୨ ହଜାର ଟଙ୍କାରେ ଦୁଇ ମାସର ଶିଶୁପୁତ୍ରକୁ ବିକିଥିଲେ, ଏବେ ୩ ବନ୍ଧାହେଲେ

ବାରିପଦା ଅଫିସ,୨୩ା୮: ଦୁଇ ମାସର ଶିଶୁପୁତ୍ରକୁ ୨ ହଜାର ଟଙ୍କାରେ ବିକ୍ରି କରାଯାଇଥିବା ନେଇ ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଶଙ୍ଖାଭଙ୍ଗା ଗାଁର ଜନୈକା ମହିଳା ଅଭିଯୋଗ କରିଛନ୍ତି । ଏହି ଘଟଣାରେ ସମ୍ପୃକ୍ତ ଥିବା ୩ ଜଣଙ୍କୁ ପୋଲିସ ଗିରଫ କରିଛି । ଶିଶୁ ବିକିଥିବା ବ୍ୟକ୍ତି ଓ କିଣିଥିବା ଦମ୍ପତିଙ୍କୁ ଗିରଫ କରି ରାଇରଙ୍ଗପୁର ଅଞ୍ଚଳରୁ ଶିଶୁପୁତ୍ରକୁ ପୋଲିସ ଉଦ୍ଧାର କରିଛି। ଏହି ଘଟଣା ନେଇ ଝାରପୋଖରିଆ ପୋଲିସ ପକ୍ଷରୁ ଏକ ମାମଲା ରୁଜୁ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେର ବନ୍ଦ, ଅର୍ଥନୈତିକ ଅବରୋଧ ଚେତାବନୀ

ତାଳଚେର,୩୦ା୪(ଡି.ଏନ.ଏ.): ଆସନ୍ତା ୭ ଦିନ ମଧ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ମେଡିକାଲ କଲେଜ କାର୍ଯ୍ୟକ୍ଷମ କରା ନ ଗଲେ ମେ ୧୩ ତାରିଖରେ ତାଳଚେରରେ ବନ୍ଦ...

ଆଜି ସରିବ ମାଟ୍ରିକ ପରୀକ୍ଷା

କଟକ ଅଫିସ,୭ା୫: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ପରିଚାଳିତ ମାଟ୍ରିକ ପରୀକ୍ଷା (ସମେଟିଭ ଆସେସମେଣ୍ଟ-୨) ଶନିବାର ଶେଷ ହେଉଛି। ଗତ ୨୯ ତାରିଖରୁ ଆରମ୍ଭ ହୋଇଥିବା...

ଖୁଣ୍ଟରେ ଝୁଲୁଛି ‘ସୌଭାଗ୍ୟ’

ବଇଣ୍ଡା, ୧୨ା୭(ଡି.ଏନ.ଏ.) ସୌଭାଗ୍ୟ ଯୋଜନାରେ ସାମିଲ ହୋଇ ମଧ୍ୟ ବିଜୁଳି ଆଲୁଅରୁ ବଞ୍ଚିତ ୩୦ ପରିବାର। ଟ୍ରାନ୍ସଫର୍ମର ବସିଛି, ଖୁଣ୍ଟ ପୋତି ତାର ବି ଟଣାଯାଇଛି।...

ବଜ୍ରପାତରେ ଚାଲିଗଲା ଛାତ୍ରଙ୍କ ଜୀବନ

ନିରାକାରପୁର,୨ା୬(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଅଚ୍ୟୁତପୁର ଗ୍ରାମରେ ବୁଧବାର ଅପରାହ୍ନରେ ବଜ୍ରପାତ ଘଟି ଜଣେ ଛାତ୍ରଙ୍କ ଜୀବନ ଯାଇଛି। ସେ ହେଲେ କୃପାସିନ୍ଧୁ...

କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା

ପୁରୀ ଅଫିସ/ଖୋର୍ଦ୍ଧା ଅଫିସ/ ନିରାକାରପୁର/ ନିମାପଡ଼ା/ଗୋପ/ କୋଣାର୍କ/ଡେଲାଙ୍ଗ/ପିପିଲି, ୨୭।୧୧(ଡି.ଏନ୍‌.ଏ.)କେନ୍ଦ୍ର ସରକାରଙ୍କ ଶ୍ରମିକ ବିରୋଧୀ ନୀତି ପ୍ରତିବାଦରେ ଗୁରୁବାର କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନଗୁଡ଼ିକ ପକ୍ଷରୁ ଡାକରା ଦିଆଯାଇଥିବା...

କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ସ୍ବଲିଖିତ ବହି ଦେଲେ ଅର୍ଚ୍ଚିତା

କଣାସ ୧୨ା୭(ସ୍ବ.ପ୍ର.):କଣାସ ବ୍ଲକ ଅନ୍ତର୍ଗତ ଗଡ଼ିଶାଗୋଦା ପଞ୍ଚାୟତ ନୂଆଗଁା ଗ୍ରାମର ଷଷ୍ଠ ଶ୍ରେଣୀ ଛାତ୍ରୀ ଅର୍ଚ୍ଚିତା ଶ୍ରୀଚନ୍ଦନ ‘ମାମା ମୂର୍ଚ୍ଛନା’ ନାମକ ଏକ ପୁସ୍ତକ ରଚନା...

‘ପଛୁଆବର୍ଗଙ୍କ ଅଧିକାର ଛଡ଼ାଇ ଦିଆ ନ ଯାଉ’

ଜଗତ୍‌ସିଂହପୁର ଅଫିସ, ୭ା୬:ପଛୁଆବର୍ଗଙ୍କ ଅଧିକାର ଛଡ଼ାଇ ନିଆ ନ ଯାଉ। ଜାତିଭିତ୍ତିକ ଜନଗଣନା କରାଯାଉ। ଯଦ୍ଦାରା ପ୍ରତ୍ୟେକ ଜାତିର ଅର୍ଥନୈତିକ, ସାମାଜିକ ଓ ଶିକ୍ଷାଗତ ଯୋଗ୍ୟତା...

ରାୟଗଡ଼ାରେ ଗୋଟିଏ ଗ୍ରାମରୁ ଚିହ୍ନଟ ହେଲେ ୭୪ ପଜିଟିଭ

ରାୟଗଡା ଅଫିସ, ୩।୭: ରାଜ୍ୟରେ ଶୁକ୍ରବାର ଗୋଟିଏ ଦିନରେ ୫୬୧ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିରୁ ରାୟଗଡ଼ା ଜିଲାରୁ ୭୬ଜଣ ରହିଛନ୍ତି । ତେବେ...

Advertisement
Archives

Model This Week