୨ ଚାଷୀ ପାଣି ମଡାଇବାକୁ ଯାଇଥିଲେ, ଆଉ ଫେରିଲେନି

ସୋନପୁର/ତରଭା,୧୯।୭: ବିଦ୍ୟୁତ୍‌ ଆଘାତରେ ସୁବର୍ଣ୍ଣପୁର ଜିଲା ତରଭା ଥାନା ପଣ୍ଡକିମାଲ ଗ୍ରାମର ୨ଜଣ ଚାଷୀଙ୍କ ସୋମବାର ମୃତ୍ୟୁ ଘଟିଛି। ସେମାନେ ହେଲେ ରାଧେଶ୍ୟାମ ସାହୁ(୪୫) ଓ ଗୋପ ସାହୁ(୨୦)। ବର୍ଷାଭାବ ଯୋଗୁ ଦୁହେଁ ଧାନ କ୍ଷେତରେ ପାଣି ମଡାଇବା ପାଇଁ ପମ୍ପରେ ବିଦ୍ୟୁତ୍‌ ତାର ସଂଯୋଗ କରୁଥିଲେ। ସେତିକିବେଳେ ବିଦ୍ୟୁତ୍‌ ତାର ସଂଶ୍ପର୍ଶରେ ଆସି ରାଧେଶ୍ୟାମ ଓ ଗୋପ ଗୁରୁତର ହୋଇପଡିଥିଲେ। ଗ୍ରାମବାସୀ ୧୦୮ ଆମ୍ବୁଲାନ୍ସ ଯୋଗେ ସେମାନଙ୍କୁ ତରଭା ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହେଭି ଭେହିକିଲ୍‌ରେ ସ୍ଥାନାନ୍ତର ହେବ ନରହନ୍ତା ଦନ୍ତା

ତାଳଚେର,୨୨ା୧(ନି.ପ୍ର.) – ଅନୁଗୋଳ ଜିଲା ତାଳଚେର ରେଞ୍ଜ ଅଞ୍ଚଳରେ ଦୀର୍ଘଦିନ ଧରି ଉପଦ୍ରବ ଚଳାଇଥିବା ନରହନ୍ତା ଦନ୍ତା ହାତୀକୁ ସୋମବାର ବନ ବିଭାଗ ଟ୍ରାଙ୍କୁଲାଇଜ କରିବାରେ...

ପ୍ରବାସୀ ଓଡ଼ିଆଙ୍କୁ ସରକାର ଫେରାଇ ଆଣନ୍ତୁ

ନୂଆପଡା ଅଫିସ,୧୯ା୫-ଲକ୍‌ଡାଉନ୍‌ ଯୋଗୁ ଦେଶର ବିଭିନ୍ନ ପ୍ରାନ୍ତରେ ପ୍ରବାସୀ ଓଡିଆମାନେ ଫସି ରହିଛନ୍ତି। ସେମାନେ ଭୋକ ଓପାସର ସହ ଅସୁବିଧାରେ ରହିଛନ୍ତି। ଏଣୁ ସେମାନଙ୍କୁ ତୁରନ୍ତ...

ପାଇଲଟ୍‌ ପ୍ରକଳ୍ପ ବାଟବଣା

ଜଳେଶ୍ୱର, ୩।୬(ଡି.ଏନ.ଏ.) ଦୁଇବର୍ଷ ତଳେ ବାଲେଶ୍ୱର ଜିଲାର କ୍ଲଷ୍ଟର ରୁରାଲ ହାଉସିଂ କଲୋନୀ ଜଳେଶ୍ୱର ବ୍ଲକରେ ପାଇଲଟ ପ୍ରକଳ୍ପ ଭାବେ କାର୍ଯ୍ୟ ଆରମ୍ଭ କରିଥିଲା ା...

କରୋନା ପାଇଁ ସଚେତନ ବାର୍ତ୍ତା: ହାତ ଧୋଇବାକୁ ପରାମର୍ଶ

ରାଜନଗର, ୧୬।୩(ଡି.ଏନ୍‌.ଏ.): ମହାମାରୀ କରୋନାରୁ ରକ୍ଷା ପାଇବା ପାଇଁ ସୋମବାର କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କାର୍ଯ୍ୟାଳୟରେ ହାତଧୁଆ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କରୋନା ଭୂତାଣୁ...

ଏକକାଳୀନ ନିର୍ବାଚନ ପ୍ରସ୍ତାବକୁ ବିଜେଡିର ସମର୍ଥନ

ନୂଆଦିଲ୍ଲୀ,୨୦ା୬): ଦେଶରେ ଲୋକ ସଭା ଓ ବିଧାନସଭାଗୁଡ଼ିକର ଏକକାଳୀନ ନିର୍ବାଚନ ପ୍ରସ୍ତାବକୁ ଓଡ଼ିଶାର ଶାସକ ବିଜୁ ଜନତା ଦଳ (ବିଜେଡି) ସମର୍ଥନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଶିଶୁଙ୍କ ଡ୍ରେସ ବିକ୍ରି କରିବା ମହଙ୍ଗା ପଡ଼ିଲା: ନର୍ସଙ୍କୁ କାରଣ ଦର୍ଶାଅ ନୋଟିସ

ବ୍ରହ୍ମପୁର ଅଫିସ,୨୦ା୭-ଏମକେସିଜି ମେଡିକାଲ କଲେଜରେ ରୋଗୀଙ୍କୁ ଶୋଷଣ କରାଯାଉଥିବା ନେଇ ବିଭିନ୍ନ ସମୟରେ ଅଭିଯୋଗ ଆସୁଛି। ଏପରିକି ଅସ୍ତ୍ରୋପଚାର ପାଇଁ ଲାଞ୍ଚ ନେଉଥିବା ବେଳେ ଜଣେ...

୫୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌

ମାଧପୁର,୧୨।୩(ଡି.ଏନ୍‌.ଏ.): ଆଠମଲ୍ଲିକ ଥାନା ଅନ୍ତର୍ଗତ ଆଠମଲ୍ଲିକ କିଆକଟା ପୂର୍ତ୍ତ ରାସ୍ତାର ପୁରୁଣା ମାଣତ୍ରି ନାଳ ଉପରେ ଶନିବାରି ଏକ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ତଳକୁ ଖସିପଡିଛି...

ବେଲପଡ଼ା ଛକ ନିକଟରେ ଦୁର୍ଘଟଣା: ଟ୍ରକ୍‌କୁ ପଛରୁ ପିଟିଲା ଟ୍ରକ୍‌; ୨ ମୃତ, ୧ ଆହତ

ଖୋର୍ଦ୍ଧା ଅଫିସ,୨୧।୮: ୧୬ନଂ ଜାତୀୟ ରାଜପଥ ବେଲପଡ଼ା ଛକ ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ...

Advertisement
Archives

Model This Week