ପୋଖରୀରେ ବୁଡି ୨ ନାବାଳକ ମୃତ

ଜଗତସିଂହପୁର ଅଫିସ/ତିର୍ତ୍ତୋଲ ୧୫।୮- ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ଥାନାର ଖନ୍ଦୋଳ ଗାଁ ପୋଖରୀରେ ବୁଡ଼ି ଶନିବାର ୨ ନାବାଳକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ନିକଟସ୍ଥ ତୁଳଙ୍ଗ ଗାଁର ପ୍ରତ୍ୟୁଷ ବିଶ୍ୱାଳ ଓ ଆୟୁଷ ବିଶ୍ୱାଳ। ପ୍ରତ୍ୟୁଷ ଓ ଆୟୁଷ ନବମ ଶ୍ରେଣୀରେ ପଢନ୍ତି। ସବୁଦିନ ଭଳି ସେମାନେ ଶନିବାର ପାଠ ପଢିବାକୁ ନିକଟସ୍ଥ କୋଟପୁର ଗ୍ରାମକୁ ଯାଇଥିଲେ। ସେଠାରୁ ଫେରିବାବେଳେ ଉକ୍ତ ପୋଖରୀରେ ଗାଧୋଉଥିବାବେଳେ ଗୋଡ ଖସିଯିବାରୁ ପାଣିରେ ବୁଡିଯାଇଥିଲେ। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ପ୍ରଥମେ ଏରସମା ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ପରେ ସେଠାରୁ ଜଗତ୍‌ସିଂହପୁର ଜିଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରଲର ମାଡ଼ରେ ମରୁଛନ୍ତି ଅଲିଭ ରିଡ୍‌ଲେ

କୁଜଙ୍ଗ,୧୩।୨(ମନୋଜ ପ୍ରଧାନ): ଅଲିଭ୍‌ରିଡ୍‌ଲେ କଇଁଛଙ୍କ ସୁରକ୍ଷା ପାଇଁ କେନ୍ଦ୍ର ସରକାର ପାରାଦୀପରେ କଇଁଛ କରିଡର କରିବାକୁ ବଜେଟରେ ଘୋଷଣା କରିଥିବା ବେଳେ କୁଜଙ୍ଗ ବନାଞ୍ଚଳ ନୂଆଗାଁ ବନକ୍ଷେତ୍ର…

ନାବାଳିକାଙ୍କୁ ବ୍ଲାକମେଲିଂ: ଫେକ ଆକାଉଣ୍ଟ ଖୋଲି ଛାଡୁଥିଲେ…

ଜଗତ୍‌ସିଂହପୁର,୩୧ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବ୍ଲାକ ମେଲିଂ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦିପଡ଼ା…

ପତାକା ଅବତରଣ ବେଳେ ଅଘଟଣ: ବିଦ୍ୟୁତ ଆଘାତରେ ୧୦ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

କୁଜଙ୍ଗ,୨୬।୧(ମନୋଜ ପ୍ରଧାନ): ସାରା ଦେଶ ୭୭ତମ ଗଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ଜଗତସିଂହପୁର ଜିଲା କୁଜଙ୍ଗ ଅଞ୍ଚଳରେ ଏକ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି। ଜାତୀୟ…

ପାଳ ଗଦା ନିଆଁରେ ମହିଳା ଜୀବନ୍ତ ଦଗ୍ଧ

ପାରାଦୀପ,୨୦।୧(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ପିପ୍ପଳ ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଘର ପଛ ପଟେ ରୋଷେଇ କଲା…

ବସ୍‌ ମାଲିକ ସଂଘର ବଡ଼ ନିଷ୍ପତ୍ତି: ପାରାଦୀପରୁ ଗଡ଼ିବନାହିଁ ଘରୋଇ ବସ୍‌

ପାରାଦୀପ,୧୮।୧: ମୁଖ୍ୟମନ୍ତ୍ରୀ ବସ୍‌ ଚଳାଚଳକୁ ବିରୋଧ କରି ଘରୋଇ ବସ୍‌ ମାଲିକ ସଂଘ ରବିବାର ଏକ ବଡ଼ ନିଷ୍ପତ୍ତି ନେଇଛି। ସୋମବାର ସକାଳ ୬ଟାରୁ ପାରାଦୀପ ବସ୍‌ଷ୍ଟାଣ୍ଡରୁ…

ଶିବଲିଙ୍ଗ ଉପରେ ପୂଜକଙ୍କ ମୃତଦେହ, ତା’ପରେ ଯାହା ଘଟିଲା…

ଜଗତ୍‌ସିଂହପୁର,୧୮ା୧(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଥାନା ପୁନଙ୍ଗସ୍ଥିତ ପୁନେଶ୍ୱର ମହାଦେବ ମନ୍ଦିରରେ ଶନିବାର ଅଭାବନୀୟ ଘଟଣା ଘଟିଛି। ମନ୍ଦିରର ପାତାଳଫୁଟା ଶିବଲିଙ୍ଗ ଉପରୁ ମନ୍ଦିର ପୂଜକ ଓମ୍‌ପ୍ରକାଶ ପଣ୍ଡା…

ସ୍ତ୍ରୀଙ୍କୁ କରଣୀରେ ହାଣିଲେ ସ୍ବାମୀ: କାରଣ ଜାଣିଲେ…

ପାରାଦୀପ,୧୭।୧(ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ବଡପଡିଆ ସିନେମାହଲ ସମ୍ମୁଖ ବସ୍ତିରେ ଶନିବାର ସକାଳୁ ଅଭାବନୀୟ ଘଟଣା ଘଟିଛି।ନିଜ ସ୍ତ୍ରୀ ର ଚରିତ୍ରକୁ ସନ୍ଦେହ କରି ସ୍ବାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri