ପ୍ରହରୀ ଦେଖି ଫେରୁଥିବା ବେଳେ ଭାଲୁ ହାବୁଡରେ ପଡ଼ିଗଲେ ୨ ସାଙ୍ଗ, ତାପରେ ଯାହା ଘଟିଲା…

ପାଟଣା,୧।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡବିଟ ବଡ ନୂଆଗାଁ ହୁଡ଼ି ନିକଟରେ ଅଭାବନୀୟ ଘଟଣା ଘଟିଯାଇଛି । ସୋମବାର ସକାଳୁ ଭାଲୁ ଆକ୍ରମଣରେ ୨ ସାଙ୍ଗ ଗୁରୁତର ହୋଇ ପାଟଣା ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି ।

ଗୁରୁତର ହେଉଛନ୍ତି ବଣମହୁଲଡିହା ଗ୍ରାମର ଦାଶରଥି ମୁଣ୍ଡାଙ୍କ ପୁଅ ରାଜୁ ମୁଣ୍ଡା (୪୫)ଓ ରଥିଆମୁଣ୍ଡାଙ୍କ ପୁଅ ବାଇଧର ମୁଣ୍ଡା (୨୩) । ଉଭୟ ରବିବାର ରାତିରେ ନୂଆଗାଁକୁ ପ୍ରହରୀ ଦେଖିବାକୁ ଯାଇଥିଲେ । ସୋମବାର ସକାଳୁ ଘରକୁ ଫେରୁଥିବା ବେଳେ ଭାଲୁ ହାବୁଡରେ ପଡ଼ିଯାଇଥିଲେ। ସ୍ଥାନୀୟ ଲୋକମାନେ ଉଦ୍ଧାର କରି ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଇଛନ୍ତି । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳାଇ ଦେଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ସୁପାରି ଦେଇ ହତ୍ୟା କଲେ ଝିଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଜୟପୁର(ରାଜସ୍ଥାନ), ୧୭।୭:ପିଲାମାନଙ୍କ ଏକ ସୁରକ୍ଷିତ ଭବିଷ୍ୟତ ଗଢ଼ିବା ପାଇଁ ମା’ବାପାମାନେ ଜୀବନରେ ବହୁ ତ୍ୟାଗ କରିଥାନ୍ତି। ନିଜେ କଷ୍ଟ ସହୁଥିଲେ ସୁଦ୍ଧା ପିଲାମାନଙ୍କୁ ଏହାର ଅନୁଭବ ହେବାକୁ…

ଧୂମଧାମରେ ପାଳନ ରଥଯାତ୍ରା ପାଳିତ: ମନମୋହିଲା ରଣପ୍ପା ନୃତ୍ୟ

ଛତ୍ରପୁର,୧୭।୭(ଦିଲ୍ଲୀପ ସାମଲ): ପୁରୀ ସମେତ ବିଭିନ୍ନ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିର ଗୁଡ଼ିକରେ ରଥଯାତ୍ରା ଧୂମଧାମରେ ପାଳନ କରାଯାଇଛି । ଛତ୍ରପୁର ତାଡେପଲ୍ଲୀ…

ଅଲଇଣ୍ଡିଆ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା: ଛତିଶଗଡ଼ରେ ଚମକିବେ ୟୁରୋ ସ୍କୁଲର ଛାତ୍ରୀଛାତ୍ର

ଛତ୍ରପୁର,୧୭।୭(ଦିଲ୍ଲୀପ ସାମଲ): ଛତିଶଗଡରେ ଚମକିବେ ୟୁରୋ ସ୍କୁଲର ଛାତ୍ରୀଛାତ୍ର। ଛତିଶଗଡ଼ ଭିଲାଇଠାରେ ୧୭ ଠାରୁ ୧୯ ତାରିଖ ୩ ଦିନିଆ ସିବିଏସଇ ଅଲଇଣ୍ଡିଆ କ୍ଲଷ୍ଟରସ୍ତରୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା…

ଖୋଲା ଆକାଶତଳେ ଛାତ୍ରୀଛାତ୍ରଙ୍କ ମଧ୍ୟାହ୍ନଭୋଜନ: ଅବ୍ୟବସ୍ଥାରେ ସର୍ବପୁରାତନ ପ୍ରାଥମିକ ବିଦ୍ୟାଳୟ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ):ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ, ଛାତ୍ରୀଛାତ୍ରଙ୍କୁ…

କଙ୍ଗୋ ଜଙ୍ଗଲରୁ ମିଳିଲା ନୂଆ ପ୍ରଜାତିର ମାଙ୍କଡ଼, କମଳା ରଙ୍ଗର ଓଠ ସାଙ୍ଗକୁ…

କିନ୍‌ସାସା/ଫ୍ଲୋରିଡା, ୧୭ା୭: ଡେମୋକ୍ରାଟିକ ରିପବ୍ଲିକ ଅଫ୍‌ କଙ୍ଗୋ (ଡି.ଆର୍‌. କଙ୍ଗୋ)ର ଦୁର୍ଗମ ଜଙ୍ଗଲରେ ଗବେଷକମାନେ ସମ୍ପୂର୍ଣ୍ଣ ନୂଆ ପ୍ରଜାତିର ମାଙ୍କଡ଼ ଖୋଜିପାଇଛନ୍ତି। କଳା ରଙ୍ଗର ଚମକଦାର ଲୋମ,…

ଶ୍ରୀଲିଙ୍ଗରାଜ ମନ୍ଦିର ଗର୍ଭଗୃହରେ ସୋନୁ ନିଗମଙ୍କ ଫଟୋ ଭାଇରାଲ: ଉଠିଲା ପ୍ରଶ୍ନବାଚୀ

ପୁରୁଣାଭୁବନେଶ୍ୱର,୧୭ା୭(ସୁବାସ ଚନ୍ଦ୍ର ପ୍ରଧାନ):ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ଗର୍ଭଗୃହରେ ବଲିଉଡ୍‌ କଣ୍ଠଶିଳ୍ପୀ ସୋନୁ ନିଗମ ପୂଜାର୍ଚ୍ଚନା କରୁଥିବା ସମୟର ଏକ ଫଟୋ ଗୁରୁବାର ସୋସିଆଲ…

ଟ୍ରମ୍ପଙ୍କ ବଡ଼ ଅଭିଯୋଗ, ୨୨ କୋଟି ଆମେରିକୀୟ ଭୋଟରଙ୍କ ଡାଟା ଚୋରି କରିଛି ଚାଇନା

ଓ୍ବାଶିଂଟନ,୧୭।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକା ନିର୍ବାଚନ ତଥ୍ୟ ସହିତ ଚାଇନା ଅଦଳବଦଳ କରୁଥିବା ଅଭିଯୋଗ କରିଛନ୍ତି। ୨୫ମିନିଟର ଏକ ଭାଷଣରେ ସେ କହିଛନ୍ତି ଯେ,…

ମହାପ୍ରଭୁଙ୍କ ମସ୍ତକରେ କାହିଁକି ନ ଥିଲା ଟାହିଆ; ସବୁ ଗୁମର ଖୋଲିଦେଲେ ସେବାୟତ: ଜାଣନ୍ତୁ ଭିତରେ କ’ଣ ସବୁ ଘଟିଥିଲା

ପୁରୀ,୧୭।୭(ଅଜିତ୍‌ କୁମାର ମହାନ୍ତି):ମହାପ୍ରଭୁଙ୍କ ଘୋଷଯାତ୍ରାରେ ଅନ୍ୟତମ ମୁଖ୍ୟ ଆକର୍ଷଣ ସାଜିଥାଏ ମହାପ୍ରଭୁଙ୍କ ମସ୍ତକରେ ଲାଗିଥିବା ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ। ପ୍ରତ୍ୟେକ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri