ସାଳନ୍ଦୀ ନଦୀରେ ଭାସିଗଲେ ଦୁଇ କାଉଡ଼ିଆ

ଖଇରା,୭ା୮(ଉତ୍କଳବନ୍ଧୁ ପଣ୍ଡା): ଅଣିଜସ୍ଥିତ ସିନ୍ଧୁକେଶ୍ବର ଶିବ ମନ୍ଦିରରେ ପାଣି ଢାଳିବାକୁ ସାଳନ୍ଦୀରେ ଗାଧୋଇବାକୁ ଯାଇ ସୋମବାର ୨ କାଉଡ଼ିଆ ନିଖୋଜ ହୋଇ ଯାଇଛନ୍ତି। ନିଖୋଜ ଦ୍ବୟ ହେଲେ ଖଇରା ବ୍ଲକ ସାନଜୟୀପୁର ଗ୍ରାମର ରାଜେନ୍ଦ୍ର ସାହୁ (୨୨) ଓ କାଠିଆ ମହାକୁଡ଼(୨୧)। ଆଜି ସକାଳେ ଅନ୍ୟ ସାଙ୍ଗମାନଙ୍କ ସହ ଜଳାଭିଷେକ ପାଇଁ ବରଦା ନିକଟରେ ସାଳନ୍ଦୀକୁ ଗାଧୋଇବାକୁ ଯାଇଥିଲେ। ୩ ଜଣ ଭାସି ଯାଇଥିବା ବେଳେ ଜଣକୁ ଓଡ୍ରାଫ ଟିମ୍‌ ଉଦ୍ଧାର କରିଥିବା ବେଳେ ଉପରୋକ୍ତ ଯୁବକଙ୍କ ପତ୍ତା ମିଳୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

‘ଭଲ ପାଠ ପଢ଼ି ସୁନାମ ଆଣନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବୀଣାପାଣି ନର୍ସରୀ ସ୍କୁଲର ୩୯ ତମ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି। ସ୍କୁଲ ପରିଚାଳନା କମିଟି ସଭାପତି ତଥା ବରିଷ୍ଠ…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ଜାଣନ୍ତୁ କେତେ କ’ଣ ମିଳିଲା

ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିର ଦାନହୁଣ୍ଡି ଶନିବାର ଖୋଲିଛି। ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରାଙ୍କ…

ନବୀନଙ୍କ ନାଁରେ ସାଂଘାତିକ ଅଭିଯୋଗ: ନିଦରୁ ଉଠି ପ୍ରଳାପ କରୁଛନ୍ତି…

ଭୁବନେଶ୍ୱର,୭।୨: ବିରୋଧୀଦଳ ନେତା ନବୀନଙ୍କୁ AG ପୀତାମ୍ବର ଆଚାର୍ଯ୍ୟ କଡ଼ା କାଉଣ୍ଟର କରିଛନ୍ତି। ‘ଏକ୍ସ’ରେ ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ନବୀନଙ୍କ ମନ୍ତବ୍ୟକୁ ନେଇ କଡ଼ା ଜବାବ…

ମନର ଭାବନାକୁ ପାର୍ଟନରଙ୍କ ଆଗରେ ଖୋଲାଖୋଲି ପ୍ରକାଶ କରିବାର ଦିନଟିଏ…

ପ୍ରତିବର୍ଷ ଫେବୃଆରୀ ୮ରେ ବିଶେଷକରି ଯୁବପିଢ଼ି ପାଳନ କରିଥାନ୍ତି ପ୍ରପୋଜ ଡେ’। ଭାଲେଣ୍ଟାଇନ୍ସ ଉଇକ୍‌ର ଦ୍ୱିତୀୟ ଦିନ ହେଉଛି ପ୍ରପୋଜ ଡେ’। ଏହି ଦିନଟି ନିଜର ଭାବନାକୁ…

T20 World Cupରେ ସବୁଠାରୁ ଦ୍ରୁତତମ ଅର୍ଦ୍ଧଶତକ କଲେ ଶିମରନ ହେଟମାୟାର, ଭାଙ୍ଗିଲା କ୍ରିସ ଗେଲଙ୍କ ୧୬ ବର୍ଷ ପୁରୁଣା ରେକର୍ଡ

ନୂଆଦିଲ୍ଲୀ,୬।୨: 2026 T20 World Cupର ଦ୍ୱିତୀୟ ମ୍ୟାଚ ୱେଷ୍ଟଇଣ୍ଡିଜ ଏବଂ ସ୍କଟଲାଣ୍ଡ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚରେ ଶିମରନ ହେଟମାୟାର କ୍ରିସ ଗେଲଙ୍କ ୧୬ ବର୍ଷର…

ମେକ୍ସ ପିକଅପରେ ଚାଲାଣ ବେଳେ ମାଡ଼ିବସିଲା ଅଡବା ପୋଲିସ, ପୁରୀକୁ ଭାଙ୍ଗ…

ମୋହନା,୭।୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ବେବେରୀ ଛକରୁ ୧୧ କ୍ବିଣ୍ଟାଲରୁ ଉର୍ଦ୍ଧ୍ ଭାଙ୍ଗ ଜବତ କଲା ଅଡବା ପୋଲିସ ।…

ତୁଟୁନି ବିବାଦ ନାଣ୍ଡୁଙ୍କ ନାଁରେ ଏତଲା ପରେ ଏତଲା

ଭୁବନେଶ୍ୱର,୭।୨: ନାଣ୍ଡୁ ବାବୁଙ୍କ ପିଛା ଛାଡ଼ୁନାହିଁ ବିବାଦ। ପୁଣି ଥରେ ବିବାଦର ଅଡ଼ୁଆ ସୂତାରେ ଛନ୍ଦି ହୋଇଛନ୍ତି ତୁଳସୀ ଗଣନାଟ୍ୟର ମାଲିକ । କଳାକାରଙ୍କୁ ନିର୍ଯାତନା ଦେଉଥିବା…

ଜଙ୍ଗଲ କାଟି ଅଫିମ ଚାଷ, ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଛ ନଷ୍ଟ କଲା ଅବକାରୀ ବିଭାଗ

ଟେନ୍‌ସା,୭ା୨(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଶନିବାର ୩୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଫିମ ଗଛ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ନଷ୍ଟ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri