ଆତଙ୍କବାଦୀ ଆକ୍ରମଣରେ ଦୁଇ ଇସ୍ରାଏଲ ନାଗରିକ ନିହତ, ବାପା-ପୁଅଙ୍କ ଉପରେ ଅତି ନିକଟରୁ ଗୁଳି ଚାଳନା…

ତେଲ ଅଭିବ,୨୦।୮ : ପାଲେଷ୍ଟାଇନର ହୁୱାରା ଗାଁରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଦୁଇ ଜଣ ଇସ୍ରାଏଲ ନାଗରିକଙ୍କ ମୃତ୍ୟୁ ଘଟିଛି। ପ୍ରାଣ ହରାଇଥିଲେ। ଦୁହିଁଙ୍କୁ ୬୦ ବର୍ଷିୟ ଶାୟ ସିଲାସ ନିଗ୍ରେକର ଏବଂ ତାଙ୍କର ୨୮ ବର୍ଷର ପୁଅ ଆଭିଆଡ ବୋଲି ଜଣା ପଡିଛି। ଉଭୟ ଇସ୍ରାଏଲର ଆସଦୋଦର ବାସିନ୍ଦା ଥିଲେ।

ଶନିବାର ଅପରାହ୍ନରେ ହୁୱାରାର ଏକ କାରୱାଶରେ ଉଭୟଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ମ୍ୟାଗେନ ଡେଭିଡ ଇଡୋମର ଡାକ୍ତରମାନେ ତାଙ୍କୁ ଘଟଣାସ୍ଥଳରେ ମୃତ ଘୋଷଣା କରିଥିଲେ। ପ୍ରାଥମିକ ଅନୁସନ୍ଧାନ ଅନୁଯାୟୀ ଆତଙ୍କବାଦୀ ପିସ୍ତଲ ସହ ନିକଟରୁ ଗୁଳି ଚଳାଇ ଆକ୍ରମଣର ପରେ ଏକ ଗାଡିରେ ଘଟଣାସ୍ଥଳରୁ ପଳାଇ ଯାଇଥିଲେ।

ଉଭୟଙ୍କ ଶେଷ ରୀତିନୀତି ରବିବାର ଆଶଦୋଡରେ ଅନୁଷ୍ଠିତ ହେବ ବୋଲି କୁହାଯାଉଛି। ଆଇଡିଏଫ ହତ୍ୟାକାରୀ ଏବଂ ତାଙ୍କ ସହଯୋଗୀମାନଙ୍କ ସନ୍ଧାନ ପାଇଁ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟ୍‌ବଲରେ ଟ୍ରମ୍ପ୍‌ କାର୍ଡ

ବିଶ୍ୱକପ୍‌ ଫୁଟ୍‌ବଲ ୨୦୨୬ କ୍ରୀଡ଼ାପ୍ରେମୀଙ୍କୁ ଆବୋରି ରଖିଛି। ଏହି ସମୟରେ ଗୋଟେ ମିମ୍‌ ସୋସିଆଲ ମିଡିଆରେ ବେଶି ଘୂରି ବୁଲୁଥିବା ଦେଖାଯାଉଛି। ଆମେରିକା ଫୁଟ୍‌ବଲ ଦଳର ଷ୍ଟ୍ରାଇକର୍‌ଙ୍କୁ…

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

ହର୍ମୁଜ୍‌ରେ ୩ ଟ୍ୟାଙ୍କର ଉପରେ ଆକ୍ରମଣ

ତେହରାନ୍‌,୮ା୭: ଇରାନରେ ପୂର୍ବତନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମ ଚାଲିଥିବାବେଳେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ୩ଟି ଟ୍ୟାଙ୍କର ଉପରେ ଆକ୍ରମଣ ହୋଇଛି।…

ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ପ୍ରଶଂସା କଲେ ମୋଦି: କହିଦେଲେ ଏମିତି, ଚାରିଆଡେ ଚର୍ଚ୍ଚା

ଜାକର୍ତ୍ତା,୮ା୭: ଇଣ୍ଡୋନେସିଆ ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଭୂମିକା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ବିଜୁଙ୍କ…

ଆଜି ଏହି ୨ ଜିଲାରେ ଝଡ଼ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୮ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri