ଗୋଟିଏ ଦିନରେ ୨ ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ

ପ୍ୟୋଙ୍ଗୟାଙ୍ଗ,୧୯।୫: ଉତ୍ତର କୋରିଆରେ କରୋନା କାୟା ବିସ୍ତାର କରିଛି। ଗୋଟିଏ ସପ୍ତାହ ମଧ୍ୟରେ ଦେଶରେ କରୋନା ସଂକ୍ରମିତ ସଂଖ୍ୟା ପ୍ରାୟ ୨୦ ଲକ୍ଷରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୬୨,୨୭୦ରୁ ଅଧିକ ନୂତନ ଆକ୍ରାନ୍ତ ଏଠାରେ ଚିହ୍ନଟ ହୋଇଛନ୍ତି। ୨୪ ଘଣ୍ଟାରେ କେବଳ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଥିବା ଉତ୍ତର କୋରିଆର ଆଣ୍ଟି-ଭାଇରସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ ମୋଟ ମୃତ୍ୟୁ ସଂଖ୍ୟା ୬୩କୁ ବୃଦ୍ଧି ପାଇଛି।
ଉତ୍ତର କୋରିଆରେ ପ୍ରତ୍ୟେକ ଦିନ ଲକ୍ଷାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ତୁଳନାତ୍ମକ ଭାବରେ ବହୁତ କମ ରହିଛି। ଏହାକୁ ନେଇ ବିଶ୍ୱର ଅନେକ କରୋନା ବିଶେଷଜ୍ଞମାନେ ରିପୋର୍ଟକୁ ନେଇ ସନ୍ଦେହ କରୁଛନ୍ତି। ଉତ୍ତର କୋରିଆର ଏବେ ଅତି କମରେ ୭୪୦,୧୬୦ ଲୋକ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

ସଲମାନଙ୍କ ଗାଲୱାନ ଟ୍ରେଲର ଦେଖି ରାଗିଗଲା ଚାଇନା, ଏପରି କହିଲା ଭାରତ

ନୂଆଦିଲ୍ଲୀ,୩୦।୧୨: ସଲମାନଙ୍କ ଉପରେ ରାଗିଗଲା ଡ୍ରାଗନ। ‘ବ୍ୟାଟେଲ ଅଫ୍ ଗାଲୱାନ’ର ଟିଜର ମୁକ୍ତିଲାଭ କରିବା ପରେ ଚାଇନା ଏଥିରେ କ୍ଷୁବ୍ଧ ହୋଇଛି। ଚାଇନାର ସରକାରୀ ଗଣମାଧ୍ୟମ...

କେତେ ସମ୍ପତ୍ତି ଛାଡି ଦେଇ ଗଲେ ଖାଲେଦା ଜିଆ, ଜାଣନ୍ତୁ ତାଙ୍କର ନେଟ୍‌ ଓ୍ବର୍ଥ

ଢାକା,୩୦।୧୨: ବାଂଲାଦେଶୀ ରାଜନୀତିର ଜଣେ ପ୍ରବୀଣ ବ୍ୟକ୍ତିତ୍ୱ, ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷା ଖାଲେଦା ଜିଆଙ୍କ ମୃତ୍ୟୁ ପରେ, ଏକ...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ...

ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ଖାଲେଦା ଜିଆ କରିଥିଲେ ନାମାଙ୍କନ, ଏବେ ଆଲୋଚନା ପୁଅଙ୍କୁ ମିଳିବକି ସହାନୁଭୁତି? ଜାଣନ୍ତୁ ବାଂଲାଦେଶ ରାଜନୀତିର…

ଢାକା,୩୦।୧୨: ଆସନ୍ତା ବର୍ଷ ଫେବୃଆରୀରେ ବାଂଲାଦେଶରେ ସାଧାରଣ ନିର୍ବାଚନ ହେବାକୁ ଯାଉଛି। ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ମୃତ୍ୟୁକୁ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)...

ଏହି ଦେଶଗୁଡ଼ିକରେ ନାଗରିକତା ପାଇବା ବହୁତ କଷ୍ଟକର, ଅପେକ୍ଷା କରିବାକୁ ପଡେ ୨୦ରୁ ୨୫ ବର୍ଷ

ନୂଆଦିଲ୍ଲୀ,୩୦।୧୨: ପ୍ରତିବର୍ଷ, ଭାରତରୁ ଲକ୍ଷ ଲକ୍ଷ ଲୋକ ସେମାନଙ୍କର ନାଗରିକତା ପରିତ୍ୟାଗ କରି ବିଦେଶରେ ବସବାସ କରନ୍ତି। ସରକାର ନିକଟରେ ଏହି ବିଷୟରେ ତଥ୍ୟ ପ୍ରକାଶ...

ଖାଲେଦା ଜିଆଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷା ବେଗମ ଖାଲେଦା ଜିଆଙ୍କ ବିୟୋଗରେ ଶୋକ ପ୍ରକାଶ...

କିଏ ଥିଲେ ଖାଲେଦା ଜିଆଙ୍କ ସ୍ବାମୀ ଜିଆ ଉର ରେହମାନ? ପାକିସ୍ତାନୀ ସେନା ବିରୋଧରେ ବିଦ୍ରୋହ, ପରେ ବିଏନପି ଗଠନ, ଶେଷରେ…

ଡାକା,୩୦।୧୨: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ଦେହାନ୍ତ ହୋଇଛି। ସେ ଅନେକ ରୋଗ ସହିତ ଲଢୁଥିଲେ। ଉଲ୍ଲେଖନୀୟ ଯେ ତାଙ୍କ ମୃତ୍ୟୁର କିଛି ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri