Posted inଜାତୀୟ

ଟଳିପଡିଲେ ୨ ଆତଙ୍କବାଦୀ

ଶ୍ରୀନଗର,୧୯।୬: କୁପୱାରା ଏବଂ କୁଲଗାମରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ରବିବାର ଏନକାଉଣ୍ଟର ହୋଇଛି। ଏଥିରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି।
ସୂଚନାନୁସାରେ, ରବିବାର ଜିଲାର ଲୋଲାବ ଅଞ୍ଚଳରେ କୁପୱାରା ପୋଲିସ ଏବଂ ୨୮ ଆରଆର ସେନା କର୍ମଚାରୀ ମିଳିତ ଆତଙ୍କବାଦ ବିରୋଧୀ ଅପରେସନ କରିଥିଲେ। ଏହି ସମୟରେ ଲୁଚି ରହିଥିବା ଆତଙ୍କବାଦୀ ଗୁଳି ଚଳାଇବା ଆରମ୍ଭ କରିଥିଲେ। ଏହାର ଜବାବରେ ସୁରକ୍ଷା ବାହିନୀ ମଧ୍ୟ ଗୁଳି ଚଳାଇଥିଲେ। ଏହି ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ସେଠାରେ ଏବେ ମଧ୍ୟ ଅପରେଶନ ଜାରି ରହିଛି।
ଅନ୍ୟପକ୍ଷରେ କୁଲଗାମର ଡିଏଚ ପୋରାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ଚାଲିଛି। ଏଠାରେ ସୁରକ୍ଷାବାହିନୀ ଆତଙ୍କବାଦୀଙ୍କୁ ଘେରି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ଏହି ଦେଶରେ ହେବନାହିଁ ଆଇପିଏଲ୍‌ ପ୍ରସାରଣ, କାହିଁକି ଜାଣନ୍ତୁ…

ଢାକା,୩୧ା୩: ଭାରତର ପ୍ରସାରଣକାରୀ ସଂସ୍ଥା ଜିଓଷ୍ଟାର ବାଂଲାଦେଶରେ ଚଳିତ ବର୍ଷର ଆଇପିଏଲ୍‌ ପ୍ରସାରଣ ଚୁକ୍ତିକୁ ବରଖାସ୍ତ କରିଛି। ସ୍ଥାନୀୟ ସାଥି କମ୍ପାନୀ ପାଉଣା ଦେବାରେ ବିଫଳ ହୋଇଥିବାରୁ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

Video: ଯୁଦ୍ଧ ଶେଷ କରିବାକୁ ଇରାନ ରାଜି ହେବାର ସଙ୍କେତ ଦେବା ଭିତରେ ଏମିତି ଭିଡ଼ିଓ ଶେୟାର କଲେ ଟ୍ରମ୍ପ, ସାରା ବିଶ୍ୱ ଚକିତ! ଦେଖନ୍ତୁ…

ତେହରାନ,୩୧।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ଗୋଟିଏ ମାସ ବିତିଗଲାଣି। ଆଜି (ମଙ୍ଗଳବାର) ଏହି ସଂଘର୍ଷର 32ତମ ଦିନ। ଆମେରିକା ଏବଂ…

ଜଙ୍ଗଲରେ ଦନ୍ତା ହାତୀ: ଭୟରେ ଅଞ୍ଚଳବାସୀ, ସତର୍କ ରହିବାକୁ ପରାମର୍ଶ ଦେଲା ବନବିଭାଗ

ଜି.ଉଦୟଗିରି,୩୧।୩(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ନିକଟ ରଟିଙ୍ଗିଆ ସଂରକ୍ଷିତ ଜଙ୍ଗଲରେ ସୋମବାର ରାତିରେ ଦନ୍ତା ହାତୀ ଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri