ପାରାଦୀପରେ ପହଞ୍ଚିଲା ୨ ବୃହତ୍‌ ପ୍ରୋଜେକ୍ଟ କାର୍ଗୋ

ପାରାଦୀପ,୩୦।୧(ସ୍ବ.ପ୍ର.): ପାରାଦୀପ ରିଫାଇନେରିର ନୂତନ ଏମଇଜି (ମନୋଫିଲନ୍‌ ଗ୍ଲୋଲୋୟକଲ) ପ୍ରକଳ୍ପ ପାଇଁ ଆବଶ୍ୟକ କାର୍ଗୋ ଓଡିସି(ଓଭର ଡାଇମେନ୍‌ଶନ କନ୍‌ସାଇମେଣ୍ଟ) ଗୁରୁବାର ପାରାଦୀପ ବନ୍ଦରରେ ପହଞ୍ଚତ୍ଛି। ୩୫୨୨ ମେଟ୍ରିକ ଟନ୍‌ ବିଶିଷ୍ଟ ଏହି କାର୍ଗୋ ଭାରତର ୨ୟ ବୃହତ୍ତମ ପ୍ରୋଜେକ୍ଟ କାର୍ଗୋ। ଏହି କାର୍ଗୋ ପହଞ୍ଚତ୍ବା ପରେ ଶୁକ୍ରବାର ଜାହାଜରୁ ଖଲାସ କରାଯାଉଛି ବୋଲି ରିଫାଇନେରି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ପାରାଦୀପ ପିଆଇସିଟି ବର୍ଥରେ ଉକ୍ତ କାର୍ଗୋ ବୋଝେଇ ଜାହାଜ ଲାଗିବାପରେ ରିଫାଇନେରି ନିର୍ବାହୀ ନିର୍ଦ୍ଦେଶକ ଟିଡିଭିଏସ୍‌ ଗୋପାଳକୃଷ୍ଣ ପତାକା ଦେଖାଇ ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri