ଆଣ୍ଟିଜେନ୍‌ ଟେଷ୍ଟରେ ୨ ସ୍ଥାନୀୟ ସଂକ୍ରମିତ ଚିହ୍ନଟ: ଏହି ପଞ୍ଚାୟତ ୪୮ ଘଣ୍ଟା ଶଟ୍‌ଡାଉନ୍‌

ପାଟଣା,୧୯ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କପୁଣ୍ଡି ପଞ୍ଚାୟତର ଦୁଇଜଣ ବ୍ୟକ୍ତିଙ୍କର ମଙ୍ଗଳବାର ଆଣ୍ଟିଜେନ୍‌ ଟେଷ୍ଟ ପରେ ପଜିଟିଭ୍‌ ବାହାରିବା ପରେ ଉଭୟଙ୍କୁ କେନ୍ଦୁଝର କୋଭିଡ୍‌ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି।
ସୂଚନା ଅନୁଯାୟୀ, ଜଣଙ୍କର ବୟସ ୧୮ ହୋଇଥିବା ବେଳେ ଆଉ ଜଣଙ୍କର ବୟସ ୩୨। ଜଣେ ଯୋଡ଼ାରେ ରହି ଏକ କମ୍ପାନୀରେ କାମ କରି ଘରକୁ ଫେରିଥିବା ବେଳେ ଅନ୍ୟ ଜଣଙ୍କ ଚମ୍ପୁଆସ୍ଥିତ ନିଜ ଶ୍ୱଶୁର ଘରକୁ ଯାଇ ଗାଁକୁ ଫେରିଥିଲେ।
ଅନ୍ୟପକ୍ଷରେ କପୁଣ୍ଡି ଗ୍ରାମରେ କ୍ୟାମ୍ପ୍‌ କରାଯାଇ ୪୧ ଜଣଙ୍କ ସ୍ବାବ୍‌ ପରୀକ୍ଷା କରାଯାଇଛି। ସେମାନଙ୍କ ମଧ୍ୟରୁ ଏହି ୨ ଜଣଙ୍କର ପଜିଟିଭ୍‌ ଚିହ୍ନଟ ହୋଇଛି। ଏହାପରେ ସରପଞ୍ଚ ବିଜୟ ପାଇଦା ପଞ୍ଚାୟତକୁ ୪୮ ଘଣ୍ଟା ପାଇଁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri