ଧାନ ବୁଣୁଥିବା ବେଳେ ଚାଷୀଙ୍କୁ ବାର୍‌ହା ଆକ୍ରମଣ

ଖଡ଼ିଆଳ,୩।୭(ଡି.ଏନ.ଏ.): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଅଧୀନ କେନ୍ଦୁପାଟି ପଞ୍ଚାୟତ ଖାଲିଆମୁଡ଼ା ଗ୍ରାମରେ ବାର୍‌ହା ଆକ୍ରମଣରେ ୨ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଉକ୍ତ ଗ୍ରାମର କ୍ଷୀର ମୋହନ ନିଆଲ(୩୫) ଓ ଜଗବନ୍ଧୁ ପୋଡ (୪୬)।

ରବିବାର ସକାଳେ ନିଜ ଜମିରେ ଜଗବନ୍ଧୁ ଓ କ୍ଷୀର ମୋହନ ଧାନ ବୁଣୁଥିବା ବେଳେ ସେମାନଙ୍କୁ ବାର୍‌ହା ଆକ୍ରମଣ କରିଥିଲା। ସେମାନଙ୍କ ଜଙ୍ଘ ଓ ଆଣ୍ଠୁରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ଦୁଇ ଆହତଙ୍କୁ ଖଡ଼ିଆଳ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେମାନେ ଗରିବ ଶ୍ରେଣୀର ହୋଇଥିବାରୁ ତାଙ୍କୁ ଚିକିତ୍ସା ସହାୟତା ଯୋଗାଇ ଦେବାକୁ ପରିବାର ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଏତେ ପ୍ରୀତି କାହିଁକି

ଆମେ ଅନ୍ତର୍ଜାତୀୟ ମଧ୍ୟସ୍ଥତା ଧାରଣାକୁ ଘୃଣାଜନକ ମନେକରୁ। ଏହା କାହିଁକି କରୁଛୁ ସେ ବିଷୟରେ ମୋ ପାଖରେ ତଥ୍ୟ ନାହିଁ। ତେବେ ଆମେ ଜାଣୁ ଯେ ଯେଉଁମାନଙ୍କ…

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri