ବିଜେଡିର ୨ ପୂର୍ବତନ କାଉନସିଲର ନିଲମ୍ବିତ

ଫୁଲବାଣୀ ଅଫିସ,୨୨।୩: କନ୍ଧମାଳ ଜିଲା ବିଜେଡି ସଭାପତି ସରୋଜ କର୍ଣ୍ଣ ମଙ୍ଗଳବାର ଫୁଲବାଣୀ ସହରର ୩ ନମ୍ବର ୱାର୍ଡର ପୂର୍ବତନ କାଉନସିଲର ତଥା ବିଜେଡି ନେତା ଭାଗବତ ବେହେରା ଓ ଦଶ ନମ୍ବର ୱାର୍ଡର ପୂର୍ବତନ କାଉନସିଲର ଶ୍ରୀବଚ୍ଛ ବେହେରାଙ୍କୁ ଦଳରୁ ନିଲମ୍ବିତ କରିଛନ୍ତି । ଦଳ ବିରୋଧୀ କାର୍ଯ୍ୟ ଓ ଦଳରେ ବିଶୃଙ୍ଖଳା ପାଇଁ ସଭାପତି କର୍ଣ୍ଣ ତାଙ୍କୁ ଦଳରୁ ନିଲମ୍ବନ କରିଥିବା ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି। ଏମାନେ ଦଳୀୟ ପାର୍ଥୀଙ୍କୁ ବିରୋଧ କରି ସ୍ବାଧୀନ ପାର୍ଥୀ ଦେଇଥିଲେ । ତେବେ ଦଳ ପକ୍ଷରୁ ଏ ଉଭୟଙ୍କୁ ମନାଇବାକୁ ବହୁତ ଚେଷ୍ଟା କରାଯାଇଥିଲେ ମଧ୍ୟ ଏମାନେ ମାନି ନଥିଲେ । ଫଳରେ ବାଧ୍ୟ ହୋଇ ଦଳ ଏଭଳି ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ମଦ ଲୁଟ୍‌

ଗଞ୍ଜାମ,୨୦।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ହୁବଟେଶ୍ୱର ରାସ୍ତାରେ ଥିବା ବିଦେଶୀ ମଦ କାଉଣ୍ଟରରୁ ବଡ଼ ଧରଣର ଲୁଟ ହୋଇଥିବା ଜଣା ପଡିଛିl ଖବରପାଇ...

ହୀରାକୁଦରେ ୪ ଗେଟ୍‌ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର,୨୦ା୮(ବ୍ୟୁରୋ): ହୀରାକୁଦରେ ବନ୍ଦ ହେଲା ଆଉ ୬ ଗେଟ୍‌। ବର୍ତ୍ତମାନ ମାତ୍ର ୪ଟି ଗେଟ୍‌ ଦେଇ ଜଳ ନିଷ୍କାସିତ ହେଉଛି। ମଧ୍ୟାହ୍ନସୁଦ୍ଧା ଖୋଲାଥିବା ୧୦ ଗେଟ୍‌...

ଛୁଟିରେ ଚାଲିଛି ଡ୍ରେନ୍‌ ନିର୍ମାଣ

ଆନନ୍ଦପୁର, ୭।୧୦ (ସ୍ବ.ପ୍ର.)- ପାର୍ବଣ ପାଇଁ ସମସ୍ତ ବିଭାଗୀୟ ଅଧିକାରୀ ଛୁଟିରେ ରହିଥିବା ବେଳେ ଏହି ସମୟରେ ଖପରାଖାଇ-ଘସିପୁରା ଭିଆଇପି ରୋଡ୍‌ର ଡ୍ରେନ୍‌ ନିର୍ମାଣ କାର୍ଯ୍ୟ...

ଜୀବନ ପ୍ରଦୀପଙ୍କ ଘରବାହୁଡ଼ା

ଭୁବନେଶ୍ୱର,୧୪।୧: ବାଲେଶ୍ୱରର ପୂର୍ବ ବିଧାୟକ ଜୀବନ ପ୍ରଦୀପ ଦାସ ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ସେ ଭାଜପାରେ ସାମିଲ ହୋଇଥିବା...

ବାରୁଣୀ ମେଳା ଆରମ୍ଭ, ବୁଡ ପକାଇଲେ ଶ୍ରଦ୍ଧାଳୁ

କେନ୍ଦୁଝର,୩୧।୩ (ସ୍ବ.ପ୍ର.): କେନ୍ଦୁଝର ଜିଲା ଗୋନାସିକାଠାରେ ବାରୁଣୀ ମେଳା ଗୁରୁବାର ଆରମ୍ଭ ହୋଇଛି। ଏହି ଅବସରରେ ଶତାଧିକ ଭକ୍ତ ଦେବକୁଣ୍ଡରେ ବୁଡ ପକାଇ ବ୍ରହ୍ମେଶ୍ୱର ମହେଶଙ୍କ...

ପଲିଥିନ୍‌ ତଳେ ବିତୁଛି ବୃଦ୍ଧଙ୍କ ଜୀବନ

ମହାକାଳପଡ଼ା,୨୬ା୮(ଡି.ଏନ୍‌.ଏ.): ବିଦ୍ୟାଳୟରେ ଶିକ୍ଷକ ପାଠ ପଢ଼ାଇବା ବେଳେ ପିଲାମାନଙ୍କୁ ୩ ଚୁଲି ଝିଙ୍କାର ଉଦାହରଣ ଦେଇ କୁହନ୍ତି, ପିଲେ ସଂସାରକୁ ତୁମକୁ ଆଣିଥିବା ମା’ ହେଉଛନ୍ତି...

ବାହାର ଜିଲାବାସୀଙ୍କୁ ପୁରୀ ସ୍ବର୍ଗଦ୍ୱାର ମନା: ହାଇକୋର୍ଟରେ ମାମଲ

କଟକ ଅଫିସ,୧୪।୭: କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ପୁରୀ ସ୍ବର୍ଗଦ୍ୱାରକୁ ବାହାର ଜିଲାବାସୀଙ୍କୁ ବାରଣ କରାଯାଇଛି। ଏନେଇ ପୁରୀ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ...

ପାଣି ପାଇଁ ଚୁଆ ଖୋଳିଲେ ଗାଁ ଲୋକେ

ପାରଳାଖେମୁଣ୍ଡିି,୨୯ା୪(ଡି.ଏନ.ଏ.): ବସୁଧା ଯୋଜନାରେ ସରକାର ସମସ୍ତଙ୍କୁ ପାଣି ଯୋଗାଇ ଦେବା ବ୍ୟବସ୍ଥା କରିଛନ୍ତି। ହେଲେ ମୋହନା ବ୍ଲକ ପ୍ରଶାସନ ପାନୀୟ ଜଳ ସମସ୍ୟା ଦୂର କରି...

Advertisement
Archives

Model This Week