ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ଗଡ଼ିବ ଡବଲ ଡେକର୍ ବସ୍

ଭୁବନେଶ୍ୱର,୩୦।୧୨: ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ଗଡ଼ିବ ଡବଲ ଡେକର୍ ବସ୍। ସରକାରୀ ସୂତ୍ରରୁ ପ୍ରକାଶ ଯେ ଦୁଇଟି ଡବଲ ଡେକର ଇଲେକ୍ଟ୍ରିକ୍ ବସ୍ ମୁମ୍ବାଇରୁ ଓଡିଶା ଅଭିମୁଖେ ଆସୁଛି। ଏହି ଡବଲ ଡେକରର ଡିଜାଇନରେ ଓଡିଶାର କଳା ଏବଂ ସଂସ୍କୃତି ଦୃଶ୍ୟମାନ ହେବ। ଏହାଦ୍ୱାରା ଟ୍ୱିନ୍ ସିଟି ଏବଂ ପୁରୀରେ ଅଧିକ ଆରାମଦାୟକ ଯାତ୍ରା କରିବାକୁ ସକ୍ଷମ ହେବେ କାରଣ ଡବଲ୍-ଡେକର୍ ଇଲେକ୍ଟ୍ରିକ୍ ଏସି ବସ୍ ସେମାନଙ୍କୁ ନିଜ ଗନ୍ତବ୍ୟ ସ୍ଥାନକୁ ନେଇଯିବ।

ସବୁଜ ଶକ୍ତି ବୃଦ୍ଧି ତଥା ଅଙ୍ଗାରକାମ୍ଳ ହ୍ରାସ ପାଇଁ ସରକାରଙ୍କ ଉଦ୍ୟମର ଏକ ଅଂଶ ଭାବରେ ଭୁବନେଶ୍ୱର, କଟକ ଏବଂ ପୁରୀରେ ଡବଲ ଡେକର ଚାଲିବ ବୋଲି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ପୂର୍ବରୁ ଘୋଷଣା କରିଥିଲେ। ଏହା ମଧ୍ୟ ଏହି ସହରଗୁଡିକରେ ଟ୍ରାଫିକ୍ ଚାପକୁ ହ୍ରାସ କରିବ।

ଯଦି ଏହି ସହରଗୁଡିକରେ ଡବଲ୍-ଡେକର୍ ଯୋଗାଇବା ସଫଳ ହୁଏ, ତେବେ ଏହି ସୁବିଧା ଅନ୍ୟ ସହରାଞ୍ଚଳକୁ ବିସ୍ତାର ହେବ ବୋଲି ମନ୍ତ୍ରୀ କହିଛନ୍ତି। CRUT ସରକାରୀ ସୂତ୍ରରୁ ପ୍ରକାଶ ଯେ ପ୍ରଥମ ପର୍ଯ୍ୟାୟରେ ଖୋର୍ଦ୍ଧା, ପୁରୀ ଏବଂ କଟକ ଜିଲା ପାଇଁ ପାଞ୍ଚଟି ଡବଲ୍ ଡେକର ଏସି ଇଲେକ୍ଟ୍ରିକ୍ ବସ୍ କ୍ରୟ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ବିପନ୍ନଙ୍କ ପାଖରେ ବିଧାୟକ, ସ୍ଥିତି ପରଖିଲେ ମନ୍ତ୍ରୀ ଗିଡ଼ିପାବାଲି ଗଲେ ପରିବହନ ମନ୍ତ୍ରୀ, ଭଞ୍ଜନଗର ଆସୁଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ

ଭଞ୍ଜନଗର, ୧/୧୧ (ବାବୁଲା ପ୍ରଧାନ): ବାରମ୍ବାର ବନ୍ୟା ଓ ବାତ୍ୟା ଗଞ୍ଜାମ ଜିଲାବାସୀଙ୍କ ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଇଛି। ବାତ୍ୟା ପରବର୍ତ୍ତୀ ବନ୍ୟା ଓ ଭୂସ୍ଖଳନ ଯୋଗୁଁ…

ଆଇପିଏସ୍‌ ସ୍ତରରେ ବଡ଼ ଅଦଳବଦଳ, ସୁଶାନ୍ତ ନାଥ ଗୃହ ବିଭାଗକୁ ବଦଳି, ଜାଣନ୍ତୁ ଆଉ କାହାକୁ କେଉଁଠିକୁ

ଭୁବନେଶ୍ୱର,୧।୧୧: ରାଜ୍ୟ ପୋଲିସ ପ୍ରଶାସନରେ ବଡ଼ ଧରଣର ଅଦଳବଦଳ ହୋଇଛି। ଆଇପିଏସ୍‌ ସ୍ତରରେ ଏହି ଅଦଳବଦଳରେ ବରିଷ୍ଠ ଅଧିକାରୀଙ୍କଠାରୁ ଆରମ୍ଭ କରି ଜିଲା ଏସ୍‌ପି ପର୍ଯ୍ୟନ୍ତ ଅନେକଙ୍କୁ…

ରାଇକିଆ ବ୍ଲକ୍‌ରେ ସ୍ଥିତି ସୁଧୁରିନି, ପୁଣି ଘାରିଲା ବର୍ଷା ଭୟ

ରାଇକିଆ, ୧।୧୧ (ପ୍ରଦୀପ ବେହେରା): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ପରେ ପୁଣି ଏକ ବାତ୍ୟା ଆଶଙ୍କା ଲୋକଙ୍କ ମନରେ ଭୟ ସଞ୍ଚାର କରିଛି। ତିନି…

ମାଛ ଧରିବାକୁ ଯାଇଥିଲେ କର୍ଣ୍ଣାଟକ, ସମୁଦ୍ରରେ ଚାଲିଗଲା ଜୀବନ

ବଡ଼ଗାଁ, ୩୧/୧୦ (ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲାରେ ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ବଡ଼ଗାଁ ବ୍ଲକ୍‌ ଅନ୍ତର୍ଗତ କାଦୋପଡ଼ା ଗ୍ରାମର ଜଣେ ଯୁବକଙ୍କ କର୍ଣ୍ଣାଟକ…

ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ ଗିରଫ

ବ୍ରହ୍ମପୁର, ୧/୧୧ (ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଡକ୍ରସ ପାଣ୍ଠିରୁ ୮.୬୩ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପଜିଲାପାଳଙ୍କ…

ରାତି ଅଧରେ ଘରେ ପଶି ସ୍ୱାମୀ-ସ୍ତ୍ରୀଙ୍କୁ ହତ୍ୟା: ପୁଅ ଗୁରୁତର,  ପଡ଼ୋଶୀ ଅଟ ଥିବା ସୂଚନା

କୋରୁକୋଣ୍ଡା, ୧/୧୧ (ଅଶୋକ କୁମାର ପରିଡ଼ା): ଘରେ ପଶି ଏକ ଦମ୍ପତିଙ୍କୁ ନିର୍ମମ ଭାବେ ହତ୍ୟା କରିବା ସହ ସେମାନଙ୍କ ୧୨ ବର୍ଷୀୟ ପୁଅକୁ ମରଣାନ୍ତକ ଆକ୍ରମଣ…

ମାଟିରେ ମିଶିଲା ଇନ୍ଦ୍ରଗଡ଼ ପଞ୍ଚାୟତ କାର୍ଯ୍ୟାଳୟ

ରାଇକିଆ, ୧/୧୧ (ପ୍ରଦୀପ ବେହେରା): ବାହ୍ୟ ଜଗତରୁ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇପଡ଼ିଥିବା ଇନ୍ଦ୍ରଗଡ଼ ପଞ୍ଚାୟତ ଉପରେ ଫୋକସ୍ କରିଛି କନ୍ଧମାଳ ଜିଲା ପ୍ରଶାସନ। ମାଣିକେଶ୍ୱର ପରେ ଏହି…

କୋଟିଆ ଭୋଟରଙ୍କୁ ଜଗିବେ ୩ ଦଳ

କୋରାପୁଟ,୧।୧୧(ଅମିତାଭ ବେହେରା): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆକୁ ନେଇ ପୁଣି ରାଜନୈତିକ ତତ୍ପରତା ଦେଖିବାକୁ ମିଳିଛି। କୋଟିଆ ଗ୍ରାମପୁଞ୍ଜରେ ଆନ୍ଧ୍ର ପକ୍ଷରୁ ହେବାକୁ ଥିବା ନିର୍ବାଚନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?