ସିକାଗୋ ପୋଲିସ ଷ୍ଟେଶନ ଭିତରେ ଗୁଳିକାଣ୍ଡ, ଦୁଇ ଆହତ

ସିକାଗୋ, ୨୭ ।୯: ଆମେରିକାର ସିକାଗୋ ସହର ୱେଷ୍ଟ ସାଇଟରେ ଥିବା ଏକ ପୋଲିସ କାର୍ଯ୍ୟାଳୟ ଭିତରେ ସୋମବାର ଜଣେ ବ୍ୟକ୍ତି ଆଉ ଜଣେ ବ୍ୟକ୍ତିଙ୍କୁ ଗୁଳି କରିଥିଲେ । ଏଥିରେ ସିକାଗୋ ପୋଲିସର ଜଣେ ଅଧିକାରୀ ବି ଆହତ ହୋଇଛନ୍ତି । ଏ ସମ୍ପର୍କରେ ସୂଚନା ଜଣେ ପ୍ରବକ୍ତା ଦେଇଛନ୍ତି । ପୋଲିସ ପ୍ରବକ୍ତା ଟମ ହର୍ନ ସ୍ଥାନୀୟ ମିଡିଆକୁ କହିଛନ୍ତି, ହୋମନ ସ୍କୋୟାର ସ୍ଥିତ କୋଠାରେ ଦ୍ୱିପ୍ରହରରେ ପ୍ରଥମେ ଗୁଳି ଫୁଟିଥିଲା । ତେବେ ଜଣେ ପୋଲିସ ଅଧିକାରୀଙ୍କୁ ଗୁଳି ଲାଗି ନ ଥିଲେ ମଧ୍ୟ ସେ ଆହତ ହୋଇଥିବାରୁ ତାଙ୍କୁ ସେନା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଅନ୍ୟଜଣେ ଗୁରୁତର ଆହତଙ୍କୁ ଅନ୍ୟଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri