କାମୁଡ଼ିଦେଲା ପୋଷା କୁକୁର, ଦୁଇ ପରିବାର ଭିତରେ ମାର୍‌ପିଟ୍‌ ହୋଇ ୫ ଆହତ

ଖଲ୍ଲିକୋଟ,୨୫।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଓଡ଼ିଆ ଆଲପୁର ଗ୍ରାମରେ ପୋଷା କୁକୁର କାମୁଡିବାକୁ ନେଇ ଦୁଇ ପରିବାର ମଧ୍ୟରେ ମାରପିଟ ହୋଇ ଉଭୟ ପରିବାର ର ୫ ଜଣ ଆହତ ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ଓଡ଼ିଆ ଆଲପୁର ଗ୍ରାମର ଯୋଗାଣ ସହାୟକ ରବୀନ୍ଦ୍ର ଗୌଡ଼ଙ୍କ ପୋଷା କୁକୁର ପଡୋଶୀ ମନୁ ଗୌଡ଼ଙ୍କ ପରିବାରର ଦୁଇ ଜଣଙ୍କୁ କାମୁଡି ଦେଇଥିଲା। ଏହାକୁ ନେଇ ଦୁଇ ପରିବାର ମଧ୍ୟରେ ବଚସା ହେବା ସହିତ ମାରପିଟ ହୋଇଥିଲା। ପରସ୍ପର ଆକ୍ରମଣ ରେ ଉଭୟ ପରିବାରର ୫ ଜଣ ଆହତ ହୋଇ ଚିକିତ୍ସା ପାଇଁ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

ତୁମୁଡିବନ୍ଧ BJDରେ ନୂଆ ନେତୃତ୍ୱ: ମଙ୍ଗ ଧରିଲେ କୁନା ଦଣ୍ଡସେନା ଓ ଯୋହନ ବାରିକ

ତୁମୁଡିବନ୍ଧ,୧୯ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳର ବ୍ଲକ ସ୍ତରୀୟ ଏକ ବୈଠକ ବୁଧବାର ପୂର୍ବାହ୍ନ ୧୦ଘଣ୍ଟା ସମୟରେ ମୁଣ୍ଡିଗଡ଼ ସେବା…

ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…

ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମରକ୍ଷା ତାଲିମ

ଭଞ୍ଜନଗର,୧୯ା୮(ବାବୁଲା ପ୍ରଧାନ): ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ ଏମପାଓ୍ବାର୍‌ ସେଲ’ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ଆତ୍ମରକ୍ଷା ତାଲିମ ଶିବିର ବୁଧବାର ଉଦଘାଟିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri