ଗାଧୋଇବା ହେଲା କାଳ: କେନାଲରେ ବୁଡି ଗଲେ ୨ ସାଙ୍ଗ

ଅନୁଗୋଳ ଅଫିସ, ୨୯।୭-ଅନୁଗୋଳ ସହରର ହେମସୁରପଡା ଅଞ୍ଚଳରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। କେନାଲ ପାଣିରେ ବୁଡି ୨ ସାଙ୍ଗ ପ୍ରାଣ ହରାଇଛନ୍ତି। ମୃତକ ହେଲେ ବୃନ୍ଦାବନ ସେଠି ଓ ବାବୁ ମହାନ୍ତି। ଉଭୟେ ଗାଧୋଇବା ପାଇଁ କେନାଲକୁ ଯାଇଥିବାବେଳେ ଗଭୀର ପାଣିରେ ବୁଡି ଯାଇଥିଲେ। ସ୍ଥାନୀୟ ଲୋକ ମୃତଦେହ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

ଭଡ଼ା ଘରୁ ମିଳିଲା ଲୋକୋ ପାଇଲଟଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ…

ଟିଟିଲାଗଡ଼/ବଲାଙ୍ଗୀର,୨୬।୮(ସଞ୍ଜୟ ବେହେରା/ସୁନିଲ କୁମାର ମହାନ୍ତି): ଟିଟିଲାଗଡ଼ ସହରର ମାଲଗୋଦାମ ପଡା ସ୍ଥିତ ଏକ ଭଡା ଘର ଭିତରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି ।…

ସ୍କୁଟି ନେଇ ଫେରାଇଲେନି; ମାଲିକାଣୀଙ୍କୁ ଦେଲେ ହତ୍ୟା ଧମକ; ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ପାଟପୁର ଥାନା ପ୍ରତାପଗିରି ଗ୍ରାମର ବି. କାଳିଆ ପାତ୍ର(୪୪) ନାମକ ଜଣେ ଯୁବକଙ୍କୁ ଗିରଫ କରି…

ପୂର୍ବତନ ବିଧାୟକଙ୍କ ପରଲୋକ, ପଦ୍ମପୁରରେ ଶୋକର ଛାୟା

ପଦ୍ମପୁର,୨୬।୮(ପ୍ରଦୀପ୍ତ ଦାଶ): ପଦ୍ମପୁର ନିର୍ବାଚନମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୫…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ନାବାଳକଙ୍କ ଛୁରା ମାଡ଼ରେ ଆଉ ଜଣେ ନାବାଳକ ମୃତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲାଙ୍ଗୀର/ଲୋଇସିଂହା,୨୬।୮(ସୁନିଲ କୁମାର ମହାନ୍ତି/ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ଥାନା ରୋତ ଗାଁରେ ଚାଞ୍ଚଲ୍ୟ । ନାବାଳକଙ୍କୁ ଛୁରି ଭୁସି ହତ୍ୟା କଲେ ନାବାଳକ । ମୃତକ…

ଜିଲାରେ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିଆଯିବ କଠୋର ପଦକ୍ଷେପ, ଶିଶୁକନ୍ୟା ମୃତ୍ୟୁହାର କମାଇବାକୁ…

ଛତ୍ରପୁର,୨୬ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶିଶୁକନ୍ୟା…

ବୋମା ଗିଳିଦେଲା ଷଣ୍ଢ, ଚାଲିଗଲା ଜୀବନ

ବାଙ୍କୀ,୨୬ା୮(ଶୁଭେନ୍ଦୁ ମହାପାତ୍ର): ବାର୍‌ହା ଶିକାର ପାଇଁ ଖଞ୍ଜା ହୋଇଥିଲା ବୋମା। କିନ୍ତୁ ବାର୍‌ହା ବଦଳରେ ଶିକାର ସାଜିଲା ଷଣ୍ଢ। ଏମିତି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଟକ…

ଶ୍ରୀମନ୍ଦିର ପରିସରରେ ଦୁଇ ଭକ୍ତ ଗୋଷ୍ଠୀ ମଧ୍ୟରେ ହାତାହାତି

ପୁରୀ,୨୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିସରରେ ବୁଧବାର ସକାଳେ ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦର୍ଶନକୁ ନେଇ ଦୁଇ ଗୋଷ୍ଠୀ ଭକ୍ତଙ୍କ ମଧ୍ୟରେ ହାତାହାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri