ବିଦ୍ୟୁତ୍ ଆଘାତରେ ଦୁଇ ହାତୀ ମୃତ

କେନ୍ଦୁଝର,୨୫।୮, ( ସ୍ୱ.ପ୍ର.): କେନ୍ଦୁଝର ଜୁଡ଼ିଆ ଘାଟି ନିକଟସ୍ଥ ଓୟୁଏଟି କ୍ୟାମ୍ପସ ଭିତରେ ବିଦ୍ୟୁତ୍ ଆଘାତରେ ପ୍ରାୟ ତିରିଶ ବର୍ଷ ବୟସ୍କ ଦୁଇ ହାତୀଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ମୃତ ହାତୀ ଦ୍ବୟ ମାଈ ହାତୀ ବୋଲି ଜଣାପଡ଼ିଛି। ବନ ବିଭାଗ କର୍ମଚାରୀ ପହଞ୍ଚି ଘଟଣାର ଅନୁଧ୍ୟାନ କରୁଛନ୍ତି।

ଗୁରୁବାର  ଭୋର୍ ସକାଳେ ଏହି ଘଟଣା ଘଟିଥିବା କୁହାଯାଉଛି। କଲୋନୀରେ ଯାଇଥିବା ବିଦ୍ୟୁତ୍ ତାରକୁ ଶୁଣ୍ଢରେ ଟାଣି ଦେବା ଫଳରେ ଆଘାତରେ ମୃତ୍ୟୁ ଘଟିଥିବା ଜଣା ପଡ଼ିଛି। ଏହି ଗ୍ରୁପରେ ନଅଟି ହାତୀ ଥିଲେ। ଅନ୍ୟ ମାନେ ପାଖ ଜଙ୍ଗଲ ରେ ଥିବା ଜଣା ପଡିଛି। ଖବର ପାଇ ଲୋକଙ୍କ ଭିଡ ଜମୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri