ପୋଲ ଉପରେ ଦୁଇଫୁଟ ଉଚ୍ଚର ପାଣି, ଯାନବାହନ ଚଳାଚଳ ବନ୍ଦ

କୋରୁକୋଣ୍ଡା,୬ା୯(ଅବିନାଶ ବେହେରା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ କାମଓ୍ବାଡା ପଞ୍ଚାୟତ ଏମ୍‌ଭି-୨୮ଗ୍ରାମଠାରୁ ମାରକେଲଗୁଡ଼ା ଯିବା ରାସ୍ତାରେ ବହୁଦିନ ଧରି ଏକ ପୋଲ ରହିଥିବା ବେଳେ ବର୍ଷାଦିନେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି ପ୍ରାୟ ୪ରୁ ଊର୍ଦ୍ଧ୍ୱ ଗ୍ରାମବାସୀ। ଚଳିତ ଲଘୁଚାପ ଜନିତ ଦୁଇଦିନର ଲଗାଣ ବର୍ଷାରେ ଏମ୍‌ଭି-୨୮ଗ୍ରାମଠାରୁ ମାରକେଲଗୁଡ଼ା ଯିବାକୁ ଥିବା ରାସ୍ତାରେ ଥିବା ଉକ୍ତ ପୋଲ ଉପରେ ଦୁଇ ଫୁଟରୁ ଅଧିକ ପାଣି ହୋଇଯିବାରୁ ଯିବା ସେହି ରାସ୍ତା ଦେଇ ଯାନବାହନ ଯିବା ଆସିବା ପୂରା ବନ୍ଦ ହୋଇଯାଇଛି। ନିଜ ନିଜର ଚାଷଜମିକୁ ଯିବା ପାଇଁ ଲୋକେ ବାଧ୍ୟ ହୋଇ ସେହି ପାଣିରେ ପଶିଯିବା ଆସିବା କରିବା ସହିତ ଗୃହପାଳିତ ପଶୁମାନଙ୍କୁ ଚରାଇବା ଲାଗି ନେଇ ଯିବା ସମୟରେ କିଛି ଭାସିଯାଉଥିବା କହିଛନ୍ତି ଗ୍ରାମବାସୀ। ଏହିପରି ସମସ୍ୟାରେ ରହିଥିବା ବେଳେ ଅଞ୍ଚଳବାସୀ ସ୍ଥାନୀୟ ପ୍ରଶାସନ ସମେତ ସ୍ଥିନୀୟ ଜନପ୍ରତିନିଧିଙ୍କୁ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ କେହି ଶୁଣୁ ନ ଥିବା କହିଛନ୍ତି ଅଞ୍ଚଳବାସୀ।


Enter your email to get our daily news in your inbox.

All Right Reserved By Dharitri.Com

ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ

ଅହମ୍ମଦାବାଦ,୨୫।୯: ଗୁଜରାଟର ଗାନ୍ଧୀନଗରସ୍ଥିତ ଏକ ସେସନ୍ସ କୋର୍ଟ ଗୁରୁବାର ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଆଦାନୀ ଏଣ୍ଟରପ୍ରାଇଜେସ ଦ୍ୱାରା ଦାଖଲ ଏକ ଆପରାଧିକ…

ବିପଦପୂର୍ଣ୍ଣ ରାସ୍ତାରେ ଯାତାୟାତ: ମରାମତି ଦାବି କଲେ ଅଞ୍ଚଳବାସୀ

କର୍ଲାମୁଣ୍ଡା, ୨୫।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରରୁ ରିଞ୍ଜାକୁ ଯାଇଥିବା ଆର୍ଡି ରାସ୍ତାର ସରବାହାଲ ଜୋର ବ୍ରିଜ ନିକଟରେ ରାସ୍ତାର ଅବସ୍ଥା ଏବେ…

ଭାରତଠାରୁ କିଛି ଶିଖ! ପାକିସ୍ତାନ ଖେଳାଳିଙ୍କୁ ଉପଦେଶ ଦେଲେ କୋଚ

ନୂଆଦିଲ୍ଲୀ,୨୫।୯: ପାକିସ୍ତାନ କ୍ରିକେଟ ଟିମ୍‌ର ଖରାପ ପ୍ରଦର୍ଶନକୁ ନେଇ ଚର୍ଚ୍ଚା ମଧ୍ୟରେ ଏବେ ଦଳର ହେଡ କୋଚ ମାଇକ ହେସନ ଭାରତକୁ ନେଇ ଦେଇଛନ୍ତି ବଡ଼ ବୟାନ।…

ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବେ ଅଧିକାରୀ: ନୂଆପଡ଼ା ଜିଲାପାଳଙ୍କ ଅଭିନବ ପଦକ୍ଷେପ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଛାତ୍ରୀଛାତ୍ରଙ୍କ ଶିକ୍ଷଣରେ ଉନ୍ନତି ଆଣିବା ସହ ସେମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ ଏକ ଅଭିନବ ପଦକ୍ଷେପ…

ରାୟଗଡ଼ା-କୋରାପୁଟ ରେଲଓ୍ୱେ ଟ୍ରାକ୍‌ରେ ଉପରେ ଖସିଲା ପଥର, ଅଟକିଲା ହୀରାଖଣ୍ଡ ଏକ୍ସପ୍ରେସ

​କଲ୍ୟାଣସିଂହପୁର,୨୫।୯(ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ଲଗାଣ ବର୍ଷା ଯୋଗୁଁ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି । କେଉଟଗୁଡ଼ା ଓ ଶିଖରପାଇ ରେଳ ଷ୍ଟେସନ ମଧ୍ୟବର୍ତ୍ତୀ ଟନେଲ…

ଲଗାଣ ବର୍ଷାରେ ବେହାଲ ଝରିଗାଁ: ହଷ୍ଟେଲ ଭିତରେ ୨ ଫୁଟ୍ ପାଣି, ଭୟରେ ରାତି ବିତାଇଲେ ଛାତ୍ର

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଲଗାଣ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦର ମହକୁମାରେ ଅବସ୍ଥିତ ସରକାରୀ ଏକ୍ସ ବୋର୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ଥିତ…

ଅଭାବନୀୟ ଘଟଣା, ଖୋଲା ପାଇଖାନା ଟାଙ୍କିରେ ପଡ଼ି ୬ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ

ବୈଶିଙ୍ଗା,୨୫।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ତଥା ବୈଶିଙ୍ଗା ଥାନା ଅନ୍ତର୍ଗତ ନଡପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଲଗାଣ ବର୍ଷାରେ ଭରି…

ଲାଞ୍ଚ ନେଇଥିଲେ ବରିଷ୍ଠ କିରାଣୀ ଗୋବର୍ଦ୍ଧନ, ମିଳିଲା ଏମିତି ଦଣ୍ଡ

ବରଗଡ଼,୨୫।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ତହସିଲ କାର୍ଯ୍ୟାଳୟର ପୂର୍ବତନ ବରିଷ୍ଠ କିରାଣୀ ତଥା ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟର ରାଜସ୍ବ ବିଭାଗରେ ବରିଷ୍ଠ କିରାଣୀ ଭାବେ କାର୍ଯ୍ୟରତ ଗୋବର୍ଦ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?