ଭାସୁଥିବା ଡଙ୍ଗାକୁ ଆଣିବାକୁ ଯାଇ ପୋଖରୀରେ ବୁଡ଼ିଗଲେ ୨ ନାବାଳକ

ପୁରୀ ଅଫିସ,୧୯।୧୧: ପୋଖରୀରେ ଭାସୁଥିବା ଡଙ୍ଗାକୁ ଆଣିବାକୁ ଯାଇ ୨ ନାବାଳକଙ୍କ ମୃତ୍ୟୁ ଘଟିଛି। ଏପରି ହୃଦୟବିଦାରକ ଘଟଣା ପୁରୀ ଜିଲା ନିମାପଡ଼ା ଥାନା ଅଞ୍ଚଳରେ ଘଟିଛି। ଶୁକ୍ରବାର କାର୍ତ୍ତିକ ପୂର୍ଣ୍ଣିମା ଲାଗି ଆଳିପିଙ୍ଗଳ ଗାଁ ଉତ୍ସବ ମୁଖର ହୋଇଥିଲା। ଡଙ୍ଗା ଭସା ସରିବା ପରେ ସଙ୍କୀର୍ତ୍ତନମଣ୍ଡଳୀ ଗାଁ ପରିକ୍ରମା କରିଥିଲେ। ସଙ୍କୀର୍ତ୍ତନମଣ୍ଡଳୀ ସହିତ ଶକ୍ତି ସାହୁ (୭) ଓ ସାଇରାମ ବାରିକ (୧୦) ବୁଲୁଥିଲେ। ପରେ ଭାସୁଥିବା ଡଙ୍ଗା ଦେଖି ସେମାନେ ଆଣିବାକୁ ଯାଉଥିଲେ। ଅସାବଧାନତା ଯୋଗୁ ସେମାନଙ୍କ ପାଦ ଖସି ଯାଇଥିଲା। ପାଦ ଖସି ଯିବାରୁ ଶକ୍ତି ଓ ସାଇରାମ ପୋଖରୀରେ ବୁଡ଼ି ଯାଇଥିଲେ। ସଙ୍ଗେ ସଙ୍ଗେ ସେମାନଙ୍କୁ ଉଦ୍ଧାର କରାଯାଇ ନିମାପଡ଼ା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ୍‌, ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

ରାଉରକେଲା,୧୪।୭: ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀ ତରଙ୍ଗ ଥାନା ଅଞ୍ଚଳରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ହାଇଓ୍ବା ଟ୍ରକ ବାଇକ୍‌କୁ ଧକ୍କା ଦେଇ ଉପରେ ଚଢ଼ିଯାଇଥିଲା।…

ଘରେ ଝିଅକୁ ସ୍ତନ୍ୟପାନ କରାଉଥିଲେ ମା’: ମାଡ଼ିଗଲା ଟ୍ରକ୍‌, ଆଉ ତା’ପରେ ଯାହା ଘଟିଲା…

ସମ୍ବଲପୁର,୧୪।୭(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ସଦର ଥାନା ଅନ୍ତର୍ଗତ ବାରିବନ୍ଧ ନିକଟ ଜାତୀୟ ରାଜପଥ(୫୩)ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ବାରିବନ୍ଦ…

SOP ଘୋଷଣା କଲେ ଉଚ୍ଚଶିକ୍ଷା ମନ୍ତ୍ରୀ: କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାକୁ ନେଇ…

ଭୁବନେଶ୍ୱର,୧୪।୭:କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାକୁ ନେଇ SOP ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ମଙ୍ଗଳବାର ଏକ ପ୍ରେସମିଟ ଜରିଆରେ ସେ ଏନେଇ ସୂଚନା…

ହର୍ମୁଜ ପ୍ରଣାଳୀରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଆକ୍ସନରେ ଭାରତ ସରକାର

ନୂଆଦିଲ୍ଲୀ,୧୪।୭: ହର୍ମୁଜ ପ୍ରଣାଳୀରେ ୟୁଏଇ ଟ୍ୟାଙ୍କର ଉପରେ ଆକ୍ରମଣ ପରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ହୋଇଛି, ଯାହା ଭାରତ ସରକାରଙ୍କୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ…

ରୋହିତ ଶର୍ମାଙ୍କ ଆଖିରେ ଲୁହ: ଜାଣନ୍ତୁ ପୂରା ଘଟଣା…

ନୂଆଦିଲ୍ଲୀ,୧୪।୭: ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜ ଆରମ୍ଭ ହେବ। ଟି-୨୦ ସିରିଜ୍‌ ହାରିବା ପରେ ଦିନିକିଆ ସିରିଜ୍‌ ହାତେଇବାକୁ ପଡ଼ିଆକୁ ଓହ୍ଲାଇବ ଭାରତ।…

ଟ୍ରେନରେ ଚତୁର୍ଥୀ ପରେ ଏବେ ରୁଦ୍ରାଭିଷେକ, ଭାଇରାଲ ହୋଇଛି ଭିଡିଓ

ନୂଆଦିଲ୍ଲୀ,୧୪ା୭: ନିକଟରେ, ଏକ ଟ୍ରେନରେ ଫୁଲ ସଜା ହୋଇ ଚତୁର୍ଥୀ ରାତି ପାଇଁ ଆୟୋଜନ ହୋଇଥିବା ଭିଡିଓ ଭାଇରାଲ ହୋଇଥିଲା । ବର୍ତ୍ତମାନ ଚଳନ୍ତା ଟ୍ରେନରେ ପୂଜା…

ଶାବର ଶ୍ରୀକ୍ଷେତ୍ରରେ ନବଯୌବନ ବେଶରେ ମହାପ୍ରଭୁ: ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ସମାଗମ

କୋରାପୁଟ, ୧୪।୭ (ଅମିତାଭ ବେହେରା): ପବିତ୍ର ନେତ୍ର ଉତ୍ସବ ଅବସରରେ ମଙ୍ଗଳବାର କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ନବଯୌବନ ବେଶରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ସକାଳଠାରୁ ଭକ୍ତଙ୍କ ପ୍ରବଳ…

ଜାତିସଂଘ ସୁରକ୍ଷା ପରିଷଦରେ ସଦସ୍ୟତା ପାଇଁ ଅଣ୍ଟା ଭିଡ଼ିଲା ଭାରତ

ନୂଆଦିଲ୍ଲୀ,୧୪।୭:ଭାରତ ୨୦୨୮-୨୯ କାର୍ଯ୍ୟକାଳ ପାଇଁ ଜାତିସଂଘ ସୁରକ୍ଷା ପରିଷଦ (UNSC)ର ଅସ୍ଥାୟୀ ସଦସ୍ୟ ହେବା ପାଇଁ ନିର୍ବାଚନ ଅଭିଯାନ ଆରମ୍ଭ କରିଛି। ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri