ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିହତ

ମାଲକାନଗିରି,୨୪।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏଥିରେ ୨ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଛତିଶଗଡ଼ର ଗମପଦ ଓ କାହ୍ନୟଗୁଡ଼ା ମଧ୍ୟରେ ସର୍ଚ୍ଚ ଅପରେଶନ ଚାଲିଥିଲାବେଳେ ସୁରକ୍ଷାକର୍ମୀଙ୍କୁ ଦେଖି ମାଓବାଦୀମାନେ ଗୁଳି ଚଳାଇଥିଲେ। ପରେ ସୁରକ୍ଷାକର୍ମୀ ମଧ୍ୟ ଗୁଳି ଚଳାଇଥିଲେ। ଦୀର୍ଘ ସମୟ ଧରି ଏହି ଗୁଳିବିନିମୟ ଚାଲିଥିଲା। ପରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ। ସେହି ସ୍ଥାନରେ ଶର୍ଚ୍ଚ ଅପରେଶନ ବେଳେ ୨ ମାଓବାଦୀଙ୍କ ମୃତଦେହ ମିଳିଥିଲା। ବର୍ତ୍ତମାନ ସେହି ଅଞ୍ଚଳରେ କୋମ୍ବିଂ ଅପରେଶନ ଜୋରଦାର କରାଯାଉଛି ବୋଲି ସୁକୁମା ଏସ୍‌ପି ସୁନୀଲ ଶର୍ମା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ଡବଲ ଇଞ୍ଜିନ ସରକାର କରିବାକୁ ଧର୍ମେନ୍ଦ୍ରଙ୍କ ଆହ୍ବାନ

ଝାରସୁଗୁଡ଼ା,୨୪ା୪ (ସଞ୍ଜୟ ମାଲି):ଝାରସୁଗୁଡା ଜିଲା ଲଇକେରା ବ୍ଲକରେ ମଙ୍ଗଳବାର ଭାଜପା ପକ୍ଷରୁ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ଲଇକେରା ବିଜେଡି ମହିଳା ନେତ୍ରୀ...

ପ୍ରଦୀପ୍ତଙ୍କୁ ରୋକିବାକୁ ବିଜେଡିର ମହିଳା କାର୍ଡ

ଭବାନୀପାଟଣା,୨୪।୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।...

ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ

କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍‌ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri