Posted inଖେଳ

ଭାରତୀୟ ଦଳ ପାଇଁ ବଢିଲା ଚିନ୍ତା: ରିଷଭ ପନ୍ତଙ୍କୁ କରୋନା

ଲଣ୍ଡନ,୧୫।୭: ଇଂଲଣ୍ଡ ଗସ୍ତରେ ଯାଇଥିବା ଭାରତୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କୁ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡିଛି। ୟୁରୋ କପରେ ଇଂଲଣ୍ଡ ଏବଂ ଜର୍ମାନୀ ମଧ୍ୟରେ ମ୍ୟାଚ ଦେଖିବା ପାଇଁ ପନ୍ତ କିଛି ଦିନ ପୂର୍ବରୁ ଲଣ୍ଡନର ୱେମ୍ବଲି ଷ୍ଟାଡିୟମକୁ ଯାଇଥିଲେ। ଷ୍ଟାଡିୟମରେ ପନ୍ତ ମଧ୍ୟ ହଜାର ହଜାର ଲୋକଙ୍କ ମଧ୍ୟରେ ମାସ୍କ ନ ପିନ୍ଧି ପ୍ରଶଂସକଙ୍କ ସହ ଫଟୋ ଉଠାଇଥିଲେ। ଏବେ ସେ କରୋନାର ଶିକାର ହୋଇଛନ୍ତି। ଜୁଲାଇ ୧୯ ପର୍ଯ୍ୟନ୍ତ ପନ୍ତଙ୍କୁ ଅଲଗା ରହିବାକୁ ପଡ଼ିବ। ଏହା ପରେ ତାଙ୍କର କରୋନା ପରୀକ୍ଷା ପୁଣି କରାଯିବ। ଯଦି ପନ୍ତଙ୍କ ରିପୋର୍ଟ ନେଗେଟିଭ୍‌ ଆସେ, ତେବେ ସେ ଜୁଲାଇ ୨୦ରୁ ଡରହମ୍‌ରେ ହେବାକୁ ଥିବା ଅଭ୍ୟାସ ମ୍ୟାଚ୍‌ରେ ଅଂଶଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆରସିବିକୁ ନେଇ ଭବିଷ୍ୟବାଣୀ କଲେ ଏହି କ୍ରିକେଟର୍‌, କହିଲେ…

ନୂଆଦିଲ୍ଲୀ,୫।୪: ବିରାଟ କୋହଲି ହେଉଛନ୍ତି ଭାରତର ସବୁଠାରୁ ସଫଳ ଟେଷ୍ଟ ଅଧିନାୟକ। ତାଙ୍କ ଅଧିନାୟକତ୍ୱରେ ଭାରତ ଗତ କିଛି ମାସ ମଧ୍ୟରେ ଅଷ୍ଟ୍ରେଲିଆ, ଇଂଲଣ୍ଡ ଭଳି...

କ୍ରିକେଟ୍‌କୁ ଅଲବିଦା କହିଲେ ଭାରତକୁ ବିଶ୍ୱକପ୍‌ ଜିତାଇଥିବା ବୋଲର୍‌

ନୂଆଦିଲ୍ଲୀ,୩।୨: ୨୦୦୭ରେ ଭାରତ ଟି-୨୦ ବିଶ୍ୱକପ ଜିତାଇଥିବା ଦ୍ରୁତ ବୋଲର ଯୋଗୀନ୍ଦର ଶର୍ମା ସମସ୍ତ ପ୍ରକାର କ୍ରିକେଟ୍‌ରୁ ଅବସର ନେଇଛନ୍ତି। ସେ ଶୁକ୍ରବାର ଟୁଇଟ୍‌ ଯୋଗେ...

ଅଭ୍ୟାସ ମ୍ୟାଚ୍‌ରେ ମ୍ୟାଚ୍‌ ଦିନର ଭ୍ରମ

ନୂଆଦିଲ୍ଲୀ,୧୨।୬: ବାରବାଟୀ ଷ୍ଟାଡ଼ିୟମରେ ଶନିବାର ଉଭୟ ଭାରତ ଓ ଦକ୍ଷିଣ ଆଫ୍ରିକା ଖେଳାଳିମାନେ ଅଭ୍ୟାସ କରିଥିଲେ। ଅଭ୍ୟାସ ଦେଖିବା ଲାଗି ଓଡ଼ିଶା କ୍ରିକେଟ ଆସୋସିଏଶନ ପକ୍ଷରୁ...

ସ୍ବଦେଶ ଫେରିଲା ଭାରତୀୟ ଦଳ, ବିମାନବନ୍ଦରରେ ଭବ୍ୟ ସ୍ବାଗତ

ଆଘାତ ସହ ସଂଘର୍ଷ କରୁଥିବା ଭାରତୀୟ ଦଳ ଗୁରୁବାର ଐତିତିହାସିକ ପ୍ରଦର୍ଶନ ପରେ ଘରକୁ ଫେରିଛି। ବିମାନବନ୍ଦରଠାରେ ପ୍ରଶଂସକମାନେ ସେମାନଙ୍କ ପ୍ରିୟ ଖେଳାଳିଙ୍କ ଝଲକ ପାଇବାକୁ...

ଆଉ ଟେଷ୍ଟ କ୍ରିକେଟ ଖେଳିବାକୁ ଚାହୁଁନାହାନ୍ତି ଭାରତୀୟ ଦଳର ଏହି ପ୍ରମୁଖ ଖେଳାଳି; କାରଣ ଜାଣିଲେ…

ନୂଆଦିଲ୍ଲୀ,୧୫।୫: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ଏବଂ ଇଲଂଣ୍ଡ ବିପକ୍ଷରେ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ବିସିସିଆଇ ପକ୍ଷରୁ ଭାରତୀୟ ଦଳ ଘୋଷଣା...

ଖସିଲା ରୋହିତଙ୍କ ମାନ୍ୟତା

ଦୁବାଇ,୨୮।୭: ଶ୍ରୀଲଙ୍କା ଓ ଭାରତ ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ପରେ ଆଇସିସି ଖେଳାଳିଙ୍କ ର଼୍ୟାଙ୍କିଙ୍ଗ୍‌ରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଭାରତୀୟ ଅଧିନାୟକ ବିରାଟ କୋହଲି...

ଅବସର ଯୋଜନାକୁ ଖଣ୍ଡନ କଲେ ଏହି କ୍ରିକେଟର୍‌

ମାଞ୍ଚେଷ୍ଟର, ୧୦।୮- ନିକଟ ଅତୀତରେ ଦକ୍ଷତା ଅନୁସାରେ ପ୍ରଦର୍ଶନ କରିପାରି ନ ଥିଲେ ହେଁ ଏବେ ଅବସର ନେବାକୁ ତାଙ୍କର କୌଣସି ଯୋଜନା ନାହିଁ ବୋଲି...

ଦିଲ୍ଲୀରେ ଦକ୍ଷିଣ ଆଫ୍ରିକା ଦଳ, ଶନିବାର ଅଭ୍ୟାସ ଆରମ୍ଭ

ନୂଆଦିଲ୍ଳୀ,୨।୬: ଆସନ୍ତା ୯ ତାରିଖରୁ ଆରମ୍ଭ ହେବାକୁ ଥିବା ଭାରତ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ଲାଗି ଦକ୍ଷିଣ ଆଫ୍ରିକା ଦଳ ଗୁରୁବାର...

Advertisement
Archives

Model This Week