରଗଡ଼ ଅଫିସ,୨୪।୧୨: ବରଗଡ଼ରେ ସଂଶୋଧିତ ନାଗରିକତ୍ୱ ଆଇନ(ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି)କୁ ବିରୋଧ କରାଯାଇଛି। ଏହି କ୍ରମରେ ମଙ୍ଗଳବାର ସ୍ଥାନୀୟ ସମ୍ବିଧାନ ସୁରକ୍ଷା ମଞ୍ଚ...

ମାଟ୍ରିକ୍‌ ଏ-୧ ଟପ୍ପରଙ୍କୁ ସମ୍ବର୍ଦ୍ଧନା

ଧର୍ମଶାଳା,୪।୬(ଡି.ଏନ୍‌.ଏ.)- ଚଳିତ ବର୍ଷ ମାଟ୍ରିକ୍‌ ପରୀକ୍ଷାରେ ଏ-୧ ଗ୍ରେଡ୍‌ ପାଇଥିବା ୪ଜଣ ଛାତ୍ରୀଛାତ୍ରଙ୍କୁ ସୋମବାର ଧର୍ମଶାଳା ବ୍ଲକ ଶିକ୍ଷାଧିକାରୀ କାର୍ଯ୍ୟାଳୟ ପକ୍ଷରୁ ସମ୍ପର୍ଦ୍ଧିତ କରାଯାଇଛି। କାର୍ଯ୍ୟାଳୟ...

ଟ୍ରଲି ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ରାତାରାତି ବିପୁଳ ଟଙ୍କା ରୋଜଗାର କରିବା ନିଶା ଏବେ ଗଞ୍ଜେଇ ମାଫିଆଙ୍କୁ ଘାରିଛି। ଅତି ଚତୁରତାର ସହ ନୂଆ ତରିକାରେ ଚାଲୁଛି ଗଞ୍ଜେଇ ଚାଲାଣ।...

ଲକ୍‌ଡାଉନରେ ପିଲାଙ୍କୁ ଶିଖାଯାଉଛି ଯୋଗ

ଚୌଦ୍ୱାର,୧ା୪(ଡି.ଏନ୍‌.ଏ): ଭୟାବହ କରୋନାକୁ ପ୍ରତିହତ କରିବା ପାଇଁ ସମଗ୍ର ଦେଶରେ ଲାଗୁ ହୋଇଛି ୨୧ ଦିନିଆ ଲକ୍‌ଡାଉନ। ଏହାକୁ ସମର୍ଥନ କରି ଜନସାଧାରଣ ନିଜ ନିଜ...

କୋଟାରୁ ଫେରିଲେ ୨୧ ଛାତ୍ରୀଛାତ୍ର

କେନ୍ଦୁଝର,୪ା୫(ସ୍ବ.ପ୍ର.) : କେନ୍ଦୁଝର ଜିଲାରୁ ରାଜସ୍ଥାନର କୋଟାରେ ଯାଇ ପାଠ ପଢ଼ୁଥିବା ୨୧ ଛାତ୍ରୀଛାତ୍ର ସୋମବାର ସ୍ବତନ୍ତ୍ର ବସ୍‌ରେ କେନ୍ଦୁଝରକୁ ସୁରକ୍ଷିତ ଫେରିଛନ୍ତି। ସେମାନଙ୍କ ସହିତ...

ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍‌ ଭେଳିକି :ଜୀବିକା ଛଡ଼ାଇନେଲେ ରାଜ୍ୟ ବାହାର ଭେଣ୍ଡର

ଭୁବନେଶ୍ୱର, ୨୯।୮ (ବ୍ୟୁରୋ): ଆତଙ୍କବାଦୀ କାର୍ଯ୍ୟକଳାପକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସମଗ୍ର ଦେଶରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଇବାକୁ ରାଜ୍ୟଗୁଡିକୁ ପରାମର୍ଶ ଦେଇଛନ୍ତି।...

ଟିକ୍‌ଟକ୍‌ରେ ଶ୍ରୀମନ୍ଦିର ଭିତର ଭିଡିଓ ଭାଇରାଲ ଘଟଣା: ନାବାଳିକାଙ୍କୁ ଅଟକ ରଖିଲା ସିଂହଦ୍ୱାର ପୋଲିସ

ପୁରୀ ଅଫିସ, ୩୧।୧୦: ଶ୍ରୀମନ୍ଦିର ଭିତର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ଘଟଣାରେ ଗୁରୁବାର ସିଂହଦ୍ୱାର ପୋଲିସ ଜଣେ ନାବାଳିକାଙ୍କୁ ଅଟକ ରଖିଛି। ଗତ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *