ପୁଣି ଦୁଇ ହାତୀଙ୍କ ଜୀବନ ଗଲା, କାରଣ ଅସ୍ପଷ୍ଟ

ଜମନକିରା,୬ା୧୦(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ ବାମରା ବନ୍ୟପ୍ରାଣୀ ବନଖଣ୍ଡ ଅଧିନସ୍ଥ ବଡ଼ରମା ରେଞ୍ଜ ତିଲେଇମାଲ ଗାଁ ପତ୍ରା ଜଙ୍ଗଲରେ ବୁଧବାର ରାତିରେ ଗୋଟିଏ ଅଣ୍ଡିରା ଓ ଗୋଟିଏ ମାଈ ହାତୀର ମୃତ୍ୟୁ ହୋଇଛି। ତେବେ ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ପାରିନାହିଁ। ବନ ବିଭାଗ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ତେବେ ପାରିପାର୍ଶ୍ୱିକ ସ୍ଥିତିରୁ ଯାହା ଅନୁମାନ କରାଯାଉଛି କି, ହାତୀମାନେ କୀଟନାଶକ ଔଷଧ ପଡ଼ିଥିବା ଧାନ ଗଛ ଖାଇ ମୃତ୍ୟୁ ହୋଇ ଥାଇପାରେ ବୋଲି ଅନୁମାନ କରାଯାଉଛି। ଘଟଣାସ୍ଥଳରେ ବାମରା ଡିଏଫ୍‌ଓ ଫାଲ୍‌ଗୁନୀ ସାରଥୀ ମଲ୍ଲିକ, ରେଞ୍ଜର ଗଜିନ୍ଦ୍ର ନାୟକ, ଫରେଷ୍ଟର ପ୍ରମୁଖ ପହଞ୍ଚି ତଦନ୍ତ ଜାରି ରଖିଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ...

ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ଘୋଷଣା କଲା ଭାଜପା: ତାଲିକାରେ ପ୍ରଧାନମନ୍ତ୍ରୀ, ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ଅଛନ୍ତି ଏହି ହେଭିଓ୍ବେଟ୍‌ ନେତା

ଭୁବନେଶ୍ୱର,୨୩।୪(ସୁନୀତ ମିଶ୍ର): ଭାଜପା ପକ୍ଷରୁ ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ରାସେଶ୍ୱରୀ ବିଜେଡି ଛାଡିବା ପରେ ବଡ଼ ବୟାନ ଦେଲେ ରୋହିତ ପୂଜାରୀ, କହିଲେ…

ଭୁବନେଶ୍ୱର,୨୩।୪: ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ରାସେଶ୍ୱରୀ ବିଜେଡି ଛାଡିବା ପରେ ପ୍ରତିକ୍ରିୟା ରଖିଛନ୍ତି ସମ୍ବଲପୁର ବିଜେଡି...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri