ବିଦ୍ୟୁତ୍ ଆଘାତରେ ଦୁଇ ହାତୀ ମୃତ

କେନ୍ଦୁଝର,୨୫।୮, ( ସ୍ୱ.ପ୍ର.): କେନ୍ଦୁଝର ଜୁଡ଼ିଆ ଘାଟି ନିକଟସ୍ଥ ଓୟୁଏଟି କ୍ୟାମ୍ପସ ଭିତରେ ବିଦ୍ୟୁତ୍ ଆଘାତରେ ପ୍ରାୟ ତିରିଶ ବର୍ଷ ବୟସ୍କ ଦୁଇ ହାତୀଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ମୃତ ହାତୀ ଦ୍ବୟ ମାଈ ହାତୀ ବୋଲି ଜଣାପଡ଼ିଛି। ବନ ବିଭାଗ କର୍ମଚାରୀ ପହଞ୍ଚି ଘଟଣାର ଅନୁଧ୍ୟାନ କରୁଛନ୍ତି।

ଗୁରୁବାର  ଭୋର୍ ସକାଳେ ଏହି ଘଟଣା ଘଟିଥିବା କୁହାଯାଉଛି। କଲୋନୀରେ ଯାଇଥିବା ବିଦ୍ୟୁତ୍ ତାରକୁ ଶୁଣ୍ଢରେ ଟାଣି ଦେବା ଫଳରେ ଆଘାତରେ ମୃତ୍ୟୁ ଘଟିଥିବା ଜଣା ପଡ଼ିଛି। ଏହି ଗ୍ରୁପରେ ନଅଟି ହାତୀ ଥିଲେ। ଅନ୍ୟ ମାନେ ପାଖ ଜଙ୍ଗଲ ରେ ଥିବା ଜଣା ପଡିଛି। ଖବର ପାଇ ଲୋକଙ୍କ ଭିଡ ଜମୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଙ୍ଗଙ୍କ ସହ ଗାଧୋଇବାକୁ ଯାଇ ସମୁଦ୍ରରେ ଭାସିଗଲେ ଯୁବକ

ଛତ୍ରପୁର,୧୯ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ବୁଡ଼ି ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ନିଖୋଜ ଯୁବକ ଜଣକ ହେଲେ କେ. ଆର୍ଯ୍ୟପଲ୍ଲୀ ଗ୍ରାମର ହେମନସେନ...

ନିର୍ମାଣାଧୀନ କୋଠାରୁ ୨ ଟନ୍‌ ଲୁହା ସାମଗ୍ରୀ ଚୋରି

ଗୋପାଳପୁର,୧୯ା୬(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ପିତାତଳି ପେଟ୍ରୋଲ ପମ୍ପ ଅଞ୍ଚଳରୁ ଏକ ନିର୍ମାଣାଧୀନ କୋଠା ପରିସରରୁ ୨ ଟନ୍‌ ବିଭିନ୍ନ...

ମହିଳାଙ୍କୁ ପଥରରେ ଆକ୍ରମଣ କରି ଜଣେ ଗିରଫ

ଗୋପାଳପୁର,୧୯ା୬(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ପନ୍ଦରା ସାହିରେ ମହିଳାଙ୍କୁ ପଥରରେ ଆକ୍ରମଣ କରିବା ଘଟଣାରେ ବୁଧବାର ପୋଲିସ ଅଭିଯୁକ୍ତକୁ ଗିରଫ...

ଧାନ ଓ କପା ସହିତ ୧୪ଟି ଖରିଫ୍ ଫସଲର ଏମଏସପି ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୬: ଧାନ ଓ କପା ସହିତ ୧୪ଟି ଖରିଫ୍ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...

ପ୍ରେମିକାଙ୍କ ସହ ଝଗଡ଼ା କରି ନିଜ ଦେହରେ ଛୁରି ଭୁସିଲେ ପ୍ରେମିକ

ଖଲ୍ଲିକୋଟ,୧୯ା୬(ପ୍ରଶାନ୍ତ କୁମାର ମିଶ୍ର): ପ୍ରେମିକାଙ୍କ ସହ ଝଗଡ଼ା କରି ନିଜ ପେଟକୁ ନିଜେ ଛୁରି ମାରିଛନ୍ତି ପ୍ରେମିକ। ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି...

ଓଡ଼ିଶାରେ କାହିଁକି ଫେଲ୍ ମାରିଲା କଂଗ୍ରେସ, ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଖୋଜିବ କାରଣ

ନୂଆଦିଲ୍ଲୀ, ୧୯।୬: କିଛି ରାଜ୍ୟରେ ଲୋକ ସଭା ଏବଂ ଓଡ଼ିଶା ବିଧାନସଭା ନିର୍ବାଚନରେ କଂଗ୍ରେସ ଦଳ ଅତ୍ୟନ୍ତ ଖରାପ ପ୍ରଦର୍ଶନ କରିଥିଲା। ଏହି ସବୁ ରାଜ୍ୟରେ...

ବଜେଟ୍‌ ପ୍ରସ୍ତୁତି ପାଇଁ ଜନସାଧାରଣଙ୍କଠାରୁ ସଂଗ୍ରହ କରାଯିବ ମତାମତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୬: ଅର୍ଥ ବିଭାଗ ସମାଜର ବିଭିନ୍ନ ବର୍ଗର ପ୍ରତିନିଧିମାନଙ୍କର ମତାମତ ନେଇ ବଜେଟ୍‌ରେ ପୂର୍ବ ପ୍ରସ୍ତୁତି କରିଆସୁଛି। ମୁଖ୍ୟମନ୍ତ୍ରୀ କହିଛନ୍ତି, ମୁଁ ସୂଚାଇ ଦେବାକୁ ଚାହେଁ...

ଖୋଲିବନି ରତ୍ନଭଣ୍ଡାର, ମନା କଲେ ମନ୍ତ୍ରୀ

ଭୁବନେଶ୍ୱର,୧୯ା୬: ରତ୍ନଭଣ୍ଡାର ଆସନ୍ତା ଜୁଲାଇ ୮ରେ ଖୋଲିବ ବୋଲି ଜଣେ ଏଏସ୍‌ଆଇ ଅଧିକାରୀ କହିଥିଲେ। ମାତ୍ର ଏହାକୁ ଖଣ୍ଡନ କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri