ନିର୍ବାଚନ ନେଇ ରାଜନୀତି ସରଗରମ: ପ୍ରାର୍ଥିପତ୍ର ପ୍ରତ୍ୟାହାର କଲେ ୨ ସ୍ବାଧୀନ ପ୍ରାର୍ଥୀ

ଗଞ୍ଜାମ,୧୪।୩(ଡି.ଏନ୍‌.ଏ.): ଆଗାମୀ ୨୪ ତାରିଖରେ ପୌରନିର୍ବାଚନ ହେବ। ଏ ନେଇ ଗଞ୍ଜାମ ଏନ୍‌ଏସିରେ ଚୂଡାନ୍ତ ପାର୍ଥୀ ତାଲିକା ସୋମବାର ପ୍ରକାଶ ପାଇଛି। ସୋମବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଶେଷ ଦିନରେ ୱାର୍ଡ ନଂ. ୧ ର ଦୁଇଜଣ ସ୍ବାଧୀନ ପ୍ରାର୍ଥୀ ସନ୍ୟାସୀ ଜେନା ଏବଂ ପପୁ ମହାନ୍ତି ନିଜ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିଥିବା ଏନ୍‌ଏସି ପ୍ରଶାସନ ପକ୍ଷରୁ କୁହାଯାଇଛି । ଚେୟାରମ୍ୟାନ ପ୍ରାର୍ଥୀ କେହି ପ୍ରତ୍ୟାହାର କରି ନାହାନ୍ତି। ଚାରି ଚେୟାରମ୍ୟାନ୍‌ଙ୍କ ସମେତ ୩୩ ଜଣ ପାର୍ଥୀ ନିର୍ବାଚନ ମଇଦାନରେ ଅଛନ୍ତି। ପୂର୍ବରୁ ୱାର୍ଡ ୩ ରେ ବିଜେଡି କାଉନ୍‌ସିଲର ପ୍ରାର୍ଥିନୀ ରାଇବାରୀ ଯାନୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri