ଅର୍ଚ୍ଚନା ନାଗ ମାମଲା: ଇଡିରେ ହାଜର ହେଲେ ଦୁଇ ସୁନା ବ୍ୟବସାୟୀ

ଭୁବନେଶ୍ୱର,୧୭ା୧୨(ବ୍ୟୁରୋ): ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାରେ ଦୁଇ ପ୍ରତିଷ୍ଠିତ ସୁନା ବ୍ୟବସାୟୀଙ୍କୁ ଶନିବାର ପଚରାଉଚରା କରିଛି ଇଡି। ଅର୍ଚ୍ଚନା ଏବଂ ତାଙ୍କ ସ୍ବାମୀ ଜଗବନ୍ଧୁ କେବେ କେତେ ସୁନା କିଣିଥିଲେ ସେସବୁର ତଥ୍ୟ ଦାଖଲ କରିଛନ୍ତି ଦୁଇ ସୁନା ବ୍ୟବସାୟୀ। ତେବେ ଏହି ପଚରାଉଚରାରେ ଇଡି ହାତରେ ଆଉ କିଛି ତଥ୍ୟ ଲାଗିପାରେ ବୋଲି କୁହାଯାଉଛି।

ଅନ୍ୟପକ୍ଷରେ ଆଜି ଶ୍ରଦ୍ଧାଞ୍ଜଳି, ଅର୍ଚ୍ଚନା ଏବଂ ଜଗବନ୍ଧୁଙ୍କୁ ମୁହାଁମୁହିଁ ଜେରା କରିଛି ଇଡି। ଜେରା ବେଳେ ଅର୍ଚ୍ଚନା ଅସୁସ୍ଥ ଅନୁଭବ କରୁଥିବା କହିବାରୁ ଡାକ୍ତରଙ୍କୁ ଡକାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?