Posted inଜାତୀୟ

ସୋପୋରରୁ ଲସ୍କରର ଦୁଇ ହାଇବ୍ରିଡ ଆତଙ୍କବାଦୀ ଗିରଫ, ଚାଇନା ନିର୍ମିତ ଅସ୍ତ୍ରଶସ୍ତ୍ର ଜବତ

ଶ୍ରୀନଗର,୨୨ ।୯: ଉତ୍ତର କଶ୍ମୀରର ବାଳାମୁଳ ଜିଲାର ସୋପୋରରୁ ବୁଧବାର ରାତିରେ ସୁରକ୍ଷାକର୍ମୀ ଲସ୍କର-ଏ-ତୋଏବା ଆତଙ୍କବାଦୀ ସଙ୍ଗଠନର ଦୁଇ ଜଣ ହାଇବ୍ରିଡ ଆତଙ୍କବାଦୀଙ୍କୁ ଗିରଫ କରିଛନ୍ତି । ସେମାନଙ୍କ ନିକଟରୁ ପିସ୍ତଲ, ଚାଇନା ନିର୍ମିତ ଗ୍ରେନେଡ ତଥା ଗୁଳି ଜବତ କରାଯାଇଛି । ଧରାପଡିଥିବା ଦୁଇ ଆତଙ୍କବାଦୀଙ୍କୁ ପଚରା ଉଚରା କରାଯାଉଛି । ପୋଲିସର ସୂଚନା ଅନୁଯାୟୀ ଧରାପଡିଥିବା ଦୁଇ ଆତଙ୍କବାଦୀ ମଟିଂଗୁ ନିବାସୀ ଇମତିୟାଜ ଅହମଦ ଗନେଇ ଓ ୱସିମ ଅହମଦ ଲୋନ ଏମାନେ ଲସ୍କର-ଏ-ତୋଏବା ପାଇଁ ହାଇବ୍ରିଡ ଆତଙ୍କି ତଥା ଓଭର ଗ୍ରାଉଣ୍ଡ ୱାର୍କର ଭାବେ କାମ କରନ୍ତି ।
ସୋପୋରର ବ୍ରଥ କଲାଂ ନିବାସୀ ସକ୍ରିୟ ଆତଙ୍କବାଦୀ ବିଲାଲ ଇମାଜ ମିରଙ୍କ ଇସାରାରେ ସୋପୋର ଓ ଏହାର ଆଖପାଖ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ସାଧାରଣ ନାଗରିକଙ୍କ ଉପରେ ଆକ୍ରମଣ କରିବା ଯୋଜନାରେ ଥିଲେ । ଆତଙ୍କବାଦୀଙ୍କ ଉପସ୍ଥିତି ଜାଣିବା ପରେ ବଟିଂଗୁ ଗ୍ରାମକୁ ଘେରାଉ କରି ତଲାସି ଅଭିଯାନ ଆରମ୍ଭ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ...

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ଏମିତି ଦେଶ, ଯେଉଁଠି ଦେଖିବାକୁ ମିଳନ୍ତି ନାହିଁ ପିମ୍ପୁଡ଼ି, କାରଣ ଜାଣିଲେ…

ପିମ୍ପୁଡ଼ି ସବୁଠି ଦେଖାଯାନ୍ତି। ପୃଥିବୀରେ ଏପରି କୌଣସି ସ୍ଥାନ ନାହିଁ, ଯେଉଁଠାରେ ପିମ୍ପୁଡ଼ି ନାହାନ୍ତି। ସାରା ବିଶ୍ୱରେ ବିଭିନ୍ନ ପ୍ରକାରର ପିମ୍ପୁଡ଼ି ଦେଖିବାକୁ ମିଳିଥାନ୍ତି। ସେମାନଙ୍କ...

ପୁଅକୁ ନେଇ ଏମିତି କହିଦେଲେ ବିକି କୌଶଳ: ବଢୁଛି ଚର୍ଚ୍ଚା

ନିକଟରେ ଅଭିନେତା ବିକି କୌଶଳ ବାପା ହୋଇଛନ୍ତି। ଏଥିପାଇଁ ତାଙ୍କ ଖୁସି କହିଲେ ନ ସରେ। ସ୍ତ୍ରୀ ତଥା ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ସହ ସେ...

ମସ୍କଙ୍କ ବଡ଼ ବିଜୟ! ୭ ବର୍ଷର ଲଢ଼େଇ ଶେଷ, କୋର୍ଟ ଫେରାଇଲେ…..

ନୂଆଦିଲ୍ଲୀ,୨୦ା୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ୍ ମସ୍କ ଏକ ବଡ଼ ବିଜୟ ହାସଲ କରିଛନ୍ତି । ସାତ ବର୍ଷର ଆଇନଗତ ଲଢ଼େଇ ପରେ, ଡେଲାୱେର୍...

ନୋଟ୍‌ ଛାପା କାରଖାନାରେ କିପରି ପାଇବେ ଚାକିରି, ଜାଣନ୍ତୁ କେତେ ମିଳିବ ଦରମା, ଏମିତି କରନ୍ତୁ ଆବେଦନ…

ନୂଆଦିଲ୍ଲୀ,୨୦ା୧୨: ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକମାନଙ୍କ ପାଇଁ ନୋଟ୍‌ ଛାପା କାରଖାନାରେ କାମ କରିବାର ସ୍ବପ୍ନ ବିଶେଷ ଗୁରୁତ୍ୱପୂର୍ଣ୍ଣ। ଯଦି ଆପଣ ମଧ୍ୟ...

ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା: ଗିଲ୍‌ ପଡିଲେ ବାଦ୍‌, ଜାଣନ୍ତୁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୨୦।୧୨: ICC ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଆଜି ଭାରତୀୟ କ୍ରିକେଟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କୁ ଦଳର ଅଧିନାୟକ ଭାବରେ ନିଯୁକ୍ତ କରାଯାଇଥିବା...

୨୦୨୬ରେ ଏହି ୫ଟି ଚାକିରିର ବଢିଯିବ ଡିମାଣ୍ଡ, ମିଳିବ ମୋଟା ଅଙ୍କର ଦରମା!

ନୂଆଦିଲ୍ଲୀ,୨୦।୧୨: ଯଦି ଆପଣ ଆଗାମୀ ବର୍ଷରେ ଆପଣଙ୍କ କ୍ୟାରିଅରକୁ ନୂତନ ଶିଖରରେ ପହଞ୍ଚାଇବାକୁ ଚାହାଁନ୍ତି, ତେବେ 2026 ଆପଣଙ୍କ ପାଇଁ ଏକ ବଡ଼ ସୁଯୋଗ ଆଣିଦେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri