ଦୁର୍ଘଟଣାରେ ଗଲା ୨ ଜୀବନ

ବାରିପଦା ଅଫିସ,୩୦ା୭: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଧୀନ ସାନମଣଦା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୨ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ସ୍ଥାନୀୟ ଯୋଡ଼ାପୋଖରୀ ଗ୍ରାମର ସାଉନା ମୁର୍ମୁ(୨୯) ଓ ପଶ୍ଚିମବଙ୍ଗ ବାଙ୍କୁରା ଅଞ୍ଚଳର ଗୁଲାମ ମୁସ୍ତଫା(୩୫)। ଏ ସଂକ୍ରାନ୍ତରେ ପୋଲିସ ଏକ ମାମଲା (ନଂ.୯୮/୨୧) ରୁଜୁ କରି ତଦନ୍ତ ଚଳାଇଛି। ମୃତକ ଦ୍ୱୟ ଦୁଇଟି ବାଇକ୍‌ରେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ରାଇରଙ୍ଗପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ସାଉନାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଗୁରତର ଅବସ୍ଥାରେ ଗୁଲାମଙ୍କୁ ବାରିପଦା ପିଆର୍‌ଏମ୍‌ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଥାନା ଅଧିକାରୀ ଫନୀନ୍ଦ୍ର ଭୂଷଣ ନାଏକ ପ୍ରକାଶ କରିଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଆକ୍ରମଣରେ ଚାଷୀଙ୍କ ମୃତ୍ୟୁ

ବାଙ୍ଗିରିପୋଷି,୮।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ରେଞ୍ଜ ଅନ୍ତର୍ଗତ ଝାରପୋଖରୀଆ ଥାନା ଆମଡିହା ପଞ୍ଚାୟତର ଗୁଲୁବଣି ଠାରେ ଚାଷୀ ଦୁଗଡୁ ମାଝି (୫୫)ଙ୍କ ହାତୀ ଆକ୍ରମଣରେ ମୃତ୍ୟୁ...

ମାର୍କେଟରେ ଜମୁଛି ଲିଚୁ ପସରା

କୁଚିଣ୍ଡା,୨୯ା୪(ଡି.ଏନ.ଏ.): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକର ବଡବାହାଲ ଅଞ୍ଚଳ ଲିଚୁ ପାଇଁ ପ୍ରସିଦ୍ଧି ଲାଭ କରିଛି। କୁଚିଣ୍ଡା ମାର୍କେଟରେ ଏବେ ଲିଚୁ ପସରା ଜମୁଛି। ସପ୍ତାହେ...

ଗଙ୍ଗାଧର ମେହେର ଜୁନିୟର କଲେଜ ସ୍ଥାନାନ୍ତର, ବିଭାଜନକକୁ ବିରୋଧ

ସମ୍ବଲପୁର, ୨୭।୫ (ବ୍ୟୁରୋ): ଗଙ୍ଗାଧର ମେହେର ଜୁନିୟର କଲେଜକୁ ଅନ୍ୟତ୍ର ସ୍ଥାନାନ୍ତର ଓ ବିଭାଜନକୁ ବିରୋଧ କରାଯାଇଛି । ସୋମବାର ଏ ନେଇ କଲେଜ ଛାତ୍ରୀଛାତ୍ର...

ପର୍ଯ୍ୟଟନସ୍ଥଳୀ ମାନ୍ୟତା ଅପେକ୍ଷାରେ ଶ୍ରୀ ମୀନାଝୋଲା

ଚନ୍ଦ୍ରପୁର,୨୬।୬ (ବିଜୟ ପ୍ରସାଦ ଉଲାକା): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ୍‌ର ହନୁମନ୍ତପୁର ପଞ୍ଚାୟତରେ ରହିଛି ବହୁ ପୁରାତନ ଶୈବପୀଠ ଶ୍ରୀ ମୀନାଝୋଲା। ୩ଟି ନଦୀର ସଙ୍ଗମସ୍ଥଳ...

ଅଗ୍ନିକାଣ୍ଡରେ ଜଳିଗଲା ତେଜରାତି ଦୋକାନ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ

ଛତିଆ,୧୨।୯(ଡି.ଏନ୍‌.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ଛତିଆ ପଞ୍ଚାୟତର ଅମରାବତୀପାଟଣା ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ପୂର୍ଣ୍ଣଚନ୍ଦ୍ର ନାୟକଙ୍କ ତେଜରାତି...

ରେଳ ଲାଇନରେ କାର୍ଯ୍ୟରତ ଠିକା ଶ୍ରମିକଙ୍କ ଦରମା ବାଟମାରଣା

ଡେରାବିଶ ୨୮ା୧୦(ସ୍ବ.ପ୍ର.): ନିଯୁକ୍ତି ଦେଇଥିବା ଆଉଟସୋର୍ସିଂ ଠିକା ସଂସ୍ଥା ଦ୍ୱାରା ହରିଦାସପୁର-ପାରାଦୀପ ରେଳ ଲାଇନରେ କାର୍ଯ୍ୟରତ ଠିକା ଶ୍ରମକଙ୍କ ଦରମା ବାଟମାରଣା ଓ ମାନସିକ ନିର୍ଯାତନା...

ଗ୍ରାମଦେବତୀଙ୍କ ନିକଟରେ ଭୋଟ୍‌ ବର୍ଜନ ଶପଥ

ଛେଣ୍ଡିପଦା,୨୩|୧(ସ୍ବ.ପ୍ର.) ୨୦ ବର୍ଷ ହେଲା ଗଁାରେ ସରକାରୀ ଯୋଜନା କାର୍ଯ୍ୟକାରୀ ହେଉନାହିଁ। ପ୍ରଶାସନ, ସରକାରଙ୍କ ନିକଟରେ ଅଭିଯୋଗ କରାଗଲେ ମଧ୍ୟ ସୁଫଳ ମିଳୁନାହିଁ। ଦୀର୍ଘ ବର୍ଷର...

ଛତ୍ରପୁର ଏନ୍‌ଏସି ଅଧ୍ୟକ୍ଷା ଦାୟିତ୍ୱ ନେଲେ ଶର୍ମିଷ୍ଠା ପ୍ରଧାନ

ଛତ୍ରପୁର,୩୦।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସି ଅଧ୍ୟକ୍ଷା ଭାବେ ଶର୍ମିଷ୍ଠା ପ୍ରଧାନ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ଛତ୍ରପୁର ଏନ୍‌ଏସିକୁ ମ୍ୟୁନିସିପାଲିଟି ମାନ୍ୟତା...

Advertisement
Archives

Model This Week