Posted inଜାତୀୟ

ସୋପୋରରୁ ଲସ୍କରର ଦୁଇ ହାଇବ୍ରିଡ ଆତଙ୍କବାଦୀ ଗିରଫ, ଚାଇନା ନିର୍ମିତ ଅସ୍ତ୍ରଶସ୍ତ୍ର ଜବତ

ଶ୍ରୀନଗର,୨୨ ।୯: ଉତ୍ତର କଶ୍ମୀରର ବାଳାମୁଳ ଜିଲାର ସୋପୋରରୁ ବୁଧବାର ରାତିରେ ସୁରକ୍ଷାକର୍ମୀ ଲସ୍କର-ଏ-ତୋଏବା ଆତଙ୍କବାଦୀ ସଙ୍ଗଠନର ଦୁଇ ଜଣ ହାଇବ୍ରିଡ ଆତଙ୍କବାଦୀଙ୍କୁ ଗିରଫ କରିଛନ୍ତି । ସେମାନଙ୍କ ନିକଟରୁ ପିସ୍ତଲ, ଚାଇନା ନିର୍ମିତ ଗ୍ରେନେଡ ତଥା ଗୁଳି ଜବତ କରାଯାଇଛି । ଧରାପଡିଥିବା ଦୁଇ ଆତଙ୍କବାଦୀଙ୍କୁ ପଚରା ଉଚରା କରାଯାଉଛି । ପୋଲିସର ସୂଚନା ଅନୁଯାୟୀ ଧରାପଡିଥିବା ଦୁଇ ଆତଙ୍କବାଦୀ ମଟିଂଗୁ ନିବାସୀ ଇମତିୟାଜ ଅହମଦ ଗନେଇ ଓ ୱସିମ ଅହମଦ ଲୋନ ଏମାନେ ଲସ୍କର-ଏ-ତୋଏବା ପାଇଁ ହାଇବ୍ରିଡ ଆତଙ୍କି ତଥା ଓଭର ଗ୍ରାଉଣ୍ଡ ୱାର୍କର ଭାବେ କାମ କରନ୍ତି ।
ସୋପୋରର ବ୍ରଥ କଲାଂ ନିବାସୀ ସକ୍ରିୟ ଆତଙ୍କବାଦୀ ବିଲାଲ ଇମାଜ ମିରଙ୍କ ଇସାରାରେ ସୋପୋର ଓ ଏହାର ଆଖପାଖ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ସାଧାରଣ ନାଗରିକଙ୍କ ଉପରେ ଆକ୍ରମଣ କରିବା ଯୋଜନାରେ ଥିଲେ । ଆତଙ୍କବାଦୀଙ୍କ ଉପସ୍ଥିତି ଜାଣିବା ପରେ ବଟିଂଗୁ ଗ୍ରାମକୁ ଘେରାଉ କରି ତଲାସି ଅଭିଯାନ ଆରମ୍ଭ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?