୨ ଚାଷୀ ପାଣି ମଡାଇବାକୁ ଯାଇଥିଲେ, ଆଉ ଫେରିଲେନି

ସୋନପୁର/ତରଭା,୧୯।୭: ବିଦ୍ୟୁତ୍‌ ଆଘାତରେ ସୁବର୍ଣ୍ଣପୁର ଜିଲା ତରଭା ଥାନା ପଣ୍ଡକିମାଲ ଗ୍ରାମର ୨ଜଣ ଚାଷୀଙ୍କ ସୋମବାର ମୃତ୍ୟୁ ଘଟିଛି। ସେମାନେ ହେଲେ ରାଧେଶ୍ୟାମ ସାହୁ(୪୫) ଓ ଗୋପ ସାହୁ(୨୦)। ବର୍ଷାଭାବ ଯୋଗୁ ଦୁହେଁ ଧାନ କ୍ଷେତରେ ପାଣି ମଡାଇବା ପାଇଁ ପମ୍ପରେ ବିଦ୍ୟୁତ୍‌ ତାର ସଂଯୋଗ କରୁଥିଲେ। ସେତିକିବେଳେ ବିଦ୍ୟୁତ୍‌ ତାର ସଂଶ୍ପର୍ଶରେ ଆସି ରାଧେଶ୍ୟାମ ଓ ଗୋପ ଗୁରୁତର ହୋଇପଡିଥିଲେ। ଗ୍ରାମବାସୀ ୧୦୮ ଆମ୍ବୁଲାନ୍ସ ଯୋଗେ ସେମାନଙ୍କୁ ତରଭା ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

ରାଜ୍ୟରେ ଆଣ୍ଟି ଟିବି ଔଷଧ ଅଭାବ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ): ଜାତୀୟ ଯକ୍ଷ୍ମା ବିଲୋପ କାର୍ଯ୍ୟକ୍ରମ(ଏନ୍‌ଟିଇପି) ହେଉଛି ଏକ ଫ୍ଲାଗ୍‌ଶିପ କାର୍ଯ୍ୟକ୍ରମ। ଏଥିରେ ଯକ୍ଷ୍ମା ବା ଟିବି ରୋଗର ଶୀଘ୍ର ଚିହ୍ନଟ, ଚିକିତ୍ସା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri