ଗୋଟିଏ ଦିନରେ ଦୁଇ ଦୁଇ ଥର ଅଘଟଣ: ପାରଳାଖେମୁଣ୍ଡି ଷ୍ଟେଶନରେ ଆଉଜଣେ ଯୁବକ ମୃତ

ପାରଳାଖେମୁଣ୍ଡି,୨ା୩(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ଟ୍ରେନଲାଇନରେ ପଡି ପୁଣି ଆଉଜଣେ ଯୁବକଙ୍କ ମୃତ୍ୟୁ ବରଣ କରିଛନ୍ତି। ମୃତ ଯୁବକ ଜଣକ ଜେ. ବାଳକୃଷ୍ଣ । ସେ ଆନ୍ଧ୍ରପ୍ରଦେଶର ପୁରୁଣାପାଟଣା ମଣ୍ଡଳ ବାଘାନ୍ତରା ଗ୍ରାମର ବୋଲି ଜଣାପଡିଛି । ପାରଳାଖେମୁଣ୍ଡି ନିକଟସ୍ତ ଗୋପାଳପୁରମ ନିକଟରେ ଟ୍ରେନରୁ ଖସିପଡିଥିଲେ ଯୁବକଜଣକ । ଅସାଵଧାନତାରୁ ତାଙ୍କର ମୃତ୍ୟୁ ଘଟିଛି। ପୁରୀ ଗୁଣପୁର ପାସିଞ୍ଜର ଟ୍ରେନରେ ଘଟିଛି ଏହି ଅଘଟଣା । ଏଥିସହିତ ଆଜି ଦିନକରେ ପାରଳାଖେମୁଣ୍ଡି ରେଳ ଲାଇନରେ ୨ଜଣକ ମୃତ୍ୟୁ ଘଟିଛି । ପୂର୍ବରୁ ବିଶାଖାପାଟଣା ଗୁଣୁପୁର ପାସେଞ୍ଜର ଟ୍ରେନ୍‌ ଆଗରେ ଜଣେ ଯୁବକ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

୫୦ରୁ ଅଧିକ ଫଳଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri