ଗାଧୋଇବାକୁ ଯାଇ ବୁଡିଗଲେ ଦୁଇ ନାବାଳକ

କୋରାପୁଟ,୨୩।୨(ଅମିତାଭ ବେହେରା ): ରବିବାର ଅପରାହ୍ନରେ କୋରାପୁଟ ଜିଲାର ଲମତାପୁଟ ବ୍ଲକର ଆଉଡି ପଡା ଗାଁରେ ଏକ ବଡ଼ ଅଘଟଣ ଘଟିଛି। ଗାଧୋଇବାକୁ ଯାଇ ପୋଖରୀରେ ବୁଡି ଦୁଇ ନାବାଳକଙ୍କ ଜୀବନ ଚାଲିଯାଇଛି l ମୃତକ ଦୁଇ ଜଣ ହେଲେ ଲମତାପୁଟ ବ୍ଲକ ଅଉଡିପଡା ଗ୍ରାମର ସୂର୍ଯ୍ୟ ବଡ଼ନାୟକ ଏବଂ ସୁବାଷ ଚନ୍ଦ୍ର ସୀସା।

ଗାଁ ପାଖରେ ଥିବା ପୋଖରୀକୁ ଗାଧେଇବାକୁ ଯାଇ ପୋଖରୀରେ ବୁଡି ଯାଇଥିଲେ l ବୁଡିବା ସମୟରେ ଉଭୟଙ୍କ ସାଙ୍ଗମାନେ ଦେଖି ପରିବାର ବର୍ଗଙ୍କୁ ଖବର ଦେଇଥିଲେ l ପରିବାର ବର୍ଗ ଏବଂ ଗ୍ରାମବାସୀ ମିଶିି ଉଭୟ ନାବାଳକଙ୍କୁ ଉଦ୍ଧାର କରିଥିଲେ ମଧ୍ୟ ଦୁଇଜଣଙ୍କ ମୃତ୍ୟୁ ହୋଇଛି l ଲମତାପୁଟ ପୋଲିସ ଘଟଣା ସ୍ଥଳରେ ପହଁଞ୍ଚିି ତଦନ୍ତ ଆରମ୍ଭ କରିଛି l


Enter your email to get our daily news in your inbox.

All Right Reserved By Dharitri.Com

ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ବିଧାନସଭା ଗୃହ କମିଟି: ବିକାଶ କାର୍ଯ୍ୟର…

ପୁରୁଷୋତ୍ତମପୁର,୨୦ା୮(ସବିତା ମିଶ୍ର): ଓଡ଼ିଶା ବିଧାନସଭା ଗୃହ କମିଟି (ସବମିସନ୍) ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ଗୁରୁବାର ସନ୍ଧ୍ୟାରେ ମା’ ତାରାତାରିଣୀଙ୍କ ପୀଠ ପରିଦର୍ଶନ କରିଛନ୍ତି। କମିଟି…

ଥୁଆମୂଳ ରାମପୁରରେ ରାସନ ଚାଉଳ ଓଜନରେ ହେରଫେର୍: ଏମ୍‌ଆଇଙ୍କ ତଦନ୍ତ ପରେ ମେସିନ୍ ବନ୍ଦ, ବଳକା ଚାଉଳ ଯାଉଛି କୁଆଡ଼େ?

ଥୁଆମୂଳ ରାମପୁର,୨୦ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତରେ ପିଡିଏସ (PDS) ରାସନ ଚାଉଳ ଓଜନରେ ବ୍ୟାପକ ହେରଫେର୍ ନେଇ ଗୁରୁବାର ଗୁରୁତର ଅଭିଯୋଗ ସାମ୍ନାକୁ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

ଘରୋଇ ବସ୍‌ର ଦାଦାଗିରି: ହାଇଦ୍ରାବାଦରୁ ଟିକେଟ୍ କାଟିଥିବା ଯାତ୍ରୀଙ୍କୁ ଅଧା ରାସ୍ତାରେ ଓହ୍ଲାଇଦେଲେ,ଆମପାଣିରେ…

କୋକସରା,୨୦ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଘରୋଇ ବସ୍ କର୍ମଚାରୀଙ୍କ ଦବଙ୍ଗଗିରି। ପୂରା ରାସ୍ତାର ଟିକେଟ୍ କାଟି ଅଧା ବାଟରେ ଯାତ୍ରୀଙ୍କୁ ଓହ୍ଲାଇ ଦେବା ଭଳି ଅଭାବନୀୟ ଦୃଶ୍ୟ ଗୁରୁବାର…

ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ

ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି।…

ଏହି ଜିଲାରେ ବନ୍ଦ ରହିବ ୨୦୫ ସ୍କୁଲ, ୨୬୫ ଅଙ୍ଗନୱାଡି କେନ୍ଦ୍ର, ଜାଣନ୍ତୁ

ଭଦ୍ରକ,୨୦।୮(ସନାତନ ରାଉତ): ଭଦ୍ରକ ଜିଲାରେ ଜାରି ରହିଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଶୁକ୍ରବାର ୪ ବ୍ଲକର ୨୦୫ ସ୍କୁଲ ଓ ୨୬୫ ଅଙ୍ଗନୱାଡି କେନ୍ଦ୍ର ବନ୍ଦ…

ଭଷ୍ମାରେ ଭୟାବହ ସଡ଼କ ଦୁର୍ଘଟଣା: ଟ୍ରଲର ଚକା ତଳେ ଚାଲିଗଲା ମହିଳାଙ୍କ ସମେତ ୨ ଶିଶୁଙ୍କ ଜୀବନ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ରାଉରକେଲା-ସମ୍ବଲପୁର ବିଜୁ ଏକ୍ସପ୍ରେସ୍‌ୱେ’ର ସୁନ୍ଦରଗଡ଼ ଜିଲା ଭଷ୍ମା ପେଟ୍ରୋଲ ପମ୍ପ ନିକଟରେ ଗୁରୁବାର ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଏକ ମର୍ମନ୍ତୁଦ ସଡ଼କ…

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri