ଅଜା, ନାତିଙ୍କ ଉପରେ ଚଢିଗଲା ଚାଉଳ ବୋଝେଇ ଟ୍ରକ

ଆନନ୍ଦପୁର,୩୦।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଜାତୀୟ ରାଜପଥ ୨୦ ନମ୍ବର ବରପଦା ବଜାର ନିକଟରେ ଶୁକ୍ରବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ଚାଉଳ ବୋଝେଇ ଟ୍ରକ ବାଇକ ଉପରେ ଚଢ଼ି ଯିବାରୁ ଅଜା, ନାତିଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ, ରାମଚନ୍ଦ୍ରପୁର ଥାନା ହରିପୁର ଗ୍ରାମର କୀର୍ତ୍ତନ ନାଥ କେନ୍ଦୁଝରରୁ ନିଜ ନାତି କେଶବ ପାଗଳଙ୍କ ସହ ବାଇକ ଯୋଗେ ଘରକୁ ଫେରୁଥିବାବେଳେ ବରପଦା ବଜାର ନିକଟରେ ଚାଉଳ ବୋଝେଇ ଟ୍ରକ ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଉଭୟେ ଗୁରୁତର ହୋଇଥିଲେ। ସେମାନଙ୍କୁ ଆମ୍ବୁଲାନ୍ସ ଯୋଗେ ଆନନ୍ଦପୁର ମେଡିକାଲକୁ ଅଣାଯାଇଥିଲା। ଡାକ୍ତର ସେଠାରେ ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ରାମଚନ୍ଦ୍ରପୁର ଥାନା ପୋଲିସ ଦୁର୍ଘଟଣାଗ୍ରସ୍ତ ଗାଡିକୁ ଜବତ କରିବା ସହିତ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ାରେ ପତାକା ଉତ୍ତୋଳନ କଲେ କୃଷି ମନ୍ତ୍ରୀ

ରାୟଗଡ଼ା ଅଫିସ,୨୬ା୧: ରାୟଗଡ଼ା ସଦରସ୍ଥିତ ଜିସିଡି ହାଇସ୍କୁଲ ପଡ଼ିଆରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି। କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଏବଂ ପ୍ରାଣୀ...

ପଞ୍ଚାୟତରେ ସରପଞ୍ଚଙ୍କୁ ତାଲା

କେନ୍ଦୁଝର,୧୫।୮(ସ୍ବ.ପ୍ର.): ପ୍ରଧାନମନ୍ତ୍ରୀ ଆବାସ ପ୍ରଦାନରେ ଅନିୟମିତତା ନେଇ କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅଧୀନ ସିରିଗିଡ଼ା ପଞ୍ଚାୟତରେ ରବିବାର ଉତ୍ତେଜନା ପ୍ରକାଶ ପାଇଛି। ସ୍ବାଧୀନତା ଦିବସ...

ହାତୀଙ୍କ ସୁରକ୍ଷା ପାଇଁ ‘ଗଜବନ୍ଧୁ’ ଯୋଜନା: ଚଳପ୍ରଚଳ ରାସ୍ତାରେ ସିସିଟିଭି, ୬୫ ସ୍ଥାନରେ ଲାଗିବ ସ୍ପିଡ୍‌ ବ୍ରେକର୍‌

ଭୁବନେଶ୍ୱର,୩୧।୮(ବ୍ୟୁରୋ): ଗତ କିଛି ଦିନ ଧରି ରାଜ୍ୟରେ ହାତୀମାନଙ୍କ ମୃତ୍ୟୁ ଘଟଣା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ହାତୀଙ୍କ ସୁରକ୍ଷା ଲାଗି ରାଜ୍ୟ ସରକାର...

ବଞ୍ଚାଇଦେଲା ପୋଷା କୁକୁର

ଢେଙ୍କାନାଳ ଅଫିସ, ୩।୬: କୁହାଯାଏ କୁକୁର ହେଉଛି ଭାରି ବିଶ୍ୱସ୍ତ। ଏହି ଗୃହପାଳିତ ପ୍ରାଣୀର ଉପସ୍ଥିତ ବୁଦ୍ଧି ଯୋଗୁ ଅନେକ ଜୀବନ ବଞ୍ଚତ୍ୟାଇଥିବା ନଜିର ରହିଛି।...

ନିମ୍ନମାନର ରାସ୍ତା କାମ, ଉଠିଯାଉଛି ପିଚୁ

ଭଦ୍ରକ ଅଫିସ,୨୪।୨-ଗ୍ରାମ୍ୟ ଉନ୍ନୟନ ବିଭାଗରେ ସ୍ବଚ୍ଛତାକୁ ନେଇ ବିବାଦ ଲାଗିରହିଛି। ମାସକ ତଳେ ବିଭାଗର ଜଣେ ଡାଟାଏଣ୍ଟ୍ରି ଅପରେଟର ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ି...

ଛୁରାମାଡ ଘଟଣାରେ ୩ ଗିରଫ

ପୁରୀ ଅଫିସ,୨୫।୫: ପୁରୀରେ ଛୁରାମାଡ ଘଟଣାରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୩ ଜଣଙ୍କୁ ବୁଧବାର ପୋଲିସ ଗିରଫ କରିଛି । ସେମାନେ ହେଲେ ଗୋଖା ସାହିର...

ଓଡ଼ିଶାରେ ୫ମ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨।୪(ବ୍ୟୁରୋ): ଓଡ଼ିଶାରେ ବୁଧବାର ଆଉ ଜଣେ ବ୍ୟକ୍ତିଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଛି। ଏହାସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୫ରେ ପହଁଚିଛି। ୫ମ...

ରାଜ୍ୟର ସମସ୍ତ ଯୁକ୍ତ ୩ ଏବଂ ପିଜି ଶେଷ ସେମିଷ୍ଟର ବାତିଲ

ଭୁବନେଶ୍ୱର,୧୧।୬(ବ୍ୟୁରୋ)-ମହାମାରୀ କରୋନା ସକାଶେ ସମସ୍ତ ୟୁଜି (+୩) ଓ ପିଜି ପରୀକ୍ଷା ବାତିଲ କରିଛନ୍ତି ରାଜ୍ୟ ସରକାର। ଶେଷ ବର୍ଷର ବାକି ଥିବା ସମସ୍ତ ଥିଓରୀ,...

Advertisement
Archives

Model This Week