ଗୋଟିଏ ସପ୍ତାହରେ କଳିଙ୍ଗାଘାଟିରେ ୨ ଥର ଭୂସ୍ଖଳନ, ଧୋଇଗଲା ମରାମତି କାର୍ଯ୍ୟ

ଦାରିଙ୍ଗବାଡ଼ି,୨୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ବ୍ଲକ କଳିଙ୍ଗାଘାଟିରେ ପୁଣି ଥରେ ଭୂସ୍ଖଳନ ହୋଇଛି। ଗତ ୧୬ ତାରିଖ ମଧ୍ୟାହ୍ନରେ ଭୂସ୍ଖଳନ ହୋଇଥିଲା। ସୋମବାର ପ୍ରବଳ ବାଦଲ ଫଟା ବର୍ଷାରେ ପୂର୍ବରୁ ଭୂସ୍ଖଳନ ହୋଇଥିବା ସ୍ଥାନ ମରାମତି ଚାଲିଥିବାବେଳେ ତାହା ମଧ୍ୟ ଧୋଇଯାଇଛି।

ସେହିପରି ପୂର୍ବରୁ ଭୂସ୍ଖଳନ ହୋଇଥିବା ସ୍ଥାନରୁ ଆଉ କିଛି ଦୂରରେ ପୁଣି ଏକ କଲଭର୍ଟ ତଳୁ ଧୋଇ ହୋଇଯିବାରୁ ତାହା ଏବେ ବିପଦପୂର୍ଣ୍ଣ ହୋଇପଡ଼ିଛି। ଫଳରେ ମରାମତି କାର୍ଯ୍ୟ ବାଧାପ୍ରାପ୍ତ ହେବା ଆଶଙ୍କା କରାଯାଇଛି। ମରାମତି ପରେ ଉକ୍ତ ରାସ୍ତାରେ ଗାଡ଼ି ଚଳାଚଳ ପାଇଁ ଯେଉଁ ସମ୍ଭାବନା ଦେଖାଯାଇଥିଲା ତାହା ପୁଣି ଧୂଳିସାତ୍‌ ହୋଇଯାଇଛି। ମରାମତି କାର୍ଯ୍ୟରେ ନିୟୋଜିତ ମେଶିନ, ହାଇଓ୍ବା ଆଉ ମରାମତି ପାଇଁ ସାମଗ୍ରୀ ନେଇ ଉକ୍ତ ସ୍ଥାନରେ ପହଞ୍ଚିବା ଏକ ପ୍ରକାର ଠପ୍‌ ହୋଇଯାଇଛି। ପୂର୍ବରୁ ହୋଇଥିବା ଭୂସ୍ଖଳନ ସ୍ଥାନରେ ପ୍ରବଳ ବର୍ଷା ଜଳ ପ୍ରବାହିତ ହେଉଥିବା ବେଳେ ପାହାଡ଼ରୁ ବଡ଼ ବଡ଼ ପଥର ଭାସି ଆସି ମରାମତି କାର୍ଯ୍ୟକୁ ପୁଣି ଥରେ ନଷ୍ଟ କରିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri