ଆମେରିକାର ‘ସର୍ବୋଚ୍ଚ ବୈଜ୍ଞାନିକ ସମ୍ମାନ’ ପାଇଲେ ଦୁଇ ଭାରତୀୟ ବଂଶୋଦ୍ଭବ

ଓ୍ବାଶିଂଟନ୍‌,୨୭।୧୦: ଆମେରିକାରେ ଦୁଇ ଭାରତୀୟଙ୍କୁ ସମ୍ମାନିତ କରାଯାଇଛି। ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ତାଙ୍କର ଅବଦାନ ପାଇଁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ତାଙ୍କୁ ସମ୍ମାନିତ କରିଛନ୍ତି। ଏହି ଦୁଇ ବୈଜ୍ଞାନିକ ହେଲେ ଅଶୋକ ଗଡଗିଲ ଏବଂ ସୁବ୍ରା ସୁରେଶ। ଦେଶର ଉନ୍ନତି ପାଇଁ ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା ଏବଂ ନବସୃଜନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ରଖିଥିବା ଅନେକ ଆମେରିକୀୟଙ୍କୁ ନ୍ୟାଶନାଲ ମେଡାଲ ଅଫ ସାଇନ୍ସ ଏବଂ ନ୍ୟାସନାଲ ମେଡାଲ ଅଫ ଟେକ୍ନୋଲୋଜି ଆଣ୍ଡ ଇନୋଭେସନ ସମ୍ମାନିତ କରିଛି ବୋଲି ହ୍ବାଇଟ ହାଉସ କହିଛି।

ଅଶୋକ ଗଡଗିଲ ମୁମ୍ବାଇରେ ଜନ୍ମଗ୍ରହଣ କରିଛନ୍ତି। ବିକାଶଶୀଳ ଦେଶଗୁଡିକ ସମ୍ମୁଖୀନ ହେଉଥିବା ସମସ୍ୟାଗୁଡିକ ଉପରେ ସେ ଅଧ୍ୟୟନ କରି ସେଗୁଡ଼ିକ ଉପରେ କାର୍ଯ୍ୟ କରିଛନ୍ତି। ପାନୀୟ ଜଳ, ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ତାଙ୍କର ଅବଦାନ ଅତୁଳନୀୟ। ସେହିପରି
ନ୍ୟାସନାଲ ସାଇନ୍ସ ଫାଉଣ୍ଡେସନର ପୂର୍ବତନ ମୁଖ୍ୟ ସୁବ୍ର ସୁରେଶ ବ୍ରାଉନ ୟୁନିଭରସିଟିର ସ୍କୁଲ ଅଫ ଇଞ୍ଜିନିୟରିଂର ପ୍ରଫେସର। ସେ ବିଜ୍ଞାନର ଅନେକ ଗୁରୁତ୍ୱପୂର୍ଣ୍ଣ ଦିଗ ଉପରେ ଗବେଷଣା କରିଛନ୍ତି। ଉଭୟ ଜୀବନ ରକ୍ଷାକାରୀ ପ୍ରଣାଳୀ ଓ ଖାଦ୍ୟ ନିରାପତ୍ତା ଉପରେ ଗବେଷଣା କରିଛନ୍ତି। ବିଜ୍ଞାନ କ୍ଷେତ୍ରରେ ତାଙ୍କର ଅବଦାନ ହେତୁ ଉଭୟଙ୍କୁ ଆମେରିକାର ସମ୍ମାନ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri