ପୋଲିସ ଏନ୍‌କାଉଣ୍ଟରରେ ଦୁଇ ମାଓବାଦୀ ମୃତ

ଭୁବନେଶ୍ୱର,୨୩ା୭ (ବ୍ୟୁରୋ): ମାଓବାଦୀ ଦମନ କ୍ଷେତ୍ରରେ ଓଡ଼ିଶା ପୋଲିସକୁ ଆଉଏକ ସଫଳତା ମିଳିଛି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଅଞ୍ଚଳରେ କୋମ୍ବିଂ ଅପରେଶନ୍‌ବେଳେ ପୋଲିସ ଏନ୍‌କାଉଣ୍ଟରରେ ଦୁଇ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁ ଜଣେ ପୁରୁଷ ଓ ଅନ୍ୟ ଜଣେ ହେଉଛନ୍ତି ମହିଳା। ମାଓବାଦୀ ପୋଷାକ ପିନ୍ଧିଥିବା ଅବସ୍ଥାରେ ଦୁଇ ମୃତଦେହ ସହ ଅସ୍ତ୍ରଶସ୍ତ୍ର ଜବତ ହୋଇଛି ବୋଲି ପୋଲିସ ଡିଜି ଅଭୟ ସୂଚନା ଦେଇଛନ୍ତି। ଗୁରୁବାର ଭୁବନେଶ୍ୱରସ୍ଥିତ ପୋଲିସ ସେବାଭବନରେ ଅନୁଷ୍ଠିତ ଭର୍ଚୁଆଲ୍‌ ପ୍ରେସ୍‌ ମିଟ୍‌ରେ ଡିଜିପି କହିଛନ୍ତି, ମୃତ ମାଓବାଦୀଙ୍କ ପରିଚୟ ମିଳିନାହିଁ। ସେମାନେ କେଉଁ ଅଞ୍ଚଳର ଓ ତାଙ୍କ ମୁଣ୍ଡ ପାଇଁ କେତେ ଟଙ୍କାର ପୁରସ୍କାର ରହିଥିଲା ତାହା ଯାଞ୍ଚ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ୍‌ର ସମୀକ୍ଷା କଲେ ମନ୍ତ୍ରୀ: ସଫଳତା ପାଇଁ ସହଯୋଗର ଆହ୍ବାନ

ପୁରୀ ଅଫିସ/କୋଣାର୍କ(ଡି.ଏନ୍‌.ଏ.) ୨୧।୧୧: କୋଣାର୍କକୁ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଯୋଜନା ପ୍ରସ୍ତୁତ ହୋଇଛି। ବିଶେଷକରି ଦେଶ ବିଦେଶର ପର୍ଯ୍ୟଟକଙ୍କୁ...

ସୁନାମି ମୁକାବିଲା: ପ୍ରଶିକ୍ଷିତ ହେବ ୩୨୮ ଗାଁ

ଭୁବନେଶ୍ୱର,୧୩।୩(ବ୍ୟୁରୋ): ଚଳିତ ବର୍ଷ ଅକ୍ଟୋବର ପୂର୍ବରୁ ଓଡ଼ିଶା ଉପକୂଳର ୩୨୮ ଗାଁକୁ ସୁନାମି ମୁକାବିଲା ପାଇଁ ପ୍ରସ୍ତୁତ କରାଯିବ। ତନ୍ମଧ୍ୟରୁ ୨ ଗାଁ ସମ୍ପୂର୍ଣ୍ଣ ସୁନାମି...

ମନୋରଞ୍ଜନ ମନସ୍କ ହେବ ଅନୁଗୋଳ

ଅନୁଗୋଳ ଅଫିସ,୮।୪ କରୋନା କଷଣ ଯୋଗୁ ଦୀର୍ଘ ୨ ବର୍ଷ ହେବ ସଜେଇ ହୋଇ ନ ଥିବା ମଞ୍ଚ ଶୁକ୍ରବାର ସଜ୍ଜିତ ହେବ। ଲାଇଟ୍‌, ସାଉଣ୍ଡ...

ପୁରୁଣା ସରିନି, ନୂଆ ପ୍ରକଳ୍ପ ପାଇଁ ଚିନ୍ତା

ଖୋର୍ଦ୍ଧା ଅଫିସ,୨୧ା୧୧: ଖୋର୍ଦ୍ଧା ପୌରାଞ୍ଚଳ ଅନ୍ତର୍ଗତ ବରୁଣେଇ ସ୍ମାର୍ଟ ପାର୍କ ଏବଂ ଟିଏଲ୍‌ସି ରୋଡ୍‌ଠାରେ ଆଦର୍ଶ ଶ୍ମଶାନ ନିର୍ମାଣ ପାଇଁ ୨୦୨୦ ଡିସେମ୍ବର ୧୬ରେ ପୌର...

ତୈଳ, ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ଭୁବନେଶ୍ୱର,୯।୧୨(ବ୍ୟୁରୋ): ତୈଳ ଓ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ରଣହୁଙ୍କାର ଦେଇଛି ବିଜେଡି। ଦରବୃଦ୍ଧି ପ୍ରତିବାଦରେ ଗୁରୁବାର ବିଜେଡି ପକ୍ଷରୁ ବିଶାଳ ବାଇକ୍‌ ଶୋଭାଯାତ୍ରା କରାଯାଇଛି...

ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୩।୨(ବ୍ୟୁରୋ): ଗଞ୍ଜାମ ଜିଲା ମୋହନା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଡା. ଉଦୟ ନାରାୟଣ ସିଂହଦେଓଙ୍କ ପରଲୋକ ହୋଇଛି। ତାଙ୍କ ବିୟୋଗରେ ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ...

ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ମିଳିଲା ଜାମିନ

ଝାରସୁଗୁଡ଼ା ଅଫିସ,୩ା୧୧: ବହୁଚର୍ଚ୍ଚିତ କଳ୍ପନା ଦାସ ଓ ତାଙ୍କ ଝିଅ ବବ୍‌ଲି ଦାସ ହତ୍ୟା ମାମଲାରେ ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ଛତିଶଗଡ଼ ହାଇକୋର୍ଟ...

ୟେସ୍‌ ବ୍ୟାଙ୍କରେ ଶ୍ରୀମନ୍ଦିର ଟଙ୍କା ରଖିବା ଘଟଣା: ବିଧାନସଭା ହୁଲୁସ୍ତୁଲୁ, ଅପରାହ୍ନ ୩ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୧୧।୩(ବ୍ୟୁରୋ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା ୟେସ୍‌ ବ୍ୟାଙ୍କରେ ରଖିବାକୁ ନେଇ ବୁଧବାର ବିଧାନସଭାରେ କଂଗ୍ରେସ ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ କରିଛନ୍ତି। ଏଥିଯୋଗୁ ଅପରାହ୍ନ ୩ଟା ଯାଏ...

Advertisement
Archives

Model This Week