Posted inଜାତୀୟ

ଆମାଜନ ଷ୍ଟୋରରେ ନିଆଁ: ୨ ମୃତ, ୩ ଆହତ

ନୂଆଦିଲ୍ଲୀ,୧୫ ।୧: ରାଜଧାନୀ ଦିଲ୍ଲୀର ରୋହିଣି ସେକ୍ଟର-୬ରେ ଥିବା ଏକ ଆମାଜନ ଷ୍ଟୋରରେ ଶୁକ୍ରବାର ସକାଳେ ନିଆଁ ଲାଗିଯିବା ଫଳରେ ଜଣେ ମହିଳା ଓ ଜଣେ ଦମକଳ କର୍ମୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ସେହିପରି କିର୍ତ୍ତି ନଗରରେ ଗତରାତି ପ୍ରାୟ ୧୧ଟାରେ ଏକ କବାଡି ଦୋକାନରେ ନିଆଁ ଲାଗିଯାଇଛି । ଖବରପାଇ ଦମକଳ ବାହିନୀ ପହଞ୍ଚିଥିଲେ ବି ନିଆଁ ଲିଭାଇବାକୁ କିଛି ସମୟ ଲାଗିଥିଲା ଓ ଭିତରେ ଥିବା ୨ ଜଣ ଅଜଣା ବ୍ୟକ୍ତିଙ୍କର ମୃତଦେହ ମିଳିଥିବା ସୂଚନା ରହିଛି । ଏଥିରେ ଆହତ ହୋଇଥିବା ବ୍ୟକ୍ତିଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ନିଆଁ ଲାଗିବାର କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି । ତେବେ ସର୍ଟ ସର୍କିଟ କାରଣରୁ ନିଆଁ ଲାଗିଥାଇ ପାରେ ବୋଲି ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ମହିଳାଙ୍କୁ ଅସମ୍ମାନିତ କରିଛି ଭାଜପା ସରକାର’

ନୂଆଦିଲ୍ଲୀ,୧୮ା୨(ପି.ଟି.)-କମାଣ୍ଡ ପଦବୀ କିମ୍ବା ସ୍ଥାୟୀ କମିଶନ ପାଇଁ ମହିଳା ସେନା ଅଧିକାରୀମାନେ ଯୋଗ୍ୟ ନୁହନ୍ତି ବୋଲି ସୁପ୍ରିମକୋର୍ଟରେ ଯୁକ୍ତି ଦର୍ଶାଇ ଭାଜପା ସରକାର ଦେଶର ମହିଳାମାନଙ୍କ...

‘ଆଧୁନିକ ଶିକ୍ଷା ଦ୍ୱାରା ଚରିତ୍ର ଗଠନ ହୋଇପାରିବ ନାହିଁ’

ହାଇଦ୍ରାବାଦ, ୨୩ା୧୧: ଆଧୁନିକ ଶିକ୍ଷାର ପ୍ରକୃତି ଉପଯୋଗିତା ଯୋଗ୍ୟ। କିନ୍ତୁ ଏହା ପିଲାଙ୍କ ଚରିତ୍ର ଗଠନ କିମ୍ବା ନୈତିକ ମୂଲ୍ୟବୋଧ ପ୍ରଦାନ ଦିଗରେ ଉପଯୁକ୍ତ ନୁହେଁ।...

ଶିବସେନା କାହାର, ସେପ୍ଟେମ୍ବର ୨୭ରେ ବିଚାର…

ନୂଆଦିଲ୍ଲୀ, ୭।୯ : ଜୁନ ମାସରେ ମହାରାଷ୍ଟ୍ରରେ କ୍ଷମତା ଦଖଲ ପରେ ଶିବସେନା କାହାର ସେନେଇ ସଂଗ୍ରାମ ଜାରି ରହିଛି। ଏହି ମାମଲା ନିର୍ବାଚନ ଆୟୋଗଙ୍କ...

ଡିସେମ୍ବର ୧୭ରେ ସିଏମ୍‌ଏସ୍‌-୦୧ ଉପଗ୍ରହ ଉତ୍‌କ୍ଷେପଣ କରିବ ଇସ୍ରୋ: ପାଗ ଉପରେ ଭରସା

ହାଇଦ୍ରାବାଦ୍‌,୧୨।୧୨: ପାଗ ଭଲ ରହିଲେ ଇସ୍ରୋ ପକ୍ଷରୁ ଡିସେମ୍ବର ୧୭ରେ ସିଏମ୍‌ଏସ୍‌-୦୧ ଉପଗ୍ରହକୁ ମହାକାଶକୁ ଉତ୍‌କ୍ଷେପଣ କରାଯିିବ। ଏନେଇ ଚୂଡ଼ାନ୍ତ ପ୍ରସ୍ତୁତି ଶେଷ ହୋଇଛି। ଆନ୍ଧ୍ରପ୍ରଦେଶର...

ଏମିତି ନଦୀ ଯାହାର ବାଲିରୁ ମିଳେ ମୁଠା ମୁଠା ସୁନା…

ଝାଡ଼ଖଣ୍ଡରେ ରହିଛି ସୁବର୍ଣ୍ଣ ରେଖା ନଦୀ। ରତ୍ନଗର୍ଭାଠାରୁ ୧୫ କିମି ଦୂରରେ ରହିଛି ଏହି ନଦୀ। ସୂର୍ଯ୍ୟାଲୋକ ପଡ଼ିଲେ ନଦୀର ଜଳ ସୁନା ପରି ଚକଚକ...

ଋଣ ବୋଝ ତଳେ ଚାଷୀ ପରିବାର, ପ୍ରତ୍ୟକଙ୍କ ଉପରେ ୭୪,୧୨୧ ଟଙ୍କା…

ନୂଆଦିଲ୍ଲୀ,୧୧।୯: ଚାଷୀଙ୍କ ଆୟ ଦ୍ୱିଗୁଣିତ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସମସ୍ତ ପ୍ରକାର ଉଦ୍ୟମ କରୁଛନ୍ତି। ସରକାର କିଷାନ ସମ୍ମାନ ନିଧି ଯୋଜନା ମାଧ୍ୟମରେ...

ରାହୁଲଙ୍କୁ କ୍ଷମା ମାଗିବାକୁ ପଡ଼ିବ: ସମ୍ବିତ ପାତ୍ର

ନୂଆଦିଲ୍ଲୀ,୨୧।୩: ଲଣ୍ଡନରେ ରାହୁଲ ଗାନ୍ଧୀଙ୍କ ଭାଷଣକୁ ନେଇ ଭାରତରେ ବିବାଦ ଦେଖାଦେଇଛି। ନିଜ ମନ୍ତବ୍ୟ ପାଇଁ ରାହୁଲ କ୍ଷମା ମାଗନ୍ତୁ ବୋଲି ଭାଜପା ଦାବି କରୁଛି।...

ନିଜ ମନ୍ତ୍ରୀଙ୍କଠାରୁ ହାରିଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୨୪ା୧୨: ସଦ୍ୟ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଝାଡ଼ଖଣ୍ଡବାସୀ ଭାଜପାକୁ ପ୍ରତ୍ୟାଖ୍ୟାନ କରିଥିବାବେଳେ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କୁ ମଧ୍ୟ ନିଜ ଆସନରେ ପରାଜୟର ସ୍ବାଦ ଚାଖିବାକୁ ପଡ଼ିଛି।...

Advertisement
Archives

Model This Week