କ୍ୟାପିଟାଲ ହିଲ୍‌ ହିଂସା: ‘ପ୍ରାଉଡ ବୟଜ’ର ୨ନେତାଙ୍କୁ ଦଣ୍ଡାଦେଶ, ୬୦୦ରୁ ଅଧିକ ଅଭିଯୁକ୍ତଙ୍କ ଉପରେ ହେଲାଣି କାର୍ଯ୍ୟାନୁଷ୍ଠାନ

ଓ୍ବାଶିଂଟନ୍‌,୨।୯: ଆମେରିକାର ସଂସଦ ଭବନ କ୍ୟାପିଟାଲ ହିଲ ହିଂସା ମାମଲାରେ ପ୍ରାଉଡ ବୟଜ ଗ୍ରୁପର ଦୁଇଜଣ ନେତା ଜୋସେଫ ବିଗ୍ସ ଓ ଜାକାରି ରେହଲଙ୍କୁ ଦଣ୍ଡିତ କରାଯାଇଛି। ଜଜ ଟିମୋଥି କେଲି ପ୍ରାଉଡ ବୟଜ ସଞ୍ଚାଳକ ବିଗ୍ସଙ୍କୁ ୧୭ ବର୍ଷ ଓ ରେହଲଙ୍କୁ ୧୫ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।

ଆସନ୍ତା ସପ୍ତାହରେ ମଙ୍ଗଳବାର ଦିନ ଦକ୍ଷିଣପନ୍ଥୀ ସଂଗଠନ ପ୍ରାଉଡ ବୟଜର ପୂର୍ବତନ ଅଧ୍ୟକ୍ଷ ଏନ୍ରିକ ଟାରିଓଙ୍କୁ ଦଣ୍ଡିତ କରାଯିବ। ଟାରିଓଙ୍କୁ ୩୩ବର୍ଷ ପାଇଁ ଜେଲ ଦଣ୍ଡ ଦେବାକୁ ଦାବି କରାଯାଇଛି। ବିଗ୍ସ କ୍ୟାପିଟାଲ ହିଲ୍ସ ଉପରେ ଆକ୍ରମଣ ସମୟରେ ସୁରକ୍ଷା ବାଡ ଭାଙ୍ଗି ସଂସଦରେ ପ୍ରବେଶ କରି ସିନେଟ ଚାମ୍ବରରେ ବସି ଯାଇଥିଲେ।

୨୦୨୧ରେ ରାଷ୍ଟ୍ରପତି ନିର୍ବାଚନ ଫଳାଫଳରେ ଅସନ୍ତୁଷ୍ଟ ହୋଇ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟାପିଟାଲ ହିଲରେ ତାଙ୍କ ସମର୍ଥକଙ୍କୁ ଦ୍ୱାରା ଘେରାଉ କରିଥିଲେ। ଆମେରିକାର ଇତିହାସରେ ଏହି ଦିନଟିକୁ କଳା ଦିବସ ଭାବରେ ଗଣାଯାଏ। ଏପର୍ଯ୍ୟନ୍ତ ୬୦୦ରୁ ଅଧିକ ଦୋଷୀଙ୍କୁ ଏହି ମାମଲାରେ ଦଣ୍ଡିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ…

ଲଗାଣ ବର୍ଷାରେ ବେହାଲ ଦାରିଙ୍ଗବାଡ଼ି: ଏବେ ବି ସିଲ ଗାଜଲବାଡ଼ି ଘାଟି ରାସ୍ତା, ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି,୨୫।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଛି। ଲଗାତାର ବର୍ଷା ଯୋଗୁ ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳର ଜନଜୀବନ ବେହାଲ ହୋଇପଡ଼ିଛି।…

ଇତିହାସ ରଚିବେ ରୋ-କୋ: ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜ୍‌ରେ କରିପାରନ୍ତି ଏହି କମାଲ୍‌

ନୂଆଦିଲ୍ଲୀ,୨୫।୯: ଶୁବମନ ଗିଲଙ୍କ ନେତୃତ୍ୱରେ ୱେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ପ୍ରସ୍ତୁତ ଭାରତୀୟ କ୍ରିକେଟ ଟିମ। ଏହି ସିରିଜ୍‌ର ପ୍ରଥମ ମ୍ୟାଚ…

ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ

ଅହମ୍ମଦାବାଦ,୨୫।୯: ଗୁଜରାଟର ଗାନ୍ଧୀନଗରସ୍ଥିତ ଏକ ସେସନ୍ସ କୋର୍ଟ ଗୁରୁବାର ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଆଦାନୀ ଏଣ୍ଟରପ୍ରାଇଜେସ ଦ୍ୱାରା ଦାଖଲ ଏକ ଆପରାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?