ଗୋଟିଏ ଦିନରେ ୨ ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ

ପ୍ୟୋଙ୍ଗୟାଙ୍ଗ,୧୯।୫: ଉତ୍ତର କୋରିଆରେ କରୋନା କାୟା ବିସ୍ତାର କରିଛି। ଗୋଟିଏ ସପ୍ତାହ ମଧ୍ୟରେ ଦେଶରେ କରୋନା ସଂକ୍ରମିତ ସଂଖ୍ୟା ପ୍ରାୟ ୨୦ ଲକ୍ଷରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୬୨,୨୭୦ରୁ ଅଧିକ ନୂତନ ଆକ୍ରାନ୍ତ ଏଠାରେ ଚିହ୍ନଟ ହୋଇଛନ୍ତି। ୨୪ ଘଣ୍ଟାରେ କେବଳ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଥିବା ଉତ୍ତର କୋରିଆର ଆଣ୍ଟି-ଭାଇରସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ ମୋଟ ମୃତ୍ୟୁ ସଂଖ୍ୟା ୬୩କୁ ବୃଦ୍ଧି ପାଇଛି।
ଉତ୍ତର କୋରିଆରେ ପ୍ରତ୍ୟେକ ଦିନ ଲକ୍ଷାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ତୁଳନାତ୍ମକ ଭାବରେ ବହୁତ କମ ରହିଛି। ଏହାକୁ ନେଇ ବିଶ୍ୱର ଅନେକ କରୋନା ବିଶେଷଜ୍ଞମାନେ ରିପୋର୍ଟକୁ ନେଇ ସନ୍ଦେହ କରୁଛନ୍ତି। ଉତ୍ତର କୋରିଆର ଏବେ ଅତି କମରେ ୭୪୦,୧୬୦ ଲୋକ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସାମ୍ବାଦିକାଙ୍କ ପ୍ରଶ୍ନରେ ଅଜବ ଇଙ୍ଗିତ କଲେ ମନ୍ତ୍ରୀ, ଭିଡିଓ ଭାଇରାଲ ପରେ ହଇଚଇ

ନ୍ୟୁୟର୍କ,୨୮ା୯: ଜାତିସଂଘ ସାଧାରଣ ସଭା ଅବସରରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ଭିଡିଓରେ…

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ୨୭ ମୃତ

କେପ୍‌ ଟାଉନ୍‌,୨୮ା୯: ଦକ୍ଷିଣ ଆଫ୍ରିକୀୟ ସହରରେ ୨ଟି ଗୁଳିକାଣ୍ଡ ଘଟଣାରେ ଅନୂ୍ୟନ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମ ଘଟଣା ଶନିବାର ରାତିରେ ଜୋହାନ୍ସବର୍ଗ ନିକଟରେ ଥିବା…

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

AIକୁ ନେଇ ବିଲ ଗେଟ୍ସଙ୍କ ଚେତାବନୀ, କହିଲେ ‘କୋଟି କୋଟି ଲୋକଙ୍କର ହେବ ମୃତ୍ୟୁ’, ଚିନ୍ତାରେ ସାରା ବିଶ୍ୱ!

ଓ୍ବାଶିଂଟନ,୨୭।୯: କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବୃଦ୍ଧି ପାଉଥିବା ଶକ୍ତି ଏବଂ ଏହାର ବିପଦପୂର୍ଣ୍ଣ ପରିଣାମ ସମ୍ପର୍କରେ ସାରା ବିଶ୍ୱରେ ପୁଣି ଥରେ ଏକ ବଡ଼ ବିତର୍କ…

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

‘ଟ୍ରମ୍ପ ଆମ ଜୀବନ ବଞ୍ଚାଇଥିଲେ’ ‘ଅପରେଶନ ସିନ୍ଦୂର’ର ପ୍ରଭାବକୁ ଏବେ ମଧ୍ୟ ଭୁଲିନାହିଁ ପାକିସ୍ତାନ; ମନେ ପକାଇ କହିଲା…

ଇସଲାମାବାଦ,୨୬।୯: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ମେ’ ୨୦୨୫ରେ ଭାରତ ଦ୍ୱାରା ପାକିସ୍ତାନ ବିରୋଧରେ ଆରମ୍ଭ କରାଯାଇଥିବା ‘ଅପରେଶନ ସିନ୍ଦୂର’ର ପ୍ରଭାବକୁ ଭୁଲି ନାହାନ୍ତି; ସେଥିପାଇଁ ସେ…

ବଡ଼ ବିମାନ ଦୁର୍ଘଟଣା; ଦୁଇ ବରିଷ୍ଠ ସାମରିକ ଅଧିକାରୀଙ୍କ ସମେତ ୧୪ ମୃତ

କିନଶାସା,୨୬।୯: ଆଫ୍ରିକୀୟ ଦେଶ ‘ଡେମୋକ୍ରାଟିକ ରିପବ୍ଲିକ ଅଫ ଦ କଙ୍ଗୋ’ (DRC) ରେ ଏକ ବିମାନ ଦୁର୍ଘଟଣାରେ ୧୪ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଦେଶର…

ଟ୍ରମ୍ପଙ୍କ ବଡ଼ ଘୋଷଣା: ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ରଖିଲେ ଏହି ନାଁ, ସାରା ବିଶ୍ୱ ଆଶ୍ଚର୍ଯ୍ୟ!

ଓ୍‌ବାଶିଂଟନ୍‌,୨୬।୯: ଇରାନ ଆମେରିକା ସମ୍ମୁଖରେ ଷ୍ଟ୍ରେଟ ଅଫ ହର୍ମୁଜକୁ ପୁଣିଥରେ ଖୋଲିବା ପାଇଁ ପ୍ରସ୍ତାବ ରଖିଛି। ଏହି ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?