ସଡ଼କ ଦୁର୍ଘଟଣାରେ ୨ ମୃତ: କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ପାଟଣା,୨୫।୧୦(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ଖିରେଇଟାଙ୍ଗିରୀ ଶିଶୁ ମନ୍ଦିର ନିକଟରେ ରବିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ବାରିଆ ଥାନା ପାଣପଶି ଗ୍ରାମର ଭରତ ମାହାନ୍ତ ଓ ପ୍ରଫୁଲ୍ଲ ଲୋହାର। ଗୁରୁତର ହେଲେ ହରେକୃଷ୍ଣ ମହାନ୍ତ।
ସୂଚନାଅନୁଯାୟୀ, ଭରତ, ପ୍ରଫୁଲ୍ଲ ଓ ହରେକୃଷ୍ଣ ଏକ ବାଇକ ଯୋଗେ ପାଣପଶି ଗ୍ରାମରୁ ଶୁଙ୍କୁଳାପଶିକୁ ଏକ ଶୁଦ୍ଧିକ୍ରିୟାକୁ ଯୋଗ ଦେବାକୁ ଯାଉଥିବାବେଳେ ଖିରେଇଟାଙ୍ଗିରୀ ଶିଶୁ ମନ୍ଦିର ନିକଟରେ ଏକ କେଣ୍ଟନର ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିଲା। ଏହାପରେ କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକେ ୪୯ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରିଥିଲେ। ଖବରଲେଖା ହେବା ସୁଦ୍ଧା ଘଟଣାସ୍ଥଳରେ ତୁରୁମୁଙ୍ଗା ଥାନା ଅଧିକାରୀ ସୁଶାନ୍ତ ମଣୀ ମହାନ୍ତି ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ଗାଁକୁ ବ୍ୟାପିଲାଣି କ୍ୟାମ୍ପସ ରାଜନୀତି; ମହାବିଦ୍ୟାଳୟ ଛାଡି ଗାଁରେ ପ୍ରଚାର କରୁଛନ୍ତି ପ୍ରାର୍ଥୀ

ବଞ୍ଚୋ,୧୧।୧୦(ପ୍ରଦୋଷ ବିଶ୍ୱାଳ ): କ୍ୟାମ୍ପସରୁ ଗାଁ ମୁହାଁ ହେଲାଣି ଛାତ୍ର ସଂସଦ ନିର୍ବାଚନର ତାତି । ମହାବିଦ୍ୟାଳୟ ପରିସରରେ ସୀମିତ ରହିନାହିଁ ଛାତ୍ର ରାଜନୀତି । ଏବେ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମୁମ୍ବାଇ,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?